ସ୍ବାଭିମାନ ଅଞ୍ଚଳରେ ଉଡ଼ିଲା ତ୍ରିରଙ୍ଗା

ଚିତ୍ରକୋଣ୍ଡା,୧୫।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଗୁରୁପ୍ରିୟା ସେତୁ ନିକଟରେ ଉଡ଼ିଲା ତ୍ରିରଙ୍ଗା। ପାପରମେଟେଲା ଥାନାଧିକାରୀ ଚନ୍ଦ୍ରକାନ୍ତି ତାଣ୍ଡିଙ୍କ ନେତୃତ୍ୱରେ ଗୁରୁପ୍ରିୟା ସେତୁ ଏବଂ ବଡ଼ପଡ଼ାରେ, ଯୋଡ଼ାମ୍ବ ଥାନା, ଯୋଡ଼ାମ୍ବ ବିଏସ୍‌ଏଫ କ୍ୟାମ୍ପ, ଗୋରାସେତୁ ବିଏସ୍‌ଏଫ୍‌ କ୍ୟାମ୍ପରେ ସ୍ବାଧୀନତା ଦିବସ ପାଳନ କରାଯାଇଛି। ସେହିଭଳି ଚିତ୍ରକୋଣ୍ଡା ଥାନା, ଉପଖଣ୍ଡ ଚିକିତ୍ସାଳୟ, ମିନି ଷ୍ଟାଡିଅମ ପଡ଼ିଆ, ବାଲିମେଳା ଜଳଭଣ୍ଡାର ଚିତ୍ରକୋଣ୍ଡା କାର୍ଯ୍ୟାଳୟ, ବାଲିମେଳା ଜଳଭଣ୍ଡାର ଶ୍ରମିକ ସଂଗଠନ, ଚିତ୍ରକୋଣ୍ଡା ବ୍ଲକ, ଆଇସିଡିଏସ୍‌ କାର୍ଯ୍ୟାଳୟ, ବ୍ୟାଙ୍କ, ତହସିଲ କାର୍ଯ୍ୟାଳୟ ଏବଂ ସମସ୍ତ ସରକାରୀ ବେସରକାରୀ ଅନୁଷ୍ଠାନ ସମେତ ସବୁଠି ତ୍ରିରଙ୍ଗା ଫରଫର ହୋଇ ଉଡିଥିଲା। କରୋନା କଟକଣାରେ ସମସ୍ତ କାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ମୁନରେ ୧ ଲକ୍ଷ ୨୨ ହଜାର ଲୁଟ୍‌

ପୁରୁଷୋତ୍ତମପୁର,୫ା୧୦(ଡି.ଏନ.ଏ.)-ପୁରୁଷୋତ୍ତମପୁର ଥାନା ଅରଖପୁର ଛକ ନିକଟରେ ପୁଣି ଦୁର୍ବୃତ୍ତମାନେ ଲୁଟିଥିବା ଅଭିଯୋଗ ହୋଇଛି। ଗ୍ରାହକ ସେବାକେନ୍ଦ୍ର ପରିଚାଳକ ସୁଦାମ ଗୌଡଙ୍କ ମୁଣ୍ଡରେ ବନ୍ଧୁକ ଲଗାଇବା ସହ...

‘ବୁଲ୍‌ବୁଲ୍‌’ ଛାଡ଼ିଗଲା ଦୁଃଖ: ପାଣିରେ ବୁଡ଼ିରହିଛି ପାଚିଲା ଧାନକ୍ଷେତ

ଉଦଳା,୧୧ା୧୧(ଡି.ଏନ୍‌.ଏ.)- ସାମୁଦ୍ରିକ ଝଡ଼ ବୁଲ୍‌ବୁଲ୍‌ ଚାଲିଯାଇଛି, ହେଲେ ଛାଡ଼ି ଯାଇଛି ଅସରନ୍ତି ଦୁଃଖ ା ବିଶେଷକରି ଚାଷୀଙ୍କ ଅଣ୍ଟାକୁ ଭାଙ୍ଗି ଦେଇଛି ଏହି ସର୍ବଗ୍ରାସୀ ବାତ୍ୟା।...

ଜାତୀୟ ରାଜପଥରେ ରାହାଜାନି: କଣ୍ଟେନରରୁ ଲୁଟିନେଲେ ୨ କୋଟିର ସିଗାରେଟ

ଟାଙ୍ଗୀ (ଖୋର୍ଦ୍ଧା),୬ା୧୧ (ଡି.ଏନ.ଏ.): ୧୬ନଂ. ଜାତୀୟ ରାଜପଥର ଟାଙ୍ଗୀ ଥାନା ଉଗ୍ରତାରା ଛକରେ ସୋମବାର ବିଳମ୍ବିତ ରାତିରେ ଲୁଟେରାମାନେ ଏକ ବଡଧରଣର ରାହାଜାନି ଘଟାଇଛନ୍ତି। ଚାଳକଙ୍କୁ...

ମନ୍ଦିରକୁ ଭକ୍ତ ନେଇପାରିବେ ନାହିଁ ପୂଜା ସାମଗ୍ରୀ

ବରଗଡ଼ ଅଫିସ୍‌,୪।୮: ବରଗଡ଼ ଜିଲାରେ ଗୁରୁବାରଠାରୁ ମନ୍ଦିର, ଚର୍ଚ୍ଚ, ମସଜିଦ ଆଦି ଧାର୍ମିକ ଅନୁଷ୍ଠାନ କୋଭିଡ୍‌ କଟକଣା ମଧ୍ୟରେ ଖୋଲିବ । ବୁଧବାର ଜିଲା ପ୍ରଶାସନ...

କଲେଜରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ବାଣପୁର,୧୪ା୭(ଶଙ୍କର ବସ୍ତି): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଗମ୍ଭାରୀମୁଣ୍ଡାସ୍ଥିତ ପର୍ଶୁରାମ ଜୁନିଅର କଲେଜ ପରିସରରୁ ଗୁରୁବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଚୋରି ହୋଇଛି।...

ବ୍ରହ୍ମଗିରିରେ ଅତ୍ୟାବଶ୍ୟକ ସାମଗ୍ରୀ କଳାବଜାର

ବ୍ରହ୍ମଗିରି,୨୫। ୩ (ଡି.ଏନ.ଏ): ମହାମାରୀ କରୋନା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା କରାଯାଇଛି। ଏହାପରେ ରାଜ୍ୟ ସରକାର କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଡାଲି, ଚାଉଳ,...

ଟ୍ରକ୍‌ ଧକ୍କାରେ ଭାଙ୍ଗିଲା ଅରୁଣ ସ୍ତମ୍ଭ

ବୁଗୁଡ଼ା,୨୯ା୪(ଡି.ଏନ୍‌.ଏ.): ଓଡ଼ିଶାର ପର୍ଯ୍ୟଟନ କେନ୍ଦ୍ର ତଥା ପ୍ରସିଦ୍ଧ ଦ୍ବିତୀୟ କାଷ୍ଠ ଅର୍କକ୍ଷେତ୍ର ବିରଞ୍ଚି ନାରାୟଣ ମନ୍ଦିର ସମ୍ମୁଖସ୍ଥ ଅରୁଣ ସ୍ତମ୍ଭଟି ଟ୍ରକ୍‌ ଧକ୍କାରେ ଭାଙ୍ଗି ମୁଖଶାଳା...

କ୍ରୀଡ଼ା ଶିକ୍ଷୟିତ୍ରୀ ତନୁଜା ବିଶ୍ୱାସଙ୍କ ଆତ୍ମହତ୍ୟା

ଉମରକୋଟ,୧୦।୭(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ସହରରେ କ୍ରୀଡା ଶିକ୍ଷୟତ୍ରୀଭାବେ ଜଣାଶୁଣା ତନୁଜା ବିଶ୍ୱାସ ଶନିବାର ଆତ୍ମହତ୍ୟା କରିଛନ୍ତି। ୨୬ ବର୍ଷୀୟା ତନୁଜାଙ୍କ ଘର ଉମରକୋଟ ସହର ଡିଏନ୍‌କେରେ।...

Advertisement
Archives

Model This Week