ଏହି କାରଣ ପାଇଁ ହୋଲିରେ ପିଆଯାଏ ଭାଙ୍ଗ

ଆନନ୍ଦର ପର୍ବ ହୋଲି। ଏହି ଉତ୍ସବରେ ମାନ ଅଭିମାନ ଭୁଲି ଜଣେ ଅନ୍ୟ ଜଣଙ୍କୁ ରଙ୍ଗ ଲଗାଇଥାଏ। ଯେପରି ରଙ୍ଗ ବିନା ହୋଲି ଅଧୁରା, ସେହିପରି ଭାଙ୍ଗ ବିନା ହୋଲି ଖାଲି ଖାଲି ଲାଗିଥାଏ। ହୋଲିରେ ଭାଙ୍ଗ ମିଶା ସର୍ବତର ମଜା ନିଆରା। ତେବେ ହୋଲିରେ କାହିଁକି ଭାଙ୍ଗ ପିଆଯାଏ ଆସନ୍ତୁ ଜାଣିବା।

-ହିନ୍ଦୁ ଶାସ୍ତ୍ର ଅନୁସାରେ ହୋଲିରେ ଭାଙ୍ଗ ପିଇବାକୁ ଉଲ୍ଲେଖ ରହିଥିବା ବେଳେ ଏହି ନିୟମ ଏଯାବତ୍‌ ପାଳନ କରାଯାଇ ଆସୁଅଛି।

-ଅଥର୍ବ ବେଦ ଅନୁସାରେ ୫ଟି ଗଛରୁ ପତ୍ରକୁ ପବିତ୍ର କୁହାଯାଇଥାଏ। ତନ୍ମଧ୍ୟରୁ ଭାଙ୍ଗ ଅନ୍ୟତମ।

– ସେହିପରି ଆୟୁର୍ବେଦରେ ଭାଙ୍ଗରେ ଔଷଧୀୟ ଗୁଣ ଭରି ରହିଥିବା ଉଲ୍ଲେଖ ରହିଛି। ଏହା ସ୍ନାୟୁ ସମସ୍ୟାକୁ ସମ୍ପୂର୍ଣ୍ଣ ଦୂର କରିଥାଏ। ଏହା ସହ ଭୋକ ମଧ୍ୟ ବଢ଼ାଇଥାଏ।

– ଭଗବାନ ଶିବଙ୍କ ପାଖରେ ଭାଙ୍ଗ ପ୍ରସାଦ ଭାବରେ ଲାଗିଥାଏ। କିମ୍ବଦନ୍ତୀ ଅନୁସାରେ ଥରେ ଭଗବାନ ଶିବ କୌଣସି କଥାରେ ରାଗିଯାଇ ଘରୁ ଚାଲିଗଲେ। ପରେ ସେ ଏକ ଭାଙ୍ଗ ବଗିଚାରେ ହଜିଗଲେ, ସେଇଠି ଶୋଇଗଲେ। ସକାଳୁ ଭୋକ ଲାଗିବାକ୍ଷଣି ଭଗବାନ ସେହି ପତ୍ରକୁ ଖାଇଲେ। ତାହା ତାଙ୍କୁ ଭଲ ଲାଗିଥିଲା। ସେବେଠାରୁ ଭାଙ୍ଗ ତାଙ୍କୁ ପ୍ରସାଦ ରୂପେ ଚଢ଼ାଯାଏ। ତେବେ ସେବେଠାରୁ ଭାଙ୍ଗକୁ ପବିତ୍ର ମନେକରି ବିଭିନ୍ନ ଧାର୍ମିକ କାର୍ଯ୍ୟରେ ସାମିଲ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶ୍ରୀ ଛାତ୍ରୀ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ: ଛାତ୍ରୀମାନଙ୍କୁ ସଚେତନ କରାଇଲେ…

ଦିଗପହଣ୍ଡି, ୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ ପକ୍ଷରୁ ଗତ ଜୁଲାଇ ୩୦…

ଅଚାନକ ଚଢାଉ କଲା ଅବକାରୀ ବିଭାଗ: ଜବତ ହେଲା ଏତେ ପରିମାଣର ମହୁଲି ଫୁଲ ସହ…

ମୋହନା,୧୦।୮( ମନ୍ମଥ ମିଶ୍ର ): ଗଜପତି ଜିଲାରେ ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ। ଅଡବା ଥାନା ଅନ୍ତର୍ଗତ କଟାମା ଗାଁରୁ ୯୦୦ କିଲୋଗ୍ରାମ ମହୁଲି ଫୁଲ…

ପୈତୃକ ଗାଁରେ ଘର କାମ ଆରମ୍ଭ କଲେ ରିଷଭ ପନ୍ତ

ପିଥୋରାଗଡ଼(ଉତ୍ତରାଖଣ୍ଡ),୧୦ା୮: ରିଷଭ ପନ୍ତଙ୍କ ମା’ ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ନିଜ ପୈତୃକ ଗାଁକୁ ଫେରିବା ପରେ ସେମାନଙ୍କ ଘରର ପୁନଃ ନିର୍ମାଣ କାମ ଆରମ୍ଭ ହୋଇଛି। ଏହାକୁ…

ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗ’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮୯(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ…

ବ୍ରହ୍ମପୁର ଚାଲାଣ କରୁଥିଲେ ଗଞ୍ଜେଇ, ବାଟରେ ଧରି ପକାଇଲା ପୋଲିସ, ତା’ପରେ…

ପାରଳାଖେମୁଣ୍ଡି,୧୦।୮ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ୧୧ କିଲୋ ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସୋମବାର ସକାଳ ପ୍ରାୟ ୬ଟାରେ ଏସଆଇ ପ୍ରଫୁଲ୍ଲ…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ହତ୍ୟା ଉଦ୍ୟମ ଘଟଣାରେ ଫେରାର ଥିଲେ ଅଭିଯୁକ୍ତ, ୧ ବର୍ଷ ପରେ ଘରକୁ ଫେରିଥିବାବେଳେ ହଠାତ୍‌ ପହଞ୍ଚିଲା ପୋଲିସ, ତା’ପରେ…

ଦିଗପହଣ୍ଡି,୧୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ପିଣ୍ଟୁ ଜେନା(୨୯)ଙ୍କୁ ସୋମବାର କେ.ନୂଆଗାଁ ପୋଲିସ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri