Posted inଫୁରସତ

ପଚା ଅଣ୍ଡାରେ ହୋଲି

ରଙ୍ଗର ପର୍ବ ହୋଲିକୁ ସମସ୍ତେ ଉତ୍ସାହର ସହ ଅପେକ୍ଷା କରିଥାନ୍ତି। ହୋଲି ଦିନ ପରସ୍ପରକୁ ରଙ୍ଗ ଲଗାଇ ଅଭିନନ୍ଦନ ଜଣାଇଥାନ୍ତି। ତେବେ ଭାରତରେ ହୋଲିକୁ ଅବିର ଲଗାଇ ପାଳନ କରୁଥିବାବେଳେ ଅନ୍ୟଦେଶରେ ଭିନ୍ନ ନାମ ଓ ଭିନ୍ନ ରୂପେ ପାଳନ କରାଯାଏ। ସ୍ପେନରେ ହୋଲି ଭଳି ଏକ ପର୍ବ ପାଳନ କରାଯାଏ।
ଯେଉଁଥିରେ ଲୋକେ ରଙ୍ଗ ନୁହେଁ ବରଂ ପଚା ଅଣ୍ଡା ଫୋପାଡ଼ି ଜଣେ ଅନ୍ୟ ଜଣଙ୍କୁୁ ଅଭିନନ୍ଦନ ଜଣାଇଥାନ୍ତି। ଏହିପର୍ବ ବର୍ଷକୁ ଥରେ ପାଳନ କରାଯାଇଥାଏ। ତେବେ ଏହା ଖାଲି ପଚା ଅଣ୍ଡା ନୁହେଁ ବରଂ ବାଣ ପୁଟାଇ ମଧ୍ୟ ପାଳିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri