Posted inରାଜ୍ୟ

ପୁଣି ଆଇସୋଲେଶନ

ଭୁବନେଶ୍ୱର,୨୬।୨ : କରୋନାର ଦ୍ୱିତୀୟ ସଂକ୍ରମଣକୁ ଦୃଷ୍ଟିରେ ରଖି ପୁଣି ଥରେ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ଆଇସୋଲେଶନ ପ୍ରକ୍ରିୟା। ଏ ନେଇ ଜାରି ହୋଇଛି ନୂଆ ଗାଇଡ୍‌ଲାଇନ। ରାଜ୍ୟ ସରକାର ହୋମ ଆଇସୋଲେଶନକୁ ଗୁରୁତ୍ୱ ଦେଇଥିବାବେଳେ ରେଳ ଷ୍ଟେଶନ ଓ ବିମାନ ବନ୍ଦରରେ ଥର୍ମାଲ ସ୍କ୍ରନିଂ କରାଯିବ। କୌଣସି ଲକ୍ଷଣ ଦେଖାଦେଲେ କରାଯିବ ଆରଟି-ପିସିଆର୍‌ ଟେଷ୍ଟ। ଦେଶର ୧୧ଟି ରାଜ୍ୟ (ମହାରାଷ୍ଟ୍ର, କେରଳ, ତାମିଲନାଡୁ, କର୍ନାଟକ, ପଞ୍ଜାବ, ଗୁଜରାଟ, ମଧ୍ୟପ୍ରଦେଶ, ତେଲେଙ୍ଗାନା, ଛତିଶଗଡ଼, ପଶ୍ଚିମବଙ୍ଗ ଓ ଦିଲ୍ଲୀ) ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଚଣ୍ଡିଗଡ଼ରୁ ଆସୁଥିବା ଯାତ୍ରୀଙ୍କୁ ୭ ଦିନ ପାଇଁ ହୋମ ଆଇସୋଲେଶନରେ ରହିବାକୁ ଗାଇଡ୍‌ଲାଇନରେ ଉଲ୍ଲେଖ କରାଯାଇଛି। ଏ ନେଇ ସବୁ ଜିଲାପାଳ, ମ୍ୟୁନିସିପାଲିଟି କମିଶନର ଓ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କୁ ରାଜ୍ୟ ସ୍ବାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ଚିଠି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri