Posted inଜାତୀୟ

ଉତ୍ତରାଖଣ୍ଡ ବସ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ

ନୂଆଦିଲ୍ଲୀ,୬ ।୬: ଉତ୍ତରାଖଣ୍ଡର ଉତ୍ତର କାଶୀରେ ରବିବାର ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଏବେ ପର୍ଯ୍ୟନ୍ତ ୨୬ ଜଣଙ୍କ ମୃତଦେହ ଉଦ୍ଧର କରାଯାଇଥିବା ସୂଚନା ମିଳିଛି । ଅନ୍ୟ ୩-୪ ଜଣ ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରଯାଇଛି । ତେବେ ଏହି ଦୁର୍ଘଟଣାକୁ ନେଇ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଦୁଃଖ ପ୍ରକାଶ କରିଛନ୍ତି । ଘଟଣା ସମ୍ପର୍କରେ ଶାହା ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି ।
ଏହି ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି । ଟୁଇଟ କରି ସେ ଏହି ସୂଚନା ଦେଇଛନ୍ତି । ସେହିପରି ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଲେଖାଏଁ ସହାୟତା ଘୋଷଣା କରାଯାଇଛି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କରାଯାଇଥିବା ଟୁଇଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡ ବସ୍ ଦୁର୍ଘଟଣାରକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ଜୟନ୍ତୀରେ ଭାଜପାକୁ ଟାର୍ଗେଟ କଲେ ସୋନିଆ: ଗାନ୍ଧୀଙ୍କ ନାମ ନେବା ସହଜ,ତାଙ୍କ ପ୍ରଦର୍ଶିତ ରାସ୍ତାରେ ଚାଲିବା କଷ୍ଟକର

ନୂଆଦିଲ୍ଲୀ୨।୧୦: ଜାତୀୟ ପିତା ମହାତ୍ମା ଗାନ୍ଧୀଙ୍କ ବୁଧବାର ୧୫୦ତମ ଜୟନ୍ତୀ ପାଳନ କରାଯାଇଛି। ଏହି ଅବସରରେ ସମଗ୍ର ଭାରତରେ ବିଭିନ୍ନ ଦଳ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ...

ଭାରତ ଭିଏତନାମକୁ ଦେଲା ୧୨ ହାଇସ୍ପିଡ୍‌ ଗାର୍ଡ ବୋଟ୍‌…

ହନୋଇ/ନୂଆଦିଲ୍ଲୀ, ୯।୬ : ଭାରତ ଭିଏତନାମକୁ ୧୨ ହାଇସ୍ପିଡ୍‌ ଗାର୍ଡ ବୋଟ ପ୍ରଦାନ କରିଛି। ଭିଏତନାମ ଗସ୍ତରେ ଥିବା ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଏହାକୁ ଭିଏତନାମ...

ସୁକମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୧୭ ଯବାନ ଶହୀଦ

ସୁକମା,୨୨।୩: ଛିତଶଗଡ଼ ସୁକମା ଜିଲାରେ ମାଓବାଦୀଙ୍କ ଆକ୍ରମଣରେ ୧୭ ଯବାନ ଶହୀଦ ହୋଇଛନ୍ତି। ଏହି ଘଟଣାରେ ୧୪ରୁ ଅଧିକ ଯବାନ ଆହତ ହୋଇଛନ୍ତି। ଚିକିତ୍ସା ଲାଗି...

କରୋନାଠାରୁ ଭୟଙ୍କର ଏହି ରୋଗ: ପ୍ରତିବର୍ଷ ସବୁଠାରୁ ଅଧିକ ଏଥିରେ ଘଟୁଛି ମୃତ୍ୟୁ

ନୂଆଦିଲ୍ଲୀ, ୫।୮: କରୋନା ସମଗ୍ର ବିଶ୍ୱରେ କାୟା ମେଲାଇ ସାରିଲାଣି। ପ୍ରତିଦିନ ଏହି ରୋଗରେ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା...

କଲର୍ସ ଚ୍ୟାନେଲରେ ପ୍ରସାରିତ ହେବ ‘ମହାଭାରତ’!

ମୁମ୍ବାଇ,୩।୫: କରୋନା ଲକ୍‌ଡାଉନ ପାଇଁ ଏବେ ସବୁ ଶୁଟିଂ ବନ୍ଦ ଥିବାରୁ ଟେଲିଭିଜନରେ ପୁରୁଣା ଧାରାବାହିକ ଗୁଡିକ ପୁଣିଥରେ ଦେଖିବାକୁ ମିଳିଛି। ଘରୋଇ ଚ୍ୟାନେଲର ପ୍ରତିଯୋଗୀତାରେ...

ଅଭିନନ୍ଦନଙ୍କୁ ମିଳିବ ବୀର ଚକ୍ର

ନୂଆଦିଲ୍ଲୀ,୧୪।୮: ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ବୀର ଚକ୍ର ସମ୍ମାନରେ ସମ୍ମାନୀତ କରାଯିବ। ଏହା ଭାରତର ତୃତୀୟ ସମ୍ମାନ ଜନକ ମେଡାଲ। ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର...

ପାଲାନିସାମି ଏଆଇଏଡିଏମ୍‌କେର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଚେନ୍ନାଇ, ୭।୧୦: ଆସନ୍ତା ୨୦୨୧ ତାମିଲନାଡୁ ବିଧାନସଭା ନିର୍ବାଚନରେ ଏଆଇଏଡିଏମ୍‌କେ ପକ୍ଷରୁ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଇଡାପାଡ୍ଡି କେ. ପାଲାନିସାମିଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି।...

ଏମ୍‌ପିଙ୍କୁ ମୋଦିଙ୍କ ନିବେଦନ: ନିର୍ବାଚନ ଯିବ-ଆସିବ, ଚଳିତ ଅଧିବେଶନକୁ କରନ୍ତୁ ଫଳପ୍ରଦ

ନୂଆଦିଲ୍ଲୀ,୩୧।୧: ପାର୍ଲାମେଣ୍ଟର ବଜେଟ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମ ସହ କଥା ହୋଇଥିଲେ। ଏହି ସମୟରେ ସେ ବଜେଟ...

Advertisement
Archives

Model This Week