ଅସହାୟଙ୍କୁ ମିଳୁନି ଘର

ଚମ୍ପୁଆ/ଘାଗରବେଡା,୨୮ା୭(ଡି.ଏନ.ଏ)-ରରୁଆଁ ବ୍ଲକ ଅନ୍ତର୍ଗତ ପାନପତ୍ରିଆ ପଞ୍ଚାୟତର ଛେଳିଆନାଳ ଗ୍ରାମରେ ଜଣେ ଗରିବ ଅସହାୟ ହେଲେ ଚନ୍ଦ୍ରମୋହନ ଲାଗୁରୀ। ଗରିବ ହୋଇଥିବାରୁ ବାସ କରିବାକୁ ତାଙ୍କ ପାଖରେ ଘର ଖଣ୍ଡିଏ ନାହିଁ। ସରକାର ଅସହାୟଙ୍କୁ ଘର ଦେବାପାଇଁ ବିଭିନ୍ନ ଯୋଜନା କରୁଛନ୍ତି ସତ କିନ୍ତୁ ତାହା ସଫଳ ହୋଇପାରୁ ନାହିଁ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇବାରୁ ବଞ୍ଚିତ ହୋଇଛନ୍ତି ଚନ୍ଦ୍ରମୋହନ। ସାମାନ୍ୟ କେଇଖଣ୍ଡ ଜମି ଉପରେ ଭରସା କରି ୫ ପ୍ରାଣୀ କୁଟୁମ୍ବକୁ ନେଇ ପରିବାର ପ୍ରତିପୋଷଣ କରୁଥିବା ଚନ୍ଦ୍ରମୋହନ ଆର୍ଥିକ ଅନାଟନ ମଧ୍ୟରେ ଦିନ କାଟୁଥିବାରୁ ନିଜ ଭଙ୍ଗା ଘରଟିକୁ ମଧ୍ୟ ସଜାଡି ପାରୁ ନାହାନ୍ତି। ଥିଲାବାଲାଙ୍କୁ ମିଳୁଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମାତ୍ର ଏହି ଅସହାୟ ପାଇଁ ଏହା ପାଲଟିଛି ସାତ ସପନ। ବାରମ୍ବାର ଘର ଖଣ୍ଡିଏ ପାଇଁ ପଞ୍ଚାୟତ ଅଫିସ ଦୌଡି ଦୌଡି ନିୟାନ୍ତ ହେଲେ ମଧ୍ୟ ତାଙ୍କ କଥା କେହି ଶୁଣ ନାହାନ୍ତି। ଏଥିପ୍ରତି ବିଭାଗ ଦୃଷ୍ଟି ଦେବାକୁ ସ୍ଥାନୀୟବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚଶିକ୍ଷା ପ୍ରତି ସରକାରଙ୍କ ନୀଚ ଦୃଷ୍ଟି ଅକ୍ଷମଣୀୟ: କଂଗ୍ରେସ

ଭୁବନେଶ୍ୱର, ୧୩।୯(ସୁନିତ୍‌ ମିଶ୍ର): ଉଚ୍ଚଶିକ୍ଷା ପ୍ରତି ସରକାରଙ୍କ ନୀଚ ଦୃଷ୍ଟି ଅକ୍ଷମଣୀୟ। କୌଣସି ସରକାରୀ ବା ବେସରକାରୀ କଲେଜରେ ଅଧ୍ୟକ୍ଷ ନ ଥିବାବେଳେ ବୁଧବାର ରାଜ୍ୟ...

ଆଜିଠୁ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ପୁରୀ-ହାଓଡା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗୁରୁବାର ଠାରୁ ଗଡ଼ିବା ଆରମ୍ଭ ହେବ। ଭର୍ଚୁଆଲ ମୋଡ୍‌ରେ ଏହି ହାଇସ୍ପିଡ୍‌ ଟ୍ରେନ୍‌ର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଉପବାଚସ୍ପତିଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗ ଦେଇ  ଫେରୁଥିବା ବେଳେ ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଅନୁଗୋଳରୁ ଫେରୁଥିବା ବେଳେ...

ଛେଳିଗଡ଼ ଜଳସେଚନ ପ୍ରକଳ୍ପ ଅଗ୍ରଗତି ନେଇ ବାଚସ୍ପତିଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର,୧୩।୬(ବ୍ୟୁରୋ)- ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଛେଳିଗଡ଼ ଜଳସେଚନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କିତ ସମୀକ୍ଷା ବୈଠକ ବିଧାନସଭା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ପ୍ରକଳ୍ପ...

ଭଣଜାଙ୍କୁ ଯୋଜନା ମୁତାବକ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ମାମୁ

ଉଦଳା,୭ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଦେବକୁଣ୍ଡ ପର୍ଯ୍ୟଟନସ୍ଥଳୀ ଜଳପ୍ରପାତରେ ବୁଡ଼ି ଗଞ୍ଜାମ ଜିଲା ଗୋଳନ୍ଥରା ଅଞ୍ଚଳର ଡାକ୍ତରୀ ଛାତ୍ର ଲିପେନ ସାହୁଙ୍କ ମୃତ୍ୟୁ ଘଟଣା ବୁଧବାର...

୨୬ରେ ସୈନିକ ନିଯୁକ୍ତି ପାଇଁ ପରୀକ୍ଷା

କଟକ ଅଫିସ, ୯ା୧୦: ସୈନିକ ନିଯୁକ୍ତି କାର୍ଯ୍ୟାଳୟ ପକ୍ଷରୁ ଆସନ୍ତା ୨୬ରେ କଟକ ବାରବାଟୀ ଷ୍ଟାଡିୟମରେ ସାଧାରଣ ପ୍ରବେଶିକା ପରୀକ୍ଷା(ସିଇଇ) ଅନୁଷ୍ଠିତ ହେବ। ପାରାଦୀପସ୍ଥିତ ଗୋପବନ୍ଧୁ...

ଥ୍ରେସର ମେଶିନ୍‌ରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ

ଯୋଡ଼ା ୨୭।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ବ୍ରାହ୍ମଣିଡିହା ଗ୍ରାମରେ ମଙ୍ଗଳବାର ଧାନ ଅମଳ କରାଯାଉଥିବା ଥ୍ରେସର ମେସିନ୍‌ରେ ଚାପି ହୋଇ ଜଣେ ଶ୍ରମିକଙ୍କର...

ଜାନୁୟାରୀ ୧୯ରୁ ଯୋଡ଼ା ମହୋତ୍ସବ

ଯୋଡ଼ା,୨୩।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାରେ ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକ, ପୂର୍ବତନ ଏମ୍‌ପି ଧନୁର୍ଜୟ ସିଂ ଲାଗୁରି ଓ ସହରର ବିଶିଷ୍ଟ ବ୍ୟକ୍ତିମାନଙ୍କ...

Advertisement
Archives

Model This Week