ନିଜର ସୁରକ୍ଷାକର୍ମୀଙ୍କୁ ବିବାହ କଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ହଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ତଥା ମଡେଲ ପାମେଲା ଏଣ୍ଡରସନ ପୁଣିଥରେ ବିବାହକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ୫୩ ବର୍ଷୀୟା ପାମେଲା ନିଜର ବଡିଗାର୍ଡ ଡାନ୍‌ ହେହଷ୍ଟଙ୍କୁ ବିବାହ କରିଛନ୍ତି। ଏହା ତାଙ୍କର ୬ ତମ ବିବାହ। ପାମେଲା ନିଜେ ଏହି ବିବାହ ବିଷୟରେ ପ୍ରଶଂସକଙ୍କୁ ଜଣାଇଛନ୍ତି।
କିଛି ଦିନ ପୂର୍ବେ ପାମେଲା ତାଙ୍କ ବଡିଗାର୍ଡଙ୍କୁ ପ୍ରେମ କରୁଥିବା ଏବଂ ବିବାହ କରିବାକୁ ଚାହୁଁଥିବା କହିଥିଲେ। ସେ କହିଛନ୍ତି ଯେ, ମୁଁ ପ୍ରେମରେ ପଡ଼ିଛି। ଆମେ ଖ୍ରୀଷ୍ଟମାସ ସନ୍ଧ୍ୟାରେ ବିବାହ କରିଛୁ।
ପୂର୍ବରୁ ପାମେଲା ୪ ଜଣଙ୍କୁ ୫ ଥର ବିବାହ କରିସାରିଛନ୍ତି। ରିକ ସାଲୋମନଙ୍କୁ ସେ ୨ ଥର ବିବାହ କରିଥିଲେ। ଏହା ପୂର୍ବରୁ ସେ ୭୪ ବର୍ଷୀୟ ହଲିଉଡ୍‌ ପ୍ରଯୋଜକ ପିଟର୍ସଙ୍କୁ ୫ମ ବିବାହ କରିଥିଲେ। ଏହି ବିବାହର ମାତ୍ର ୧୨ ଦିନ ପରେ ଉଭୟ ପରସ୍ପରଠାରୁ ଅଲଗା ହେବାର ନିଷ୍ପତ୍ତି ନେଇଥିଲେ।
୨୦୧୦ରେ ପାମେଲାଙ୍କୁ ସଲମାନ୍‌ ଖାନ୍‌ଙ୍କ ଚର୍ଚ୍ଚିତ ରିଆଲିଟି ଶୋ’ ‘ବିଗ୍‌ ବସ୍‌-୪’ରେ ଦେଖିବାକୁ ମିଳିଥିଲା। ସେ ସବୁଠାରୁ ମହଙ୍ଗା ପ୍ରତିଯୋଗୀଙ୍କ ମଧ୍ୟରୁ ଅନ୍ୟତମ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri