Posted inଜାତୀୟ

ଜାନୁଆରୀ ୨୨ରେ ୫ ରାଜ୍ୟରେ ଛୁଟି ଘୋଷଣା, ବନ୍ଦ ରହିବ ମଦ ଦୋକାନ

ନୂଆଦିଲ୍ଲୀ,୧୮।୧: ପାଖେଇ ଆସୁଛି ସମୟ। ଅଯୋଧ୍ୟାରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ନେଇ କେବଳ ଦେଶ ନୁହେଁ ଦେଶ ବାହାର ଲୋକ ବି ଉତ୍ସବ ମୁଖର। ଗୁରୁବାର ରାମ ମନ୍ଦିରରେ ରାମଲଲାଙ୍କ ମୂର୍ତ୍ତିର ସ୍ଥାପନ ହେବାକୁ ଯାଉଛି। ପୂର୍ବରୁ କେବଳ ଉତ୍ତର ପ୍ରଦେଶ ସରକାର ଯୋଗୀ ଆଦିତ୍ୟନାଥ ଜାନୁଆରୀ ୨୨ ସାରା ରାଜ୍ୟରେ ଛୁଟି ଘୋଷଣା କରିଥିବାବେଳେ ଏବେ ଆଉ ୫ରାଜ୍ୟ ସାର୍ବଜନୀକ ଛୁଟି ଘୋଷଣା କରିଛନ୍ତି।

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଜାନୁଆରୀ ୨୨କୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଜନସାଧାରଣଙ୍କୁ ଏହି ଦିନକୁ ଉତ୍ସବ ସହକାରେ ପାଳନ କରିବାକୁ ଉତ୍ସାହିତ କରାଯାଇଛି। ମୋହନ ସରକାର ରାଜ୍ୟରେ ସ୍କୁଲ ବନ୍ଦ ରଖିବା ସହ ମଦ ଓ ଭାଙ୍ଗ ଦୋକାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି ରଖିଛନ୍ତି।
ସେହିପରି ରାମ ମନ୍ଦିର ସ୍ଥାପନ ନେଇ ଗୋଆ ସରକାର ଜାନୁଆରୀ ୨୨ରେ ସରକାରୀ ଅଫିସ ଓ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି କ୍ରମରେ ଛତିଶଗଡ ଓ ହରିୟାଣା ସରକାର ଜାନୁଆରୀ ୨୨ରେ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଛତିଶଗଡରେ ସରକାରୀ ସ୍କୁଲ-କଲେଜ ସହ ବେସରକାରୀ ସ୍କୁଲ-କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ନିଆଯାଇଛି। ସେହିପରି ହରିୟାଣାରେ ଏହିଦିନକୁ ଡ୍ରାଏ ଡେ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri