ଆସିଲା ହୋମ୍‌ କିଟ୍‌, ଏବେ ଘରେ କରିହେବ କରୋନା ଟେଷ୍ଟ୍‌…

ନୂଆଦିଲ୍ଲୀ,୧୩।୭: ଏବେ ଘରେ ବସି ସହଜରେ କରୋନା ଟେଷ୍ଟ୍‌ କରିହେବ। ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରମୁଖ କମ୍ପାନୀ ଏବୋଟ୍‌ ପକ୍ଷରୁ ହୋମ୍‌ କିଟ୍‌ ପ୍ରସ୍ତୁତ କରାଯାଇଛି। ଏହି ରାପିଡ୍‌ ଆଣ୍ଟିଜେନ୍‌ କିଟ୍‌ର ଦାମ ୩୨୫ ଟଙ୍କା ରହିଛି। ଦେଶର ସହର ଏବଂ ଗ୍ରାମୀଣ ଅଞ୍ଚଳରେ ସ୍ବାସ୍ଥ୍ୟ ସେବା ଉପରେ ପଡୁଥିବା ଅତ୍ୟଧିକ ଚାପ ଏହି ହୋମ୍‌ କିଟ୍‌ ଦ୍ୱାରା କମ୍‌ ହୋଇପାରିବ। ଏହା ଦ୍ୱାରା ଲୋକଙ୍କୁ ଆଉ କରୋନା ଟେଷ୍ଟ୍‌ ଲାଗି ହସ୍ପିଟାଲକୁ ଯିବାକୁ ପଡ଼ିବ ନାହିଁ। ଆଇସିଏମ୍‌ଆର୍‌ ପୂର୍ବତନ ମହାନିର୍ଦ୍ଦେଶକ ନିର୍ମଳ କୁମାର ଗାଙ୍ଗୁଲୀ କହିଛନ୍ତି ଯେ, ସହଜ ଏବଂ ଅଧିକ ସଂଖ୍ୟକ ପରୀକ୍ଷଣ ଦ୍ୱାରା ଦେଶରେ କରୋନା ଲହରକୁ ରୋକା ଯାଇପାରିବ। ତେଣୁ ଏଭଳି ହୋମ୍‌ କିଟ୍‌ କରୋନା ଲଢ଼େଇରେ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ସମୟରେ ଲାପଟପ୍‌ରେ କାମ କଲେ ବର: ଲୋକେ କହିଲେ, ‘ଡବ୍ଲ୍ୟୁଏଫ୍‌ଏଚ୍‌’ ପ୍ରଭାବ

କୋଲକାତା,୨୯।୧୧: ଦେଶରେ କରୋନା ମହାମାରୀ ଯେବେଠାରୁ ଆସିଛି, ସେବେଠାରୁ ଓ୍ବାର୍କ ଫ୍ରମ୍‌ ହୋମ(ଡବ୍ଲ୍ୟୁଏଫ୍‌ଏଚ୍‌) ଲୋକଙ୍କର ନୀତି ଜୀବନର ଏକ ଅଂଶ ପାଲଟିଗଲାଣି। ହେଲେ କେବେ ଭାବିଛନ୍ତି...

ସଫେଇ ଦେଲେ ପ୍ରଜ୍ଞା

ନୂଆଦିଲ୍ଲୀ,୨୮।୧୧: ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ପ୍ରଜ୍ଞା ସିଂ ଠାକୁରଙ୍କ ଅଡୁଆ ବଢିବାରେ ଲାଗିଛି। ଗୁରୁବାର ଦଳ ପକ୍ଷରୁ ତାଙ୍କୁ ତାଙ୍କ ପଦବୀରୁ ବାହାର କରାଯିବାକୁ...

କ୍ଷମା ମାଗିବା ପାଇଁ ଅନନ୍ତ ହେଗଡ଼େଙ୍କ ଉପରେ ଭାଜପା ପକାଇଲା ଚାପ

ନୂଆଦିଲ୍ଲୀ,୩।୨: ମହାତ୍ମା ଗାନ୍ଧୀଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବା ଭାଜପା ଏମ୍‌ପି ଅନନ୍ତ ହେଗଡ଼େଙ୍କୁ କ୍ଷମା ମାଗିବା ପାଇଁ ଦଳ ପକ୍ଷରୁ ଚାପ ପକାଯାଇଛି। ଅନନ୍ତ...

କ୍ଷମା ମାଗିଲେ ସ୍ବାଧୀ ପ୍ରଜ୍ଞା: ମଉନ ବ୍ରତ ରଖି ତ୍ରୁଟି ସୁଧାରିବେ

ଭୋପାଳ, ୨୦।୫: ଲୋକସଭା ନିର୍ବାଚନବେଳେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାର ପରିସରକୁ ଆସିଥିବା ଭାଜପା ପାର୍ଥୀ ସ୍ବାଧୀ ପ୍ରଜ୍ଞା ଠାକୁର ନିଜ ଭୁଲ ପାଇଁ କ୍ଷମା...

ବାଚସ୍ପତି ପଦରୁ ଇସ୍ତଫା ଦେଲେ ରମେଶ

ବେଙ୍ଗାଲୁର୍‌,୨୯।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ବିଧାନସଭାରେ ଆସ୍ଥା ଭୋଟ୍‌ରେ ବିଜୟ ହେବା ପରେ ବାଚସ୍ପତି କେ. ଆର୍‌. ରମେଶ କୁମାର ନିଜ ପଦରୁ ଇସ୍ତଫା...

ସିଙ୍ଗାପୁର ଷ୍ଟ୍ରେନ୍‌ରେ ତୃତୀୟ ଲହର ଆଶଙ୍କା

ନୂଆଦିଲ୍ଲୀ, ୧୯ା୫: ସିଙ୍ଗାପୁରରେ ଚିହ୍ନଟ ହୋଇଥିବା କରୋନା ଭାଇରସ୍‌ର ନୂଆ ଷ୍ଟ୍ରେନ୍‌ ଭାରତରେ ତୃତୀୟ ଲହରକୁ ଡାକିଆଣିପାରେ। ତେଣୁ ତୁରନ୍ତ ପଦକ୍ଷେପ ନିଆଯାଇ ସିଙ୍ଗାପୁର ସହ...

ଯୋଗୀଙ୍କୁ ଫସାଇଦେଲା ବିଜ୍ଞାପନ

ଲକ୍ଷ୍ନୌ,୧୨।୯: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଭାବମୂର୍ତ୍ତୀକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ଜାତୀୟ ଖବରକାଗଜରେ ଫୁଲ ପେଜ ବିଜ୍ଞାପନ ଦେଇଥିଲେ, ଯାହାକୁ ନେଇ...

ସେନା ହେଲିକପ୍ଟର କ୍ରାସ୍‌ ଘଟଣା: ୨ ଜଣଙ୍କ ମୃତଦେହ ଉଦ୍ଧାର

ଇଟାନଗର,୨୧।୧୦: ଅରୁଣାଚଳ ପ୍ରଦେଶର ଉପର ସିଆଙ୍ଗ ଜିଲାରେ ଶୁକ୍ରବାର ଏକ ଭାରତୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତଦେହ ଉଦ୍ଧାର...

Advertisement
Archives

Model This Week