ଆଧ୍ୟାତ୍ମିକ ବାତାବରଣରେ ପାଳିଲେ ହୋଲି

ସେମିଳିଗୁଡ଼ା, ୨୯।୩(ସ୍ବ.ପ୍ର.): ସେମିଳିଗୁଡ଼ା ଆର୍ଟ ଅଫ୍‌ ଲିଭିଂ ପରିବାର ପକ୍ଷରୁ ଶ୍ରୀ ଶ୍ରୀ ଧ୍ୟାନକେନ୍ଦ୍ରରେ ଆଧ୍ୟାତ୍ମିକ ବାତାବରଣ ମଧ୍ୟରେ ହୋଲି ଉତ୍ସବ ପାଳନ କରାଯାଇଛି। ଛାତ୍ରୀଛାତ୍ରମାନେ ଏକତ୍ରିତ ହୋଇ ସମୂହ ଧ୍ୟାନ କରିବା ସହ ଗୁରୁପୂଜା ଓ ସତ୍‌ସଙ୍ଗରେ ସାମିଲ ହୋଇଥିଲେ। ପରେ ପାରମ୍ପରିକ ରୀତିନୀତିରେ ପ୍ରାକୃତିକ ରଙ୍ଗରେ ହୋଲି ଖେଳିଥିଲେ। ପିଲାମାନେ ହଳଦୀ, ଚନ୍ଦନ ଏବଂ ଫୁଲରଙ୍ଗ ବ୍ୟବହାରକରି ହୋଲି ଖେଳିଥିଲେ ବୋଲି ଆର୍ଟ ଅଫ୍‌ ଲିଭିଂ ପ୍ରଶିକ୍ଷିତା ଡ. ସରସ୍ବତୀ ରାୟ କହିଛନ୍ତି। ସେ ହୋଲି ଉତ୍ସବର ଆଧ୍ୟାତ୍ମିକ ଏବଂ ବିଜ୍ଞାନ ସମ୍ମତ ଉପାଦେୟତା ସମ୍ବନ୍ଧରେ ବୁଝାଇଥିଲେ। ଏହି ଉତ୍ସବରେ ବର୍ଷା ରାଉତ, ବିଜୁଳି ସାହୁ, ଆର୍‌.ଦୀପା, ଶିବାଙ୍ଗୀ ପ୍ରଧାନ ଓ ସଙ୍ଗୀତା କିର୍ଷାନୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଉ ଆଉ ଫେରିନଥିଲେ, ଆଜି ଘୋଡ଼ାହାଡ଼ ନଦୀ ଗଣ୍ଡରୁ ମିଳିଲା ମୃତଦେହ

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀ ଗଣ୍ଡରୁ ଜଣେ ଯୁବକଙ୍କ ମୃତଦେହ ୁ ଅଗ୍ନିଶମବାହିନୀ ବୁଧବାର ଉଦ୍ଧାର…

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

ଦେଶବାସୀଙ୍କ ପାଇଁ ଖୁସିଖବର: ଯୁଦ୍ଧ ମଧ୍ୟରେ ଏହି ୫ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୫।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ସରକାର ଦେଶର ଅର୍ଥନୀତି ଏବଂ ସାଧାରଣ ଜନତାଙ୍କୁ ଏହାର ପ୍ରତିକୂଳ…

‘ଯୁଦ୍ଧ ମଧ୍ୟରେ ଆମେରିକାକୁ ମୂଲ୍ୟବାନ ଉପହାର ପଠାଇଲା ଇରାନ’, ଟ୍ରମ୍ପଙ୍କ ବଡ଼ ସୂଚନା, ସାରା ବିଶ୍ୱ ଚକିତ

ଓ୍ବାଶିଂଟନ୍‌,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି ଯାହା ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଟ୍ରମ୍ପ କହିଛନ୍ତି ଯେ…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ଶେଷ କରିବାକୁ ଅଣ୍ଟା ଭିଡ଼ିଲା ପାକିସ୍ତାନ, କିଏ କିଏ ବୈଠକରେ ଯୋଗଦେବେ, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ସମାପ୍ତ କରିବା ପାଇଁ ଆଲୋଚନା ପାକିସ୍ତାନରେ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri