ଏପ୍ରିଲ ୨୫ରୁ ରାଜ୍ୟରେ ଖରାଛୁଟି

ଭୁବନେଶ୍ୱର,୨୧ା୪: ଆସନ୍ତା ୨୫ ତାରିଖରୁ ରାଜ୍ୟରେ ଖରାଛୁଟି କରାଯିବ। ଏନେଇ ରାଜ୍ୟ ସରକାର ରବିବାର ଘୋଷଣା କରିଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ଚଳିତ ଏପ୍ରିଲ ୨୨ରୁ ୨୪ ପର୍ଯ୍ୟନ୍ତ ତିନିଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ସ୍କୁଲ ଖୋଲା ରହିବ। ତେବେ ଏପ୍ରିଲ ୨୫ରୁ ରାଜ୍ୟ ସରକାର ଗ୍ରୀଷ୍ମ ଅବକାଶ ଘୋଷଣା କରିଛନ୍ତି।

ଗ୍ରୀଷ୍ମ ଛୁଟି ସମୟରେ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ/ଶିକ୍ଷକମାନଙ୍କ ପାଇଁ ଶିକ୍ଷା ତଥା ଶୈକ୍ଷିକ କାର୍ଯ୍ୟକ୍ରମ ନିମନ୍ତେ ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସ୍କୁଲ ପରିଚାଳନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri