କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ହୋଲି ଭେଟି: ୭ମ ବେତନ କମିଶନରେ ବଢ଼ିବ ୪ ପ୍ରତିଶତ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୫।୨ : କେନ୍ଦ୍ର ସରକାରଙ୍କ ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଖବର ଆସିବାକୁ ଯାଉଛି। କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ହୋଲି ଭେଟି ଦେବାକୁ ଯାଉଛନ୍ତି। କେନ୍ଦ୍ର ସରକାର ଏକ କୋଟିରୁ ଅଧିକ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରିବେ। ସରକାରଙ୍କ ଦ୍ୱାରା ୭ମ ବେତନ କମିଶନ ଅନ୍ତର୍ଗତ ମହଙ୍ଗା ଭତ୍ତା ବର୍ତ୍ତମାନର ୪ ପ୍ରତିଶତ ବୃଦ୍ଧି ହେବ। ଫଳରେ ଏହା ବର୍ତ୍ତମାନର ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ପାଇବ।

ସୂଚନାଯୋଗ୍ୟ, ମହଙ୍ଗା ଭତ୍ତା ପ୍ରତିବର୍ଷ ଜାନୁୟାରୀ ପହିଲା ଏବଂ ଜୁଲାଇ ପହିଲାରେ ବୃଦ୍ଧି ପାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନରୁ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ଉଡାଣ ଭରିଲା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୨।୨: ୟୁକ୍ରେନ ଓ ରୁଷିଆ ମଧ୍ୟରେ ଲାଗିରହିଥିବା ଉତ୍ତେଜନା ଦିନକୁ ଦିନ ବଢ଼ିବାରେ ଲାଗିଛି। ଯେକୌଣସି ମୁହୂର୍ତ୍ତରେ ଯୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିପାରେ ବୋଲି...

ଭାଜପାରୁ ଦରମା ନେଇ ଏଏପି ପାଇଁ କାମ କରିବାକୁ କର୍ମୀଙ୍କୁ କହିଲେ କେଜରିଓ୍ବାଲ…

ଅହମଦାବାଦ, ୩।୯ : ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶାସକ ଦଳରେ ରହିଥିବାବେଳେ ଗୁଜରାଟର ଭାରତୀୟ ଜନତା...

ମୋ ପାଖରେ ବୋଧହୁଏ ଯୋଗ୍ୟତା ନାହିଁ: ପଙ୍କଜା ମୁଣ୍ଡେ

ମୁମ୍ବାଇ,୧୨ ।୮: ନିକଟରେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରାଯାଇଛି । ଏଥିରେ ଭାରତୀୟ ଜନତା ପାର୍ଟି(ଭାଜପା)ର ନେତା ପଙ୍କଜା ମୁଣ୍ଡେଙ୍କୁ ସ୍ଥାନ ନ ମିଳିବାରୁ ସେ...

ଦୈନିକ ସଂକ୍ରମଣ ପୁଣି ବଢ଼ିଲା, ମୃତ୍ୟୁ ସଂଖ୍ୟା ୨୦ ତଳେ…

ନୂଆଦିଲ୍ଲୀ, ୨୫।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ମହିଳା ଦିବସରେ ଏହି ସବୁ ସ୍ଥାନକୁ ମାଗଣାରେ କରିହେବ ପ୍ରବେଶ

ନୂଆଦିଲ୍ଲୀ,୮।୩: ଆଜି ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ମଙ୍ଗଳବାର ତାଜମହଲ, ଆଗ୍ରା ଦୁର୍ଗ, ଫତେହପୁର ସୀକରୀ ସମେତ ସମସ୍ତ ସ୍ମାରକୀରେ ପ୍ରବେଶ ନିଶୁଳ୍କ କରାଯାଇଛି...

ଏମ୍‌ବିବିଏସ୍‌ ପାଠ୍ୟକ୍ରମରେ ନାମଲେଖା: ୨୦୨୦ରୁ ଏମ୍ସରେ ଲାଗୁ ହେବ ନିଟ୍‌

ନୂଆଦିଲ୍ଲୀ,୫ା୧୦(ପି.ଟି.): ଆଗାମୀ ୨୦୨୦ ଶିକ୍ଷାବର୍ଷରୁ ଏମ୍ସ, ଜେଆଇପିଏମ୍‌ଇଆର୍‌ (ଜବାହରଲାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ପୋଷ୍ଟଗ୍ରାଜୁଏଟ୍‌ ମେଡିକାଲ ଏଜୁକେଶନ ଆଣ୍ଡ ରିସର୍ଚ୍ଚ) ସମେତ ଦେଶର ସମସ୍ତ ମେଡିକାଲ କଲେଜରେ...

ମୋଦିଙ୍କୁ ଟାର୍ଗେଟ କଲା ଶିବସେନା: ‘ଔଷଧ ମହଙ୍ଗା, ମୃତ୍ୟୁ ହେଲା ଶସ୍ତା’

ମୁମ୍ବାଇ,୧୭।୧୨: ମହାରାଷ୍ଟ୍ରର ଶିବସେନା ସରକାର ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରକୁ ଟାର୍ଗେଟ କରିଛନ୍ତି। ସାମ୍‌ନାର ସମ୍ପାଦକୀୟରେ ଶିବସେନା ଲେଖିଛି ଏବେ ଔଷଧର ଦାମ୍‌ ମହଙ୍ଗା...

ଟିକ୍‌ଟକ୍‌ ପାଇଁ ଆତ୍ମହତ୍ୟା କଲେ ୨ ସନ୍ତାନର ମାଆ

ନୂଆଦିଲ୍ଲୀ,୧୪ା୬(ଆଇଏଏନ୍‌ଏସ୍‌):ସଂକ୍ଷିପ୍ତ ଭିଡିଓ ପ୍ରସ୍ତୁତକାରୀ ଆପ୍‌ ଟିକ୍‌ଟକ୍‌ ପାଇଁ ତାମିଲନାଡୁର ୨ ସନ୍ତାନର ଜନନୀ ଜଣେ ୨୪ ବର୍ଷୀୟା ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ଅନୀତା ନାମ୍ନୀ...

Advertisement
Archives

Model This Week