ହୋମ୍‌ଗାର୍ଡଙ୍କ ବର୍ବରତା: ନିଶାର୍ଦ୍ଧରେ ଥାନା ଘେରିଲେ ଗ୍ରାମବାସୀ

ପାରଳାଖେମୁଣ୍ଡି,୨୯ା୬(ଡି.ଏନ୍‌.ଏ.): ପୋଲିସ ହୋମ୍‌ଗାର୍ଡଙ୍କ ବର୍ବରତାର ପ୍ରତିବାଦରେ ମଙ୍ଗଳବାର ବିଳମ୍ବିତ ରାତିରେ ପାର୍ସମ୍ବା ଗ୍ରାମର
ଗ୍ରାମବାସୀ ପାରଳାଖେମୁଣ୍ଡି ଆଦର୍ଶ ଥାନା ଘେରାଉ କରିଛନ୍ତି। ହୋମଗାର୍ଡ ଲକ୍ଷ୍ମଣ ଶବରଙ୍କ ସମେତ ୧୦ଜଣ ପାର୍ସମ୍ବା ଗ୍ରାମରେ ପହଞ୍ଚତ୍ କାମ କରୁଥିବା ଜଣେ ଜେସିବି ଡ୍ରାଇଭରକୁ ମରଣାନ୍ତକ ଆକ୍ରମଣ କରିଥିଲେ। ଗ୍ରାମବାସୀ ଅଟକାଇବାରୁ ସେ ତାଙ୍କଠାରୁ ବଞ୍ଚି ଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଆକ୍ରମଣ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ଲାଛନା ଶବର ନାମକ ଜଣେ ପୋଲିସ ହୋମଗାର୍ଡ ସାମିଲ ରହିଥିବା ବେଳେ କ୍ଷମତାର ଅପବ୍ୟବହାର କରି ସେ ସ୍ଥାନୀୟ ବାସିନ୍ଦାଙ୍କୁ ଭୟଭୀତ କରିଆସୁଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ବିରୋଧ କରି ବିଳମ୍ବିତ ରାତିରେ ଶତାଧିକ ଗ୍ରାମବାସୀ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ପହଞ୍ଚି ପ୍ରତିବାଦ କରିବା ସହ ଘଟଣା ସମ୍ପର୍କରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଗ୍ରାମବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କର୍ପିଓ ଗାଡ଼ିରେ ଚାଲାଣ ହେଉଥିଲା ଗଞ୍ଜେଇ, ବାଟରେ ଛକି ରହିଥିଲା ପୋଲିସ, ଫେରାର୍‌ ଉଦ୍ୟମବେଳେ…

ବଲାଙ୍ଗୀର ୧୫।୪ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏନଏଚ ୫୭ ସୋନପୁର ବଲାଙ୍ଗୀର ପୁଇନ୍ତଳା ବାଏପାସ ରାସ୍ତା ନିକଟରେ ବୁଧବାର ଏକ ଗଞ୍ଜେଇ ଭର୍ତ୍ତି ସ୍କର୍ପିଓ ଗାଡ଼ିକୁ…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…

ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ଅସନ୍ତୋଷ

ନନ୍ଦପୁର,୫ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ବିଶିଷ୍ଟ ମଞ୍ଚ କଳାକାର ପ୍ରକାଶ ଦେବତାଙ୍କ ପରଲୋକ: ବିଭିନ୍ନ ମହଲରେ ଶୋକର ଛାୟା

ଦେବଗଡ଼,୧୫।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଶିଷ୍ଟ ମଞ୍ଚ କଳାକାର ତଥା ଜାଗରଣ ଆର୍ଟ ଇଣ୍ଟରନ୍ୟାଶନାଲର ଉପସଭାପତି ପ୍ରକାଶ ଦେବତା (ପେରୁ )ଙ୍କର ବୁର୍ଲା ଡାକ୍ତରଖାନାରେ ପରଲୋକ…

ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ…

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri