Posted inଖେଳ

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସର ଶୁଭାରମ୍ଭ କରିବେ ଅମିତ ଶାହା

ଚଣ୍ଡିଗଡ଼, ୩ା୬: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ପଞ୍ଚକୁଲାଠାରେ ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ-୨୦୨୧ର ଶୁଭାରମ୍ଭ କରିବେ। ଏହା ଜୁନ୍‌ ୧୩ ପର୍ଯ୍ୟନ୍ତ ଚାଲିବ। ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସର ୪ର୍ଥ ସଂସ୍କରଣରେ ସମଗ୍ର ଦେଶରୁ ପ୍ରାୟ ୮,୫୦୦ ଖେଳାଳି, କୋଚ୍‌ ଓ ସପୋର୍ଟ ଷ୍ଟାଫ୍‌ କରିବେ ବୋଲି ହରିୟାଣା ସରକାରଙ୍କ ତରଫରୁ ପ୍ରକାଶ କରାଯାଇଛି। ଖେଳାଳିମାନେ ମୋଟ ୧,୮୬୬ ପଦକ ପାଇଁ ପ୍ରତିଯୋଗିତାରେ ଭାଗ ନେବେ। ୫୪୫ ସ୍ବର୍ଣ୍ଣ, ୫୪୫ ରୌପ୍ୟ ଓ ୭୭୬ ବ୍ରୋଞ୍ଜ ପଦକ ରହିଛି। ପଞ୍ଚକୁଲା, ଅମ୍ବାଲା, ଶାହାବାଦ୍‌, ଚଣ୍ଡିଗଡ଼ ଓ ଦିଲ୍ଲୀ ଆଦି ୫ଟି ଭେନ୍ୟୁରେ ୨୫ ପ୍ରକାର ଖେଳ ଅନୁଷ୍ଠିତ ହେବ। ପଞ୍ଚକୁଲାସ୍ଥିତ ତାଉ ଦେବୀ ଲାଲ ସ୍ପୋଟର୍‌ସ କମ୍ପ୍ଲେକ୍ସକୁ ମୁଖ୍ୟ ଭେନ୍ୟୁ କରାଯାଇଛି। ଏଥିରେ ୭,୦୦୦ ଦର୍ଶକ ପାଇଁ ଆସନ ବ୍ୟବସ୍ଥା ରହିଛି। ଏଥର ପ୍ରତିଯୋଗିତାରେ ପ୍ରଥମ ଥର ୫ ପାରମ୍ପରିକ ଖେଳକୁ ସାମିଲ କରାଯାଇଛି। ସେଗୁଡ଼ିକ ହେଲା ଗଟକା, କାଲାରିପାୟାଟୁ ଥଙ୍ଗାଟା ଓ ଯୋଗାସନ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri