Posted inରାଜ୍ୟ

ଓଲିଉଡ ଅଭିନେତା ପାର୍ଥସାରଥୀ ଗିରଫ, ଏହି କାରଣରୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧୦।୭: ଓଲିଉଡ୍ ଅଭିନେତା ପାର୍ଥସାରଥୀ ରାୟଙ୍କୁ ବଡ଼ଗଡ଼ ଥାନା ପୋଲିସ ଗିରଫ କରିଛି। ଜାମିନବିହୀନ ଗିରଫ ପରୱାନା (NBW) ଆଧାରରେ ପୋଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଜୁଡିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ (JMFC) କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ପାର୍ଥସାରଥୀ କୋର୍ଟ ନିୟମର ଉଲ୍ଲଂଘନ କରିଥିବା ଅଭିଯୋଗରେ ଏହି ଗିରଫ କରାଯାଇଛି।

ସୂଚନା ଅନୁଯାୟୀ, ପାର୍ଥସାରଥୀଙ୍କ ବିରୋଧରେ JMFC କୋର୍ଟ ଜାମିନବିହୀନ ଗିରଫ ପରୱାନା ଜାରି କରିଥିଲେ। ଏହି ଅଭିଯୋଗର ବିସ୍ତୃତ ବିବରଣୀ ସ୍ପଷ୍ଟ ନ ହୋଇଥିଲେ ମଧ୍ୟ, କୋର୍ଟର ନିୟମ ଉଲ୍ଲଂଘନ ସହ ଜଡ଼ିତ ଏକ ମାମଲାରେ ଏହି କାର୍ଯ୍ୟାନୁଷ୍ଠାନ ହୋଇଥିବା ଜଣାପଡ଼ିଛି। ଗିରଫ ପରେ ପାର୍ଥସାରଥୀଙ୍କୁ ବଡ଼ଗଡ଼ ଥାନା ପୋଲିସ କୋର୍ଟଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ…

ବର୍ଷାରେ ଭିଜି ରଥ ଟାଣିଲେ ଭକ୍ତ: ତିନି ଦିନ ପରେ ମାଉସୀମା ମନ୍ଦିରରେ ପହଞ୍ଚିଲେ ରାଜନଗର ଦଧିବାମନ ଜିଉ

ପାଟଣା, ୧୮।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ରାଜନଗର ସ୍ଥିତ ଶ୍ରୀ ଦଧିବାମନ ଜୀଉଙ୍କ ଘୋଷଯାତ୍ରାରେ ଘଟିଥିବା ରଥ ଅଘଟଣର ସଫଳ ସମାଧାନ…

ଭାଇ ସହ ହେଲା କଳି ଏମତି କାଣ୍ଡ କରିଦେଲେ ୧୩ ବର୍ଷର …

ଛତ୍ରପୁର, ୧୮।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଅଞ୍ଚଳରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ମାଉଜର,ଗଞ୍ଜେଇ ସହ ୬ ଗିରଫ ପୋଲିସକୁ ଚକମା ଦେଇ ଖସିଯାଉଥିଲେ

ଭଞ୍ଜନଗର,୧୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଅପରାଧି ଦମନରେ ବିଗତ କିଛି ମାସ ହେବ ଲାଗିପଡ଼ିଛି। ଏହିଭଳି ଶନିବାର ପୋଲିସ ଦୁଇଟି ମାମଲାରେ ୬ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri