Advertisement

ହକି ବିଶ୍ୱକପ୍‌ ପ୍ରଚାର: ଚିତ୍ର ଆଙ୍କି ଚର୍ଚ୍ଚାରେ ଗଞ୍ଜାମ ତହସିଲଦାର

ଗଞ୍ଜାମ,୩।୧(ଡି.ଏନ୍‌.ଏ.): ଆଉ କିଛି ଦିନ ପରେ ଆରମ୍ଭ ହେବ ହକି ବିଶ୍ୱକପ। ରାଜ୍ୟ ସରକାର ଏହାର ଆୟୋଜନ କରୁଥିବାରୁ ଚାରିଆଡେ ଏହାକୁ ନେଇ କ୍ରେଜ୍‌ ଦେଖିବାକୁ ମିଳୁଛି। ଏହି କ୍ରମରେ ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ଗଞ୍ଜାମ ସହର ସ୍ଥିତ ଦାମୋଦରପୁର ବିଶ୍ରାମଗାର ସେଲ୍‌ଫି ପଏଣ୍ଟରେ ହକି ଷ୍ଟିକ ସହ ଖେଳାଳିଙ୍କ ଚିତ୍ର ଆଙ୍କି ଚର୍ଚ୍ଚାକୁ ଆସିଛନ୍ତି।

ତହସିଲଦାର ନାୟକ ଅତି ସୁନ୍ଦର ଚିତ୍ର ଅଙ୍କନ କରିବା ସହ ଆକର୍ଷଣୀୟ ରଙ୍ଗ ଦେଇଛନ୍ତି। ଏହାକୁ ଦେଖିବାକୁ ସ୍ଥାନୀୟ ଲୋକଙ୍କ ଭିଡ଼ ଜମି ଥିବା ବେଳେ କଲେଜ ଛାତ୍ରୀଛାତ୍ରମାନେ ସେଲ୍‌ଫିର ମଜା ନେଉଛନ୍ତି। ତେବେ ତହସିଲଦାର ନାୟକ ପ୍ରଶାସନିକ ଦାୟିତ୍ୱ ସୁଚାରୁରୂପେ ତୁଲାଇବା ସହ ବିଭିନ୍ନ ସ୍ଥାନରେ ଚିତ୍ର ଆଙ୍କି ନିଜର ଆଉ ଏକ କଳା ପଦର୍ଶନ କରି ସହରବାସୀଙ୍କ ପ୍ରିୟଭାଜନ ହୋଇପାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୨୭୭୬ ପ୍ଲଟ୍‌ରେ ମିଛ ଧାନଚାଷ

ସୋନପୁର, ୨୧।୧୨(ନି.ପ୍ର.): ଚାଷ ନାହିଁ, ହେଲେ ଜମିରେ ଖରିଫ ଚାଷ ହୋଇଛି ଦର୍ଶାଇ ବିଭାଗ ପାଖରେ ଶତାଧିକ ଚାଷୀ ପଞ୍ଜୀକରଣ କରିଛନ୍ତି। ସରକାରଙ୍କ ପକ୍ଷରୁ ହୋଇଥିବା...

ଟ୍ରେନ୍‌ରୁ ପଡି ଯୁବକ ଗୁରୁତର

ଯାଜପୁର ରୋଡ,୧୪ା୧୦(ନି.ପ୍ର.):  ଯାଜପୁର ରୋଡ ଷ୍ଟେଶନ ନିକଟରେ ରବିବାର ଜଣେ ଯୁବକ ଟ୍ରେନ୍‌ରୁ ଖସି ପଡି ଗୁୁରୁତର ହୋଇଛନ୍ତି। ଯୁବକ ଜଣଙ୍କ ବିହାର ରାଜ୍ୟର ଶୁମନ୍ତ...

ପୋଖରୀରୁ ମିଳିଲା ଯୁବତୀଙ୍କ ମୃତଦେହ, ପାଣିରେ ବୁଡ଼ିଯାଇଥିବା ସନ୍ଦେହ

କୋକସରା,୨୧।୮(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ମୂଷାପାଲି ପଞ୍ଚାୟତ ମୂଷାପାଲି ଗ୍ରାମ ପୋଖରୀରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଜବତ କରିଛି। ପାଣିରେ ବୁଡ଼ି...

ତହସିଲ ସମ୍ମୁଖରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଲଖନପୁର,୪।୧୧(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ତହସିଲ ସମ୍ମୁଖରେ ସୋମବାର ହୀରାକୁଦ ବୁଡି ଅଞ୍ଚଳ ସମିତି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସମିତିର ସଭାପତି ବାସୁଦେବ...

ନୀହାରିକା ହତ୍ୟା ମାମଲା : ଆତ୍ମସମର୍ପଣ କଲେ ପ୍ରେମିକ କିଶୋର

ଜଗତ୍‌ସିଂହପୁର ଅଫିସ/ବିରିଡ଼ି (ଡି.ଏନ୍‌.ଏ.),୨୧ା୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ଏବେ ଭିନ୍ନ ମୋଡ଼ ନେଇଛି। ନୀହାରିକାଙ୍କ ମୃତଦେହ ବିରିଡ଼ି ଥାନା ଅଧୀନ ବିଲୁଆଖାଇ ନଦୀପଠାରୁ...

୭ ଦଲାଲ୍‌ଙ୍କୁ ଗିରଫ କଲା ପୋଲିସ

ଅନୁଗୋଳ ଅଫିସ, ୨୫।୨ ଅନୁଗୋଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଦଲାଲି କରୁଥିବା ଅଭିଯୋଗରେ ୭ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି।...

ଶିଶୁଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ

ଆଳି,୨୩।୩(ଡି.ଏନ.ଏ.): ରାଜ୍ୟ ସରକାର ଗରିବଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ ଯୋଗାଇ ଦେଇଛନ୍ତି। ସ୍ବାସ୍ଥ୍ୟ କାର୍ଡ ନ ଥିବାରୁ ଜଣେ ଦୁଇ ମାସର ଶିଶୁପୁତ୍ରଙ୍କ...

ଲାଞ୍ଚ ନେଇ ଧରାପଡିଲେ ମୁଖ୍ୟ କିରାଣି: ଘରୁ ମିଳିଲା ୧୩ ଲକ୍ଷରୁ ଅଧିକ ନଗଦ ଟଙ୍କା

ବାଲିଗୁଡ଼ା,୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଆଇଟିଡିଏ ଅଫିସ ମୁଖ୍ୟ କିରାଣି ବସନ୍ତ ପାଣିଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ୨ ଲକ୍ଷ ଟଙ୍କା ସୁରକ୍ଷା ଜମା...

Advertisement
Archives

Model This Week