ହକି ବିଶ୍ୱକପ୍‌ ପ୍ରସ୍ତୁତି: ମୁତୟନ ହେବେ ୨୦ ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ବର,୨୭।୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ହକି ବିଶ୍ୱକପ୍‌ ଆରମ୍ଭ ହେବାକୁ ଥିବା ବେଳେ ମଙ୍ଗଳବାର ଭାରତୀୟ ହକି ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତେବେ ହକି ବିଶ୍ୱକପ୍‌ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଟ୍ରାଫିକ୍‌ ନିୟନ୍ତ୍ରଣକୁ ଦୃଷ୍ଟିରେ ରଖି ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବା ନେଇ ଜଣାପଡିଛି। ତେବେ ଟ୍ରାଫିକ୍‌ ପରିଚାଳନା ପାଇଁ ୫ ଜଣ ଡିଏସ୍‌ପିଙ୍କ ଅଧୀନରେ ୧୮ ଏସ୍‌ଆଇ, ୧୫ ଜଣ ଏଏସ୍‌ଆଇ ନିୟୋଜିତ ରହିବେ। ଏଥିସହ ୫ ଜଣ ଡିଏସ୍‌ପିଙ୍କୁ ବିଭିନ୍ନ ଅଞ୍ଚଳରେ ନିୟୋଜିତ କରାଯିବ। ବେଆଇନ ପାର୍କିଂ, ଟ୍ରାଫିକ୍‌ ସମସ୍ୟା ଯେପରି ନ ଉପୁଜିବ ସେନେଇ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇରେ ରାଜ୍ୟ ସରକାରଙ୍କ ଭେଟି, ଚାଷୀଙ୍କୁ ମିଳିବ କାଳିଆ ଟଙ୍କା

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଚାଷୀଙ୍କ ପାଇଁ ଖୁସି ଖବର। ନୂଆଁଖାଇ ଅବସରରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା। ପ୍ରତ୍ୟେକ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏ ମିଳିବ। ଏହି...

ରାଜ୍ୟରୁ ସୁସ୍ଥ ହେଲେ ୩୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ସୁସ୍ଥ ହେଲେ ଆଉ ୩୩ ଜଣ କରୋନା ଆକ୍ରାନ୍ତ। ଏଯାବତ୍‌ ୧୨ ଲକ୍ଷ ୭୮ହଜାର ୯୭୨ ଜଣ ସୁସ୍ଥ...

ରଥଯାତ୍ରା ପାଇଁ ପ୍ରସ୍ତୁତ ରହିବାକୁ ଡିଜିପିଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୧ା୫: ଦୁଇ ବର୍ଷ ପରେ ଏଥର ପୁରୀରେ ରଥଯାତ୍ରା ପୂର୍ଣ୍ଣ ଭକ୍ତ ସମାଗମରେ ହେବ। ରେଳ ଯାତ୍ରୀଙ୍କ ସୁବିଧା ଓ ସୁରକ୍ଷାକୁ ଦୃଷ୍ଟିରେ ରଖି...

କୋଟିପତି ପିଏସ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଘଟଣା: ମାମଲାରେ ଛନ୍ଦି ହେଲେ ବିରଞ୍ଚିଙ୍କ ସ୍ତ୍ରୀ, ସଡ଼ୁ

ଭୁବନେଶ୍ୱର,୨।୮(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ପ୍ରାଇଭେଟ୍‌ ସେକ୍ରେଟାରି (ପିଏସ୍‌) ବିରଞ୍ଚି ନାରାୟଣ ସାହୁଙ୍କୁ ଶନିବାର...

ନୂଆ, ପୁରୁଣାଙ୍କ ଆଶା ମଉଳିଲା

ଯାଜପୁର ଅଫିସ,୧୬ା୧: ଯାଜପୁର ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଲାଗି ରହିଥିବା ବ୍ୟାସନଗର ପୌର ପରିଷଦ ଅଧ୍ୟକ୍ଷ ପଦବୀ ଅନୁସୂଚିତ ଜନଜାତି (ଏସ୍‌ଟି) ତଥା ଆଦିବାସୀ ମହିଳାଙ୍କ...

କଲାମଙ୍କ ନାମରେ ହେବ ପାର୍କ

ଭୁବନେଶ୍ୱର,୫।୮(ବ୍ୟୁରୋ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଦ୍ୱାରା ସ୍ଥାନୀୟ କଳିଙ୍ଗନଗର କେ-୮ ଅଞ୍ଚଳରେ ନିର୍ମାଣ ହେଉଥିବା ପାର୍କକୁ ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବଦୁଲ୍‌ କଲାମଙ୍କ ନାମରେ ନାମିତ...

୧୭ରୁ କାର୍ଯ୍ୟରେ ଯୋଗଦେବେ ଅଧ୍ୟାପକ

ଭୁବନେଶ୍ୱର,୧୨।୬(ବ୍ୟୁରୋ)- ଚଳିତ ମାସ ୧୭ରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜ ଖୋଲିବ। ଏଥିସହ ସମସ୍ତ ଅଧ୍ୟାପକ, ଶିକ୍ଷକ, ଅଣଶିକ୍ଷକ ଓ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ। ସେହିପରି...

ରାଜଧାନୀରେ ଝଲସିବ ଯୋଧପୁର ରାଜପ୍ରାସାଦ

ଭୁବନେଶ୍ୱର, ୧୩।୯ (ବ୍ୟୁରୋ):ମା’ ଜଗଜ୍ଜନନୀଙ୍କ ଆବାହନ ପାଇଁ ଏବେଠୁ ଶ୍ରଦ୍ଧାଳୁଙ୍କ ମନରେ ଉତ୍କଣ୍ଠା ବାରି ହୋଇପଡୁଛି। ସମସ୍ତେ ମା’ଙ୍କ ଧରାବତରଣ ପାଇଁ ଚାହିଁ ବସିଛନ୍ତି। ଏଥିପାଇଁ...

Advertisement
Archives

Model This Week