Posted inଫୁରସତ

ଏଠାରେ ଲାଲ ଟମାଟୋରେ ଖେଳାଯାଏ ହୋଲି

ବିଶ୍ୱର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ଉପାୟରେ ରଙ୍ଗର ପର୍ବ ହୋଲି ପାଳିତ ହୋଇଥାଏ। ଭାରତରେ ବିଭିନ୍ନ ରଙ୍ଗ ତଥା ଅବିର ଲଗାଇ ଏହାକୁ ପାଳନ କରାଯାଉଥିବା ବେଳେ ସ୍ପେନ୍‌ର ଭାଲେନ୍‌ଶିୟା ନଗରରେ ଟମାଟୋ ଲାଲ୍‌ ଫୋପାଡ଼ି ହୋଲି ମନାଯାଇଥାଏ।
ପ୍ରତିବର୍ଷ ଅଗଷ୍ଟ ମାସର ଶେଷ ବୁଧବାର ସ୍ପେନ୍‌ର ଲୋକେ ବାହାରକୁ ବାହାରିଥାନ୍ତି। କାରଣ ସେଦିନ ଥାଏ ହୋଲି। ଏଥିରେ ଲୋକମାନେ ଜଣେ ଅନ୍ୟଜଣଙ୍କୁ ଟମାଟୋ ଫୋପାଡ଼ି ହୋଲିର ବଧାଇ ଜଣାଇଥାନ୍ତି। ୧୯୯୫ ମସିହାରୁ ସ୍ପେନ୍‌ରେ ଏପରି ହୋଲି ପାଳିତ ହୋଇଆସୁଛି। ଏହା ଅନ୍ୟ ସ୍ଥାନରେ ହେଉଥିବା ହୋଲିଠାରୁ ଭିନ୍ନ ହୋଇଥିବା ହେତୁ ପ୍ରତିବର୍ଷ ବିଭିନ୍ନ ଦେଶର ଲୋକେ ଏଠାକୁ ଯାଇ ଏହି ଉତ୍ସବକୁ ଉପଭୋଗ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri