କମ୍ପୁଛି ବାରବାଟୀ: ହକି ବିଶ୍ୱକପ୍‌ ଉଦ୍‌ଘାଟନୀ ଉତ୍ସବ ଆରମ୍ଭ

କଟକ ଅଫିସ,୧୧ା୧: ବୁଧବାର ହକି ବିଶ୍ୱକପ ଉଦ୍‌ଘାଟନୀ ଉତ୍ସବ ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହୋଇଛି। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ ଆଜି କମ୍ପିଛି ବାରବାଟୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ହକି ମହାକୁମ୍ଭର ଉଦ୍‌ଘାଟନ କରିଛନ୍ତି।

ବଲିଉଡ୍‌ ସୁପରଷ୍ଟାର ରଣବୀର ସିଂ, ସଙ୍ଗୀତ ନିର୍ଦ୍ଦେଶକ ପ୍ରୀତମ ଏବଂ ଅଭିନେତ୍ରୀ ଦିଶା ପଟାନୀଙ୍କ ସମେତ ବ୍ଲାକ ସ୍ବାନ୍‌ ଗ୍ରୁପ ଉଦଘାଟନୀ ଉତ୍ସବର ମୁଖ୍ୟ ଆକର୍ଷଣ ପାଲଟିଛନ୍ତି। ଓଲିଉଡ ଷ୍ଟାର୍‌ କପଲ ସବ୍ୟସାଚୀ ଓ ଅର୍ଚ୍ଚିତା ସାମିଲ ହୋଇଛନ୍ତି।

ଉଦ୍‌ଘାଟନୀ ଉତ୍ସବରେ ଷ୍ଟାଡିୟମରେ ୪୦ ହଜାରରୁ ଅଧିକ ଦର୍ଶକଙ୍କ ସମାଗମ ହୋଇଛି। ଭିଡ଼କୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?