Posted inଜାତୀୟ

୮୪ ଦଙ୍ଗା କଥା ମନେପକାଇ କଂଗ୍ରେସକୁ ଟାର୍ଗେଟ କଲେ ଶାହା

ଚଣ୍ଡିଗଡ଼,୧୮।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ପଞ୍ଜାବରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ଶିଖ ଦଙ୍ଗା କଥା ମନେପକାଇ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଏହାସହ ସେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କ ଉପରେ ବି ଖୁବ ବର୍ଷିଛନ୍ତି।ଶାହା କହିଛନ୍ତି ଭଗଓ୍ବନ୍ତ ମାନଙ୍କ ନିକଟରେ କେଜରିଓ୍ବାଲଙ୍କ ପାଇଁ ସମୟ ଅଛି ହେଲେ ପଞ୍ଜାବାସୀଙ୍କ ପାଇଁ ସମୟ ନାହିଁ। ପଞ୍ଜାବର ଜନତା ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି।
କଂଗ୍ରେସକୁ ଟାର୍ଗେଟ କରି ଶାହା କହିଛନ୍ତି, ୧୯୮୪ରେ ଯେଉଁ ନରସଂହାର କଂଗ୍ରେସ ନେତୃତ୍ୱ କରିଥିଲା, ହଜାର ହଜାର ନିର୍ଦ୍ଦୋଷ ଶିଖ ଭାଇ ଭଉଣିଙ୍କ ହତ୍ୟା କରାଯାଇଥିଲା। ୧୯୮୪ରୁ ୨୦୧୪ ପର୍ଯ୍ୟନ୍ତ ଦୋଷୀଙ୍କୁ ଦଣ୍ଡ ମିଳି ନ ଥିଲା। ଶିଖ ଦଙ୍ଗାର ଦୋଷୀଙ୍କୁ ଜେଲ ପଠାଇବାର କାମ ମୋଦି ସରକାର କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ମୋଦି ସରକାରଙ୍କ ୯ବର୍ଷ ପୂରଣ ହେବା ଅବସରରେ ଗୁରୁଦାସପୁରରେ ଏକ ଜନସଭାକୁ ସମ୍ବୋଧିତ କରି ଏହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri