ରାସ୍ତା ମଝିରେ ଗର୍ତ୍ତକୁ ନେଇ ଅସନ୍ତୋଷ

ଗଞ୍ଜାମ,୨୬ା୬(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମକୁ ଯିବା ମୁଖ୍ୟ ରାସ୍ତାରେ ଡ୍ରେନ୍‌ର ପ୍ଲେଟ୍‌ ଫାଟି ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି। ଗାଁର ମୁଖ୍ୟ ରାସ୍ତା ହୋଇଥିବା ଯୋଗୁ ଯାତାୟାତରେ ଘୋର ସମସ୍ୟା ଦେଖାଦେଇଛି। ଏଥିସହ ସେଠାରେ ଏକ ସ୍କୁଲ ରହିଛି। ବର୍ତ୍ତମାନ ଦୁଇ ଦିନ ହେବ ସ୍କୁଲ ଖୋଲିଲା କେତେବେଳେ ପିଲାମାନେ ଉକ୍ତ ଗର୍ତ୍ତରେ ପଡି ଆହତ ହେବେ କହିହେବ ନାହିଁ। ପୁଇଁତୋଳା ଗ୍ରାମରେ ମାଳମାଳ ନେତା କିନ୍ତୁ ଗାଁର ସମସ୍ୟା ସମାଧାନ ପ୍ରତି କାହାର ଆନ୍ତରିକତା ନ ଥିବା ପରିଲକ୍ଷିତ ହୋଇଛି। ଡ୍ରେନ ନିର୍ମାଣ ବେଳେ ଠିକାଦାର ନିମ୍ନମାନର କାର୍ଯ୍ୟ ଯୋଗୁ ଏଭଳି ଅବସ୍ଥା ସୃଷ୍ଟି ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବର୍ଷା ଦିନ ଆସିଲାଣି ଯୁଦ୍ଧକାଳୀନ ଭିତ୍ତିରେ ସମାଧାନ ନ ହେଲେ ଗ୍ରାମ ମଧ୍ୟରେ ଡ୍ରେନ୍‌ ପାଣି ପଶିବା ଥୟ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ରାମଜୀ ଡିଗ୍ରୀ କଲେଜରେ ଯୋଗ ଶିବିର: ମାନସିକ ସୁସ୍ଥତା ପାଇଁ…

ଦିଗପହଣ୍ଡି, ୨୦|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଏକ ଯୋଗ ଶିବିର ଓ ସଚେତନତା…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

ଦିଗପହଣ୍ଡିରେ ‘ବିକାଶର ଧାରା ଓଡ଼ିଶା ସାରା’ କର୍ମଶାଳା: ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଉପରେ ଚାଷୀଙ୍କୁ …

ଦିଗପହଣ୍ଡି, ୨୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ବିଭାଗ ପକ୍ଷରୁ ଶନିବାର ଦିନ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ‘ବିକାଶର ଧାରା ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri