Posted inଜାତୀୟ

ଜମ୍ମୁ-କଶ୍ମୀର ଗସ୍ତରେ ଶାହ: ଘାଟିରେ ସିଆର୍‌ପିଏଫର ଭିଆଇପି ୟୁନିଟ ମୁତୟନ

ଜମ୍ମୁ,୨୩ ।୧୦: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଅକ୍ଟୋବର ୨୩ରୁ ଜମ୍ମୁ-କଶ୍ମୀର ଗସ୍ତ କରୁଛନ୍ତି । ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଏଥିପାଇଁ ଶୁକ୍ରବାରଠାରୁ ସିଆର୍‌ପିଏଫ୍‌ର ଭିଆଇପି ୟୁନିଟ ଜମ୍ମୁ ପହଞ୍ଚି ସାରିଛନ୍ତି । ରାଲି ସ୍ଥାନରେ ଭଗବତି ନଗର ଗ୍ରାଉଣ୍ଡର ବରିଷ୍ଠ ଅଧିକାରୀ ଗସ୍ତ କରିଛନ୍ତି । ଏହାସହ ସ୍ପେଶାଲ ୟୁନିଟର କମାଣ୍ଡୋ ଏହାକୁ ନିରିକ୍ଷଣ କରିଛନ୍ତି । ଏହି କମାଣ୍ଡୋ ରାଲି ସ୍ଥାନରେ ସମ୍ପୂର୍ଣ୍ଣ ଭାବେ ମୁତୟନ ହେବେ । ବିଶେଷ ଭାବେ ଜମ୍ମୁ-କଶ୍ମୀର ପୋଲିସ ଓ ସିଆରପିଏଫ୍ ରାଲିରେ ଉପସ୍ଥିତ ରହିବେ । ସୁରକ୍ଷା ପାଇଁ ୩ ହଜାର କର୍ମୀ ମୁତୟନ ହୋଇଛନ୍ତି । । ଏସ୍‌ଏସ୍‌ପି ଓ ସିଆରପିଏଫ୍ ଯବାନଙ୍କୁ ସୁରକ୍ଷାରେ ଲଗାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ସିଆରପିଏଫର ଭିଆଇପି ୟୁନିଟ ମୁଖ୍ୟତଃ ଷ୍ଟେଜର ସୁରକ୍ଷା ଦାୟିତ୍ୱରେ ରହିବେ । ଏମାନଙ୍କୁ ଜମ୍ମୁ-କଶ୍ମୀର କମାଣ୍ଡୋ ସହାୟତା କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri