ଖାଲି ପଡ଼ିଥିବା ପଦବୀର ତଥ୍ୟ ମାଗିଲା ଗୃହ ବିଭାଗ

ଭୁବନେଶ୍ୱର,୧୪ା୧: ଗୃହ ବିଭାଗରେ କେତେ ପଦବୀ ଖାଲି ପଡ଼ିଛି ଅଧିକାରୀ ତାହାର ତଥ୍ୟ ଦେଉ ନାହାନ୍ତି । ବାରମ୍ବାର ନିର୍ଦ୍ଦେଶ ପରେ ବି ଖାଲି ପଦବୀର ତଥ୍ୟ ଦେଉ ନାହାନ୍ତି। ଏହାକୁ ନେଇ ଚିଠି ଲେଖିଛନ୍ତି ଗୃହ ବିଭାଗ ସ୍ବତନ୍ତ୍ର ସଚିବ। ପୋଲିସ ଡିଜି, ଅଗ୍ନିଶମ ଡିଜି, ଜେଲ୍‌ ଡିଜିଙ୍କୁ ଚିଠି ଲେଖିଛନ୍ତି। ହାଇକୋର୍ଟ ରେଜିଷ୍ଟ୍ରାର ଓ ଜୁଡିସିଆଲ ଏକାଡେମୀକୁ ବି ଗୃହ ବିଭାଗ ଚିଠି ଲେଖିଛି। ୧୫ ତାରିଖରେ ଥିବା ସଚିବସ୍ତରୀୟ ବୈଠକ ପୂର୍ବରୁ ତଥ୍ୟ ଦେବାକୁ ଗୃହ ବିଭାଗ ନିର୍ଦ୍ଦେଶ ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନର ପରବର୍ତ୍ତୀ ସର୍ବୋଚ୍ଚ ନେତାଙ୍କୁ ଇସ୍ରାଏଲର ହତ୍ୟା ଧମକ, ପଦ ସମ୍ଭାଳିବା ପୂର୍ବରୁ ଟାର୍ଗେଟ

ନୂଆଦିଲ୍ଲୀ,୪।୩:ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିବା ଅଲି ଖାମେନେଇଙ୍କ ପୁଅ ମୋଜତାବା ଖାମେନେଇ ପରବର୍ତ୍ତୀ ସର୍ବୋଚ୍ଚ ନେତା ହେବାକୁ ଯାଉଛନ୍ତି। ତେବେ ଏହା ପରେ ବର୍ତ୍ତମାନ ତାଙ୍କୁ ହତ୍ୟା…

ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର: ବିହାର ରାଜନୀତିରେ ବଡ଼ ହଲଚଲ

ପାଟନା,୪।୩: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନର ଆଲୋଚନା ହେଉଛି। ନୀତୀଶ କୁମାର ରାଜ୍ୟ ସଭା ଏମ୍‌ପି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏଥିପାଇଁ ତାଙ୍କୁ ମୁଖ୍ୟମନ୍ତ୍ରୀ…

ରାଗିଗଲେ ଗୌତମ ଗମ୍ଭୀର: ଝାଡ଼ିଲେ ଅସନ୍ତୋଷ, ସେମିଫାଇନାଲ୍‌ ପୂର୍ବରୁ…

ମୁମ୍ବାଇ,୪।୩: କ୍ରିକେଟରେ ପିଚ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ଏହି କାରଣରୁ ଯେକୌଣସି ବଡ଼ ମ୍ୟାଚ ପୂର୍ବରୁ ଏହାକୁ ଯାଞ୍ଚ କରାଯାଏ। ୨୦୨୬ ଟି୨୦ ବିଶ୍ୱକପର…

ସେମିଫାଇନାଲ୍‌ ପୂର୍ବରୁ ସିଦ୍ଧିବିନାୟକଙ୍କ ଶରଣ ପଶିଲେ ଭାରତୀୟ ଖେଳାଳି

ମୁମ୍ବାଇ,୪।୩: ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ମ୍ୟାଚ ପୂର୍ବରୁ, ଭାରତୀୟ କ୍ରିକେଟ ଦଳର କିଛି ଖେଳାଳି ମୁମ୍ବାଇର ପ୍ରସିଦ୍ଧ ସିଦ୍ଧିବିନାୟକ ମନ୍ଦିରକୁ ଆଶୀର୍ବାଦ ନେବାକୁ ଯାଇଥିଲେ। ମାର୍ଚ୍ଚ…

ଇରାନର ଧମକ ପରେ ଟ୍ରମ୍ପଙ୍କ ପାଲଟା ଆକ୍ରମଣ, ହୋର୍ମୁଜକୁ ନେଇ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଜାରି ରହିଛି । ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ହୋର୍ମୁଜ୍ ଷ୍ଟ୍ରେଟକୁ ବନ୍ଦ କରିବାର ଧମକ ସମ୍ପର୍କରେ ଏକ…

ଜଳିଲା କାଏମା ପାହାଡ: ନିଆଁ ଲଗାଇ ଚାଲିଗଲେ ଦୃର୍ବୁତ୍ତ ବନ ବିଭାଗର ଦାୟିତ୍ୱ ଉପରେ ଉଠିଲା ପ୍ରଶ

ଧର୍ମଶାଳା,୪।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକର ଐତିହାସିକ କାଏମା ପାହାଡରେ କେହି ଦୃର୍ବୁତ୍ତ ନିଆଁ ଲଗାଇ ଦେବା ଫଳରେ ଦୀର୍ଘ ସମୟ ଧରି ପାହାଡରେ…

ରକ୍ତରେ ହୋଲି ଖେଳିଲେ ସ୍ବାମୀ, ପ୍ରେମିକ ସହ ରହୁଥିବା ବେଳେ ସ୍ତ୍ରୀକୁ ହାଣି ହତ୍ୟା

ଲକ୍ଷ୍ନୌ,୪।୩: ଉତ୍ତର ପ୍ରଦେଶର ଶାହଜାହାନପୁର ଜିଲାରେ ଜଣେ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି । ପ୍ରେମିକ ସହିତ ରହୁଥିବା ବେଳେ ସ୍ବାମୀ ଯାଇ ହତ୍ୟା କରିଥିବା…

ଅବକାରୀ ବିଭାଗର ଚଢ଼ାଉ: ମଦ ପ୍ରସ୍ତୁତି ସମୟରେ ହଠାତ୍‌…

ଜଳେଶ୍ୱର,୪ା୩(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ଅବକାରୀ ବିଭାଗ ପକ୍ଷରୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ଧରଣର ସଫଳତା ମିଳିଛି। ଜଳେଶ୍ୱର ବ୍ଲକ ରାଇବଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri