ଘରେ ପଶି ସଂଘବଦ୍ଧ ହତ୍ୟା ମାମଲା: ଅଭିଯୁକ୍ତ ଶିବଙ୍କୁ ଆଜୀବନ ଜେଲ୍‌

ଛତ୍ରପୁର,୧୫।୫(ଦିଲ୍ଲୀପ ସାମଲ):ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା କେ. ଏନ. ପୁର ଗ୍ରାମର ୨୦୧୩ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା ଦୌରାଜଜ୍‌ ପ୍ରଦୀପ କୁମାର ସାମଲ ଏହି ମାମଲାର ବିଚାର କରି ଜଣେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାରରେ ଅଭିଯୁକ୍ତ ଶିବ ନାୟକଙ୍କୁ ଆଜୀବନ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି।

ମାମଲାର ବିଚାରଣରୁ ପ୍ରକାଶ ଯେ, ୨୦୧୩ ମସିହା ଅଗଷ୍ଟ ୧୪ ତାରିଖ ରାତ୍ର ୧୦ଟାରେ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ କେ. ଏନ.ପୁର ଗ୍ରାମର କାଳୁ ବେହେରା ତାଙ୍କ ନିଜ ଘରଠାରୁ ୪ଟା ଘର ଛାଡି ଶାଶୁ ଘରେ ଶୋଇଥିବାବେଳେ ସେହି ଗ୍ରାମର ନରସିଂହ ପ୍ରଧାନ, ଏନ. ଦେବରାଜ ପ୍ରଧାନ, ଶିବ ନାୟକ ଓ ଶମ୍ଭୁନାଥ ନାୟକ ହାତରେ ବିଭିନ୍ନ ମାରଣାସ୍ତ୍ର ଧରି ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କାଳୁକୁ ଆକ୍ରମଣ କରିଥିଲେ l କାଳୁ ସେଠାରୁ ପୁଣି ତାଙ୍କ ଘରକୁ ଦୌଡି ପଳାଇ ଆସିଥିବାବେଳେ ଅଭିଯୁକ୍ତମାନେ ପୁଣି ସେ ଘରେ ପଶି କାଳୁକୁ ମାରଣାତ୍ମକ ଆକ୍ରମଣ କରି ଜୀବନରେ ମାରିଦେଇଥିଲେ। ମୃତ କାଳୁଙ୍କ ପତ୍ନୀ କୁମାରୀ ବେହେରାଙ୍କ ଅଭିଯୋଗ କ୍ରମେ ପୁରୁଷୋତ୍ତମପୁର ଥାନା ପକ୍ଷରୁ ୧୩୮/୧୩ ଏକ ମାମଲା ରୁଜୁ ତତ୍କାଳୀନ ତଦନ୍ତ ଅଧିକାରୀ ଅଲେଖ ପହି ରୁଜୁ କରିଥିଲେ । ଏହାପରେ ୧୮୯/୧୪ ମାମଲା କୋର୍ଟରେ ବିଚାରଧୀନ ଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri