Posted inଜାତୀୟ

ଖୋଲା ସ୍ଥାନରେ ବିବାହ , ଅନ୍ୟ କାର୍ଯ୍ୟକ୍ରମ ପାଇଁ ଅନୁମତି ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୨୮ ।୯: କରୋନା ମହାମାରୀ ସଂକ୍ରମର ଯୋଗୁ ସାରା ଦେଶରେ ବିବାହ ଓ ଅନ୍ୟ କାର୍ଯ୍ୟକ୍ରମ ପାଇଁ ପ୍ରତିବନ୍ଧକ ଲଗାଯାଇଥିଲା । ହେଲେ ବେଳକୁ ବେଳ ସଂକ୍ରମଣ ସଂଖ୍ୟା କମ୍ ହେବାରୁ ଏବେ ଏଭଳି ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି । ତେବେ କରୋନା ନିୟମ ମାନି ବିବାହ ଭଳି ଅଧିକ ଜନ ସମାଗମ ହେଉଥିବା କାର୍ଯ୍ୟକ୍ରମ ଆୟୋଜନ କରିବାକୁ ଅନୁମତି ପ୍ରଦାନ କରାଯାଇଥିଲା । ତାହା ପୁଣି ସୀମିତ ସ୍ଥାନ ମଧ୍ୟରେ । ହେଲେ ଏବେ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ସରକାର ଖୋଲା ସ୍ଥାନରେ ବିବାହ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ଅନୁମତି ଦେଇଛନ୍ତି । ଏଥିପାଇଁ କିଛି ସର୍ତ୍ତ ରଖାଯାଇଛି । ଖୋଲା ସ୍ଥାନରେ ବିବାହ ବା ଅନ୍ୟ କାର୍ଯ୍ୟକ୍ରମମାନ ଆୟୋଜନ କରୁଥିଲେ ସେଠାରେ ବି କରୋନା ଗାଇଡ ଲାଇନ ପାଳନ କରିବା ସହ ପ୍ରବେଶ ସ୍ଥାନରେ ହେଲ୍ପ ଡେସ୍କ ରଖିବା ଜରୁରୀ ବୋଲି କୁହାଯାଇଛି । ଏହା ସହ ମାସ୍କ ପିନ୍ଧିବା ଓ ସମାଜିକ ଦୂରତା ଅବଲମ୍ବନ କରିବା ବି ଜରୁରୀ ବୋଲି କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri