ଖାଇ ସାରି ବିଶ୍ରାମ ନେଉଥିବାବେଳେ ଟଳିପଡିଲେ ହୋମଗାର୍ଡ: ଆଉ ତା’ପରେ…

ବାଲେଶ୍ୱର,୧୨।୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆରଡ଼ିଓରେ କାର୍ଯ୍ୟରତ ଜଣେ ହୋମଗାର୍ଡଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି l ମୃତ ହୋମଗାର୍ଡ ହେଲେ ଅଲେଖ ଜେନା (୪୨) l ତାଙ୍କ ଘର କେନ୍ଦୁଝର ଜିଲା କୁଆଗଡ଼ିଆ ଅଞ୍ଚଳରେ l ଦ୍ୱିପ୍ରହର ସମୟରେ ଖାଇ ସାରି ସେ ବିଶ୍ରାମ ନେଉଥିଲେ l ହଠାତ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଅନ୍ୟ ହୋମଗାର୍ଡମାନେ ତାଙ୍କୁ ସଙ୍ଗେ ସଙ୍ଗେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ l ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ l ଏ ନେଉ ଚାନ୍ଦିପୁର ଥାନାରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି l ସୋମବାର ମୃତଦେହ ବ୍ୟବଚ୍ଛେଦ ହେବ ବୋଲି ପୋଲିସ କହିଛି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମରଶରୀର ପହଞ୍ଚିବା ପରେ କାନ୍ଦବୋବାଳିରେ ଫାଟି ପଡ଼ିଲା ଗାଁ ଦାଣ୍ଡ

ଗୁଡାରି, ୧୭।୭(ପ୍ରମୋଦ କୁମାର ପତି ): ଦାଦନ ଖଟିବାକୁ କେରଳ ଯାଇଥିବା ଗୁଡାରି ବ୍ଲକର ଜଣେ ଓଡ଼ିଆ ଯୁବକଙ୍କର ସେଠାରେ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି…

ପୁରୀ ଶ୍ରୀକ୍ଷେତ୍ରରୁ ଭଟଲି ଆସିବ ତିନି ରଥର ଚକ; ସ୍ୱାଗତ ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସୁକତା

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଶ୍ରୀକ୍ଷେତ୍ର ଭାବେ ପରିଚିତ ଶ୍ରୀଶ୍ରୀ ଦଧିବାମନ ଧାମ, ଭଟଲି ପାଇଁ ଏକ ଗୌରବମୟ ତଥା ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ପୁରୀ…

ନିଟ୍-୨୦୨୬ରେ ଚମକିଲେ କୋରାପୁଟର ପୂଜ୍ୟମ ରାଜ, ସର୍ବଭାରତୀୟ ସ୍ତରରେ ରଖିଲେ…

କୋରାପୁଟ, ୧୭।୭ (ଅମିତାଭ ବେହେରା): ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (NEET-2026) ରେ କୋରାପୁଟ ଜିଲା ପାଇଁ ଗୌରବ ଆଣିଛନ୍ତି ସ୍ଥାନୀୟ ଫ୍ୟୁଜନ୍ ୱର୍ଲ୍ଡ ସ୍କୁଲର…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri