ନିଯୁକ୍ତି ତାଲିକାରୁ ବାଦ୍‌ ପଡ଼ିଲେ ହୋମଗାର୍ଡ ଆଶାୟୀ, ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

ଗଜପତି,୧୫ା୮(ଗିରିଧାରୀ ପରିଚ୍ଛା): ନିଯୁକ୍ତି ତାଲିକାରୁ ବାଦ୍‌ ପଡ଼ିଥିବା ହୋମଗାର୍ଡ ଆଶାୟୀ ଶୁକ୍ରବାର ଗଜପତି ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି। ବେଆଇନ ଭାବେ ହୋମଗାର୍ଡ ନିଯୁକ୍ତି ତାଲିକା ପ୍ରକାଶ ପାଇଥିବା ଅଭିଯୋଗ କରି ଆଶାୟୀମାନେ ବିକ୍ଷୋଭ କରିଛନ୍ତି। ଗତକାଲି ୧୨୮ଜଣ ହୋମଗାର୍ଡ ନିଯୁକ୍ତି ତାଲିକା ପ୍ରକାଶ ପାଇଥିଲା। ୧୪୪ ପଦବୀ ବଦଳରେ ୧୨୮ଜଣଙ୍କ ତାଲିକା ପ୍ରକାଶ ପାଇବାକୁ ନେଇ ଏବେ ଉଠିଛି ପ୍ରଶ୍ନ। ଏସ୍‌ପିଙ୍କ କାର୍ଯ୍ୟାଳୟରେ କେହି ଅଧିକାରୀ ନାହାନ୍ତି। ଅଧିକାରୀଙ୍କୁ ଭେଟି ଆଲୋଚନା ପାଇଁ ଜିଦ୍‌ ଧରି ତାଲିକାରୁ ବାଦ୍‌ ପଡ଼ିଥିବା ଆଶାୟୀ ବସିଥିବା ବେଳେ ଆଦର୍ଶ ଥାନାଧିକାରୀ ପ୍ରଶାନ୍ତ ଭୂପତି ଘଟଣାସ୍ଥଳରେ ପହଞ୍ଚି ପ୍ରାର୍ଥୀମାନଙ୍କୁ ବୁଝାଶୁଝା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନ, ହୋଇଥିଲା କି…

ଭୁବନେଶ୍ୱର,୨୪।୩: ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନା। ଦିଲ୍ଲୀସ୍ଥିତ ପ୍ରତାପଙ୍କ ବାସଭବନକୁ ଯାଇ ସେ ଭେଟଥିବା ଜଣାପଡ଼ିଛି। ନିକଟରେ ବିଜେଡି ଛାଡ଼ି ବିଜେପିରେ ସାମିଲ…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ବୁଢ଼ାଢିଅ ଗାଁ ରେ ଥିବା କିଛି ଘରେ ଥିଲା ଗଞ୍ଜେଇ: ଚଢ଼ାଉପରେ ୭ ଲକ୍ଷ ଟଙ୍କାର …

ମୋହନା,୨୪।୩(ମନ୍ମଥ ମିଶ୍ର): ଗଜପତି ଅଡବା ଥାନା ଅଞ୍ଚଳ ଗତ କିଛି ଦିନ ହେବ ଗଞ୍ଜେଇ ବେପାରୀଙ୍କ ନିଦ ହଜାଇ ଦେଇଛି ପୋଲିସ। ଆର୍‌ ଉଦୟଗିରୀ ଏସଡିପିଓ ରାକେଶ…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri