ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ: ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨।୭: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ଅକାଳ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି।

https://x.com/CMO_Odisha/status/2076169973651878194

ମୃତ ହୋମଗାର୍ଡଙ୍କ ପରିବାରକୁ ସହାୟତା ସ୍ୱରୂପ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡ (CMRFରୁ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି। ଏହାସହ ମୃତକଙ୍କ ପରିବାରର ଜଣେ ଯୋଗ୍ୟ ସଦସ୍ୟଙ୍କୁ ହୋମଗାର୍ଡ ଭାବେ ନିଯୁକ୍ତି ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।ରଥଯାତ୍ରା ଭଳି ବୃହତ୍ ଧାର୍ମିକ ଉତ୍ସବରେ କର୍ତ୍ତବ୍ୟ ପାଳନ ସମୟରେ ଜୀବନ ହରାଇଥିବା ହୋମଗାର୍ଡଙ୍କ ପରିବାରକୁ ସରକାରଙ୍କ ଏହି ସହାୟତା ଓ ଚାକିରି ପ୍ରଦାନ ନିଷ୍ପତ୍ତିକୁ ବିଭିନ୍ନ ମହଳରୁ ସ୍ୱାଗତ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆସିବ ପ୍ରଳୟ! ଶେଷ ହୋଇନି ନେପାଳବାସୀଙ୍କ ଦୁର୍ଦ୍ଦଶା, ବଡ଼ ଆକଳନ କଲେଣି ବିଶେଷଜ୍ଞ

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରିଛି; ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ଜୀବନ ଯାଇଛି ଏବଂ ଶହ ଶହ ଲୋକ ନିଖୋଜ ଅଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri