ହକି ବିଶ୍ୱକପ୍‌: ୩ କ୍ୱାଟର ସୁଦ୍ଧା ଭାରତ ଆଗୁଆ

ରାଉରକେଲା,୨୬।୧(ଡି.ଏନ୍‌.ଏ.): ରାଉରକେଲା ବିର୍ଶାମୁଣ୍ଡା ଷ୍ଟାଡିୟମ୍‌ରେ ଗୁରୁବାର ହକି ବିଶ୍ୱକପ୍‌ର ୪ଟି ମ୍ୟାଚ୍‌ ଖେଳାଯାଇଛି। ପ୍ରଥମ ମ୍ୟାଚ୍‌ ୧୧ଟା ୩୦ରେ ଦକ୍ଷିଣ ଆଫ୍ରିକା ଓ ମାଲେସିଆ ମଧ୍ୟରେ ଖେଳାଯାଇଥିଲା। ଏଥିରେ ଦକ୍ଷିଣ ଆଫ୍ରିକା ୬.୩ ଗୋଲ୍‌ରେ ବିଜୟ ହାସଲ କରିଛି। ତେବେ ଦ୍ୱିତୀୟ ମ୍ୟାଚ୍‌ ଦ୍ୱିପ୍ରହର ୨ଟାରେ ଫ୍ରାନ୍ସ ଓ ଓ୍ବେଲ୍ସ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ଓ୍ବେଲ୍ସ ୨.୧ରେ ଫ୍ରାନ୍ସକୁ ହାରାଇଥିଲା।
ସେହିପରି ତୃତୀୟ ମ୍ୟାଚ୍‌ଟି ୪ଟା ୩୦ରେ ଆର୍ଜେଣ୍ଟିନା ଓ ଚିଲି ମଧ୍ୟରେ ଖେଳାଯାଇଥିଲା ବେଳେ ଚିଲିକୁ ପଛରେ ପକାଇ ଆର୍ଜେଣ୍ଟିନା ବିଜୟ ହାସଲ କରିଛି। ଅନ୍ୟପକ୍ଷେ ସନ୍ଧ୍ୟା ୭ଟାରେ ଭାରତ ଓ ଜାପାନ ମଧ୍ୟରେ ମ୍ୟାଚ୍‌ ଚାଲିଥିବା ବେଳେ ୩ କ୍ୱାଟର ସୁଦ୍ଧା ୧ ଗୋଲ୍‌ କରି ଭାରତ ଆଗରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂରା ପରିବାର ଚାଲିଗଲେ: କାଲି ମା-ଦୁଇ ଝିଅଙ୍କର ମିଳିଥିଲା ମୃତଦେହ, ଆଜି କୂଅରୁ ମିଳିଲା ବାପାଙ୍କ ମୃତଦେହ

ଝାରସୁଗୁଡ଼ା ଅଫିସ,୨୩ା୯: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଗଙ୍ଗାନଗର ଫାଟକପଡ଼ାରେ ବୁଧବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ଗୋଟିଏ ପରିବାରର ମା, ୨...

ପୂର୍ବତନ ଅଧିନାୟକଙ୍କ ରେକର୍ଡ ଭାଙ୍ଗିଲେ ରୁଟ୍‌

ବ୍ରିସବେନ,୧୦।୧୨: ଗୋଟିଏ ବର୍ଷରେ ଇଂଲିଶ ଖେଳାଳି ଭାବେ ଟେଷ୍ଟ କ୍ରିକେଟରେ ସର୍ବାଧିକ ରନ୍‌ କରିବାରେ ପୂର୍ବତନ ଅଧିନାୟକ ମାଇକେଲ ଭନଙ୍କ ରେକର୍ଡ ଭାଙ୍ଗିଛନ୍ତି ଇଂଲଣ୍ଡ ଅଧିନାୟକ...

ଗଞ୍ଜାମ ବ୍ଲକକୁ ଛୁଇଁଲା କରୋନା: ଏନ୍‌ଏସିରେ ସ୍ତ୍ରୀ ସ୍ବାମୀ, ଖଟୁଆକୁଦାରେ ଜଣେ ଗର୍ଭବତୀ ପଜିଟିଭ୍‌ ଚିହ୍ନଟ

ଗଞ୍ଜାମ,୫ା୭(ଡି.ଏନ୍‌.ଏ.): ଦୀର୍ଘ ପାଞ୍ଚମାସ ସଂଘର୍ଷ ପରେ ଶେଷରେ ଗଞ୍ଜାମ ବ୍ଲକକୁ କରୋନା ଛୁଇଁଥିବା ତହସିଲଦାର ଅବନୀ କୁମାର ସାହୁ ସୂଚନା ଦେଇଛନ୍ତି। ଗଞ୍ଜାମ ଏନ୍‌ଏସି ଓ୍ବାର୍ଡ...

ଗେମ୍‌ ଖେଳିବା ପାଇଁ ମୋବାଇଲ ନ ଦେବାରୁ ସାଙ୍ଗକୁ ହତ୍ୟା

କୋରାପୁଟ,୧୫।୪(ସ୍ବ.ପ୍ର.): କୋରାପୁଟ ଜିଲା ଟାଉନ ଥାନା ଅଧୀନ ମସିପୁଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଫ୍ରି ଫାୟାର ଖେଳକୁ ନେଇ ଜଣେ ନାବାଳକଙ୍କୁ ହତ୍ୟା...

ପକ୍ଷୀଙ୍କ ତୃଷ୍ଣା ମେଣ୍ଟାଇବାକୁ ପ୍ରୟାସ

ବାଲେଶ୍ୱର ଅଫିସ,୧୪।୫: ପ୍ରବଳ ଗରମରେ ଅସ୍ତବ୍ୟସ୍ତ ଜନଜୀବନ। ଘରୁ ବାହାରିବା ଏକପ୍ରକାର ଅସମ୍ଭବ ହୋଇପଡିଛି। ଦିନ ୧୨ଟା ସୁଦ୍ଧା ବାଲେଶ୍ୱରରେ ତାପମାତ୍ରା ୩୪ ଡିଗ୍ରୀ ଉପରେ...

ମୋର୍ଗାନଙ୍କୁ ୧୨ଲକ୍ଷ ଟଙ୍କା ଜରିମାନା

ମୁମ୍ବାଇ, ୨୨ା୪ (ପି.ଟି.)-ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଆଇପିଏଲ୍‌ ମ୍ୟାଚ ବେଳେ ଏକ ସ୍ଲୋ ଓଭର ରେଟ୍‌ ପାଇଁ କୋଲକାତା ନାଇଟ ରାଇଡର୍ସ ଅଧିନାୟକ...

କେବଳ ଏହି ଗୋଟିଏ ତାରିଖ ହିଁ ଥିଲା ସଚିନଙ୍କ ପାଇଁ ଅଶୁଭ, ଏହି ଦିନ ସେ ଶତକ ଲଗାଇପାରୁ ନ ଥିଲେ

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ନିଜ କ୍ରିକେଟ କ୍ୟାରିୟରରେ ଅନେକ ରେକର୍ଡ ହାସଲ କରିଛନ୍ତି। ତାଙ୍କ ରେକର୍ଡ ଭାଙ୍ଗିବା ଯେକୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ କଷ୍ଟକର। ସଚିନ ନିଜ...

ବେଲି ଅଷ୍ଟ୍ରେଲିଆ କ୍ରିକେଟ ଚୟନକାର୍ତ୍ତା

ସିଡ୍‌ନୀ,୨୭।୧୧(ଏଏଫ୍‌ପି): ପୂର୍ବତନ ଟି୨୦ ଦଳର ଅଧିନାୟକ ଜର୍ଜ ବେଲି କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ର ଚୟନକର୍ତ୍ତା ପଦରେ ବୁଧବାର ନିଯୁକ୍ତ ହୋଇଛନ୍ତି। ସେ ୩ ଜଣିଆ ଜାତୀୟ...

Advertisement
Archives

Model This Week