Posted inରାଜ୍ୟ

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା ମୁଣ୍ଡଳୀସ୍ଥିତ କେନ୍ଦ୍ରୀୟ ସଂରକ୍ଷିତ ପୋଲିସ ବଳ (CRPF) କ୍ୟାମ୍ପସରେ ଆୟୋଜିତ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ।

ମୁଣ୍ଡଳୀ CRPF ପ୍ୟାରେଡ୍ ଗ୍ରାଉଣ୍ଡରେ ଆୟୋଜିତ କାର୍ଯ୍ୟକ୍ରମରେ ଗୃହମନ୍ତ୍ରୀ ସାମିଲ ହୋଇ ଯବାନମାନଙ୍କୁ ସମ୍ବୋଧିତ କରିବେ। ଓଡ଼ିଶାରେ ଚାଲିଥିବା ମାଓ ବିରୋଧୀ ଅଭିଯାନର ସଫଳତା ଏବଂ CRPF ଯବାନଙ୍କ ନିୟୋଜନ ସମ୍ପର୍କରେ ଶାହା ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିପାରନ୍ତି। ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶକୁ ନକ୍ସଲ ମୁକ୍ତ କରିବା ପାଇଁ କେନ୍ଦ୍ର ସରକାର ରଖିଥିବା ଲକ୍ଷ୍ୟ ଉପରେ ଏଠାରେ ଆଲୋଚନା ହୋଇପାରେ। ରାଜ୍ୟରେ ଭାରତୀୟ ନ୍ୟାୟ ସଂହିତାର ପ୍ରୟୋଗ ଏବଂ ଏହାର ପ୍ରଭାବଶାଳୀ କାର୍ଯ୍ୟକାରିତା ଉପରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବାର ସମ୍ଭାବନା ରହିଛି।

୨୦୨୬ ବର୍ଷରେ ଅମିତ ଶାହଙ୍କର ଏହା ପ୍ରଥମ ଓଡ଼ିଶା ଗସ୍ତ। ଗୃହମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଟକ ଓ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭୀଷଣ ବାତ୍ୟାର ରୂପ ନେବ ‘ମୁରାସୁ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ, ଏହି ୫ ଜିଲାକୁ ଅଧିକ…

ଭୁବନେଶ୍ୱର,୧ା୧୧(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୁରାସୁ’। ରବିବାର ସନ୍ଧ୍ୟା ସୁଦ୍ଧା ଏହା ତାମିଲନାଡୁର ଚେନ୍ନାଇଠାରୁ ୪୮୦ କି.ମି., ଆନ୍ଧ୍ରପ୍ରଦେଶର ନେଲୋରଠାରୁ ୫୫୦ କି.ମି.,…

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର ଜିତିଲେ ୨ ସ୍ବର୍ଣ୍ଣ ପଦକ

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ହରିଆଣାର ଫରିଦାବାଦରେ ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର (୩୨) ଜିତିଛନ୍ତି ୨ ସ୍ବର୍ଣ୍ଣ ପଦକ। ୯୩ କାଟାଗୋରି…

ଅନ୍ତରିଗାଁ ପିଇଓଙ୍କୁ ନିଲମ୍ବନ କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି। ଏହି ବିପର୍ଯ୍ୟୟ ସମୟରେ କାର୍ଯ୍ୟରେ ଅବହେଳାକୁ ନେଇ ପୁରୁଷୋତ୍ତମପୁର ବ୍ଲକ…

ବରଗଡ଼ରେ ଚାଞ୍ଚଲ୍ୟ, ଅଭାବରେ ପଡ଼ି ଶିଶୁକନ୍ୟାଙ୍କୁ ଅନ୍ୟ ହାତରେ ଟେକିଦେଲେ ଦମ୍ପତି

ବରଗଡ଼,୧।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଭାବ ଅନଟନରେ ପଡ଼ି ଏକ ନବଜାତ ଶିଶୁକନ୍ୟାକୁ ଅନ୍ୟ ଦମ୍ପତିଙ୍କ ହାତରେ ଟେକି ଦେବା ଭଳି ଘଟଣା ଜିଲାରେ ଆଲୋଡ଼ନ ସୃଷ୍ଟି…

ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ବ୍ଲକ ପ୍ରଶାସନର ପ୍ରସ୍ତୁତି ବୈଠକ, ସଜାଗ ରହିବାକୁ ନିର୍ଦ୍ଦେଶ ଜାରି କରି…

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଗୁଡ଼ାରି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ଶୁଚିସ୍ମିତା ବେହେରାଙ୍କ ଉପସ୍ଥିତିରେ ଏକ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଘର ଭାଙ୍ଗିଥିଲେ ମିଳିବ ୧ ଲକ୍ଷ ୩୦ ହଜାର, ପ୍ରଭାବିତଙ୍କୁ ୫୦ କେଜି ଚାଉଳ,ନଗଦ…

ଭୁବନେଶ୍ୱର,୧।୧୧: ରାଜ୍ୟରେ ସାମ୍ପ୍ରତିକ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ବନ୍ୟା ଯୋଗୁ ଭାଙ୍ଗିଯାଇଥିବା ଘର,…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଯିବ ପାଣି: ନଦୀ ତଟବର୍ତ୍ତୀ ଗ୍ରାମବାସୀଙ୍କୁ ସତର୍କ ସୂଚନା ଜାରି କରି…

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାରଠାରୁ ପ୍ରବଳ ପବନ ଓ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ…

ଗିଡ଼ିପାବାଲି, ଡାଙ୍ଗେଶିରେ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି, ଆହୁରି ୧୧ ଜଣଙ୍କ ପତ୍ତା ଏବେ ବି ମିଳୁନି

ଭଞ୍ଜନଗର,୧ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଇବାଲି ପଞ୍ଚାୟତର ଗିଡ଼ିପାବାଲିରେ ଘଟିଥିବା ଭୂସ୍ଖଳନ ଘଟଣାରେ ରବିବାର ଆଉ ଦୁଇଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଥିସହ ଗିଡ଼ିପାବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?