Posted inଜାତୀୟ

ତେଲଙ୍ଗାନାରେ କେସିଆରଙ୍କ ଉପରେ ବର୍ଷିଲେ ଅମିତ ଶାହା

ହାଇଦ୍ରାବାଦ,୨୩।୪: ହାଇଦ୍ରାବାଦ ନିକଟ ଚେଭେଲାଠାରେ ରବିବାର ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମୁଖ୍ୟମନ୍ତ୍ରୀ କେସିଆରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆରଙ୍କୁ ପଚାରିବାକୁ ଚାହୁଁଛି, ଭାଜପା ସରକାର ଗଠନ ପୂର୍ବରୁ ତେଲଙ୍ଗାନା ପୂର୍ବ ବଜେଟରେ କ’ଣ ମିଳିଥିଲା? ପୂର୍ବରୁ ତେଲଙ୍ଗାନା ୩୦,୦୦୦ କୋଟି ଟଙ୍କା ପାଉଥିଲା ଏବଂ ୨୦୨୨-୨୩ରେ ମୋଦି ୧,୨୦,୦୦୦ ଲକ୍ଷ କୋଟି ଟଙ୍କା ଦେଇଛନ୍ତି। ବିକାଶର କାର୍ଯ୍ୟ କେବଳ ଭାଜପା ହିଁ କରିପାରିବ।

ଅମିତ ଶାହା କହିଛନ୍ତି, ପ୍ରଧାନମନ୍ତ୍ରୀ ଯାହା ବି କଲ୍ୟାଣମୂଳକ ଯୋଜନା ଏଠାକୁ ପଠାନ୍ତି, ତାହା ସାଧାରଣ ଲୋକଙ୍କ ପାଖରେ ପହଞ୍ଚେ ନାହିଁ। ମୁଖ୍ୟମନ୍ତ୍ରୀ କେସିଆର ଯେତେ ଚାହିଁଲେ ବି ତେଲଙ୍ଗାନାର ଲୋକଙ୍କୁ ପ୍ରଧାନମନ୍ତ୍ରୀଙ୍କଠାରୁ ଦୂରରେ ରଖିପାରିବେ ନାହିଁ। କେସିଆର ସରକାର ଆମ ବନ୍ଦୀ ସଞ୍ଜୟଙ୍କୁ ଜେଲରେ ରଖିଛନ୍ତି। ତାଙ୍କୁ ଲାଗୁଛି କି ଭାଜପା କର୍ମୀମାନେ ଜେଲ ଯିବାକୁ ଭୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି…

ପୁଣି ଝାଲମୁଢି ଖାଇଲେ ମୋଦି: ଏଥର ଦୋକାନରେ ନୁହେଁ, ମୁଖ୍ୟମନ୍ତ୍ରୀଙ୍କ ହାତରୁ ଖାଇ…

ନୂଆଦିଲ୍ଲୀ,୧୧।୬:କେନ୍ଦ୍ରରେ ମୋଦି ସରକାର ଐତିହାସିକ ୧୨ ବର୍ଷ ଶାସନ ପୂରଣ କରିଛି। ଏହା ସହିତ ପ୍ରଧାନମନ୍ତ୍ରୀ ମୋଦି ପ୍ରଧାନମନ୍ତ୍ରୀ ଭାବରେ ସବୁଠାରୁ ଦୀର୍ଘ ଦିନ ପାଇଁ ରେକର୍ଡ…

ସୁପ୍ରିମକୋର୍ଟଙ୍କ ଐତିହାସିକ ନିଷ୍ପତ୍ତି, ଦୁର୍ଘଟଣା ଜନିତ ମୃତ୍ୟୁରେ ଗୃହିଣୀଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା କ୍ଷତିପୂରଣ!

ନୂଆଦିଲ୍ଲୀ,୧୧।୬: ଦୁର୍ଘଟଣାରେ ଯେତେବେଳେ କୌଣସି ବ୍ୟକ୍ତିଙ୍କର ମୃତ୍ୟୁ ହୁଏ, ସେତେବେଳେ ତାଙ୍କର ରୋଜଗାର କିମ୍ୱା ଦରମା ହିସାବରେ କ୍ଷତିପୂରଣ ସ୍ଥିର କରାଯାଏ। କିନ୍ତୁ ହୋମ ମେକର୍‌ (ଗୃହିଣୀ)…

ମମତାଙ୍କ ଦଳରେ ବିଦ୍ରୋହର ସ୍ବର: TMC ଛାଡ଼ିଲେ ଆଉ ଜଣେ ଏମ୍‌ପି, ଏବେ ମାତ୍ର…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (TMC)ର ସୁପ୍ରିମୋ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟ୍‌କା। ଦଳର ଏମ୍‌ପିମାନେ ଏକାଠି ହୋଇ ଜଣଙ୍କ ପରେ ଜଣେ ମମତାଙ୍କ ହାତ ଛାଡୁଛନ୍ତି।…

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

ଜୁନ୍ ୧୩ରୁ ଏହି ରାଶିର ବଦଳିବ ଭାଗ୍ୟ, ମିଳିବ ପ୍ରଚୁର ଟଙ୍କା!

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହମାନଙ୍କର ଗତି ଏବଂ ସେମାନଙ୍କର ନିର୍ଦ୍ଦିଷ୍ଟ ସଂଯୋଜନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏହି ପ୍ରକୃତିର ଏକ ବିଶେଷ ଗ୍ରହ ସଂଯୋଜନ ୧୩…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri