ପୋଲରେ ଖାଲ: ଯାତାୟାତ ଠପ୍‌

କେନ୍ଦୁଝର,୧୭।୯(ସ୍ବ.ପ୍ର.): ମୁମ୍ବାଇ-କୋଲକାତା ଏନ୍‌ଏଚ୍‌ ୪୯ ସ୍ଥାନୀୟ ଶଙ୍କରପୁର ନିକଟ ଅରଡେଇ ନଦୀ ଉପରେ ଥିବା ପୁରୁଣା ପୋଲରେ ଖାଲ ସୃଷ୍ଟି ହୋଇଛି। ଏ ନେଇ ଯାତାୟାତ ଠପ୍‌ ହୋଇଯାଇଛି। ରାସ୍ତାରେ ଶହ ଶହ ଗାଡ଼ି ଅଟକି ରହିଛି। ଘଟଣାସ୍ଥଳରେ ସ୍ଥାନୀୟ ଲୋକ ପୋଲ ନିର୍ମାଣ ଲାଗି ବିକ୍ଷୋଭ କରୁଥିଲେ ହେଁ ସ୍ଥାନୀୟ ପ୍ରଶାସନ ଅଦ୍ୟାବଧି ପହଞ୍ଚି ନ ଥିବାରୁ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ ମାନୁନାହାନ୍ତି, ଔଷଧ ଆଣିବା ବାହାନାରେ ବାହାରେ ବୁଲୁଛନ୍ତି ଲୋକେ

ବାଲିଗୁଡ଼ା,୨୮।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବାକୁ ସାରାଦେଶ ଲକ୍‌ଡାଉନ୍‌ କରାଯାଇଛି। କେବଳ ଜରୁରୀ ସମୟରେ ଓ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଲୋକମାନେ ବାହାରକୁ ଯିବା ପାଇଁ...

ଆକ୍ରୋଶମୂଳକ ଗିରଫଦାରି ବିରୋଧରେ ଥାନା ସମ୍ମୁଖରେ ଭାଜପାର ପ୍ରତିବାଦ

ବିଞ୍ଝାରପୁର,୪।୧୨(ଡି.ଏନ୍‌.ଏ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ପଞ୍ଚାୟତରେ ଗତ ସାଧାରଣ ନିର୍ବାଚନ ପରଠାରୁ ରାଜନୈତିକ ଛକାପଞ୍ଝା ଲାଗି ରହିଆସୁଥିଲା। ସୋମବାର ସାରେ ଏହା ଉଗ୍ରରୂପ...

ଶ୍ରମିକ ନେତା ଯୋଗେନ୍ଦ୍ର ତ୍ରିପାଠୀଙ୍କ ପରଲୋକ

ଢେଙ୍କାନାଳ ଅଫିସ, ୭ା୨: ବିଶିଷ୍ଟ ଶ୍ରମିକ ନେତା ତଥା ଆଇନଜୀବୀ ଯୋଗେନ୍ଦ୍ରନାଥ ତ୍ରିପାଠୀଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ୭୮ବର୍ଷ ହୋଇଥିଲା। ସେ...

ବାଇକ୍‌-ସ୍କୁଟି ମୁହାଁମୁହିଁ, ଗଲା ୨ ଜୀବନ

ରାୟଗଡ଼ା ଅଫିସ,୧୨ା୧୨: ରାୟଗଡ଼ା ସହର ୩୨୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ବାଇକ୍‌ ଏବଂ ସ୍କୁଟି ମଧ୍ୟରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ...

ବ୍ୟାପୁଛି ଜଣ୍ଡିସ୍‌, ୨ ମୃତ: ୫୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ବାଲେଶ୍ୱର ଅଫିସ,୧୯।୭-ବାଲେଶ୍ୱର ମ୍ୟୁନିସିପାଲିଟି ଅଧୀନ ୧ନଂ. ଓ ୨ନଂ. ୱାର୍ଡ଼ରେ ଜଣ୍ଡିସ୍‌ରେ ୨ଜଣ ପ୍ରାଣ ହରାଇଥିବାବେଳେ ୫୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏନେଇ ‘ଆଚ୍ଛା’...

କଟକ ସହରରୁ ଉଠିଲା ଶଟ୍‌ଡାଉନ

କଟକ ଅଫିସ,୧୩।୭: ପ୍ରାୟ ସପ୍ତାହେ ପର୍ଯ୍ୟନ୍ତ ବନ୍ଦ ରହିବା ପରେ ସୋମବାରଠାରୁ ସ୍ବାଭାବିକ ହୋଇଛି କଟକ ସହର। ଶଟ୍‌ଡାଉନ ଉଠାଇବା ପାଇଁ ରବିବାର କଟକ ମହାନଗର...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଟିକ୍‌ଟକ୍‌: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ଭଦ୍ରକ ଅଫିସ,୪ା୫: କରୋନା ମହାମାରୀ ପାଇଁ ସାରା ବିଶ୍ବ ଲଢ଼େଇ କରୁଛି। ଆମ ରାଜ୍ୟରେ ବର୍ତ୍ତମାନ ଭଦ୍ରକ, ବାଲେଶ୍ୱର ଓ ଯାଜପୁର ଜିଲା ରେଡ୍‌ ଜୋନ୍‌ରେ...

ଭାଇଚାରାର ପରମ୍ପରା ‘ଜୁଗିନୀଗିଡି’

ବାରିପଦା ଅଫିସ,୨୬।୧-ଭାରତୀୟ ସଂସ୍କୃତିର ଆଦି ନିର୍ମାତା ଭାବେ ଆଦିବାସୀମାନେ ନିଜ ସଂସ୍କୃତି ଓ ପରମ୍ପରାକୁ ଜାବୁଡ଼ି ଧରିଥାନ୍ତି। ଏହାମଧ୍ୟରେ ‘ଜୁଗିନୀଗିଡି’ ହେଉଛି ସେମାନଙ୍କର ଅନନ୍ୟ ଏକ...

Advertisement
Archives

Model This Week