Odisha Elections 2024

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର ସଡକ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି।
ଶିନିବାର ଡ୍ୟୁଟି ସାରି ଘରକୁ ସାଇକେଲରେ ଫେରୁଥିବା ବେଳେ ନୀଳଗିରି ସହର ଆଇଟିଡିଏ ଅଫିସ ସମ୍ମୁଖରେ ଏକ ପିକଅପ ଭ୍ୟାନ୍‌ ପଛପଟୁ ଧକ୍କା ଦେଇଥିଲା। ସ୍ଥାନୀୟ ଲୋକ ତାଙ୍କୁ ସାଙ୍ଗେ ସାଙ୍ଗେ ନୀଳଗିରି ଡାକ୍ତରଖାନା ନେଇଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ୱର ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ସକାଳ ପ୍ରାୟ ୭.୩୦ ମିନିଟ୍‌ ସମୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

ପ୍ରଚାର ଶେଷଦିନରେ କମାଲ ଦେଖାଇଲା ବିଜେଡି

ପୁରୁଷୋତ୍ତମପୁର,୧୮ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଥିବା ବେଳେ ଏଥିଲାଗି ଶନିବାର ପ୍ରଚାର ଶେଷ ହୋଇଛି।...

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri