୨ୟ, ୪ର୍ଥ ଶନିବାର ସରକାରୀ କାର୍ଯ୍ୟାଳୟ ବନ୍ଦ

ଭୁବନେଶ୍ୱର, ୪।୮(ବ୍ୟୁରୋ:ରାଜ୍ୟ ସରକାରଙ୍କ ସମସ୍ତ ବିଭାଗୀୟ କାର୍ଯ୍ୟାଳୟ ଏବଂ ସବ୍‌ ଅର୍ଡିନେଟ ଅଫିସ୍‌ ସମ୍ପୂର୍ଣ୍ଣ ଉପସ୍ଥାନରେ ଚାଲିବ। ଯେପର୍ଯ୍ୟନ୍ତ ପରବର୍ତ୍ତୀ ନିର୍ଦ୍ଦେଶ ଜାରି ନ କରାଯାଇଛି ଏହି ନିୟମରେ ପରିବର୍ତ୍ତନ ହେବ ନାହିଁ। ସବୁ ସରକାରୀ କାର୍ଯ୍ୟାଳୟ ଏବେଠାରୁ ୨ୟ ଏବଂ ୪ର୍ଥ ଶନିବାର ବନ୍ଦ ରହିବ। କୋଭିଡ୍‌ ଟିକା ନେଇସାରିଥିବା ସମସ୍ତ କର୍ମଚାରୀ ଅଫିସ କାର୍ଯ୍ୟରେ ଯୋଗଦେବା ବାଧ୍ୟତାମୂଳକ। ଭାକ୍ସିନ ନେଇ ନ କର୍ମଚାରୀଙ୍କୁ ଯୋଗଦେବାକୁ ଅନୁମତି ମିଳିବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ଗୁରୁବାର ଅପରାହ୍ନ ୨ଟା ୩୦ ସୁଦ୍ଧା ସେହି ଅଞ୍ଚଳରେ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?