ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ରନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୧୨।୩: ଓଡ଼ିଶା ଗସ୍ତରେ ଆସିବେ ସ୍ବରାଷ୍ଟ୍ରନ୍ତ୍ରୀ ଅମିତ ଶାହା। ଆସନ୍ତା ୨୨ରେ ଦୁଇ ଦିନିଆ ଓଡ଼ିଶା ଗସ୍ତର ଆସିବେ। ବିଭିନ୍ନ ସରକାରି ପ୍ରକଳ୍ପର ଶିଳାନ୍ୟାସରେ ଯୋଗଦେବେ।

ଅନ୍ୟପକ୍ଷେ, ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସିବେ । ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ନୟାଗଡ଼ ଜିଲାପାଳ ଓ ଏସ୍‌ପି ସ୍ଥିତି ସମୀକ୍ଷା କରିଛନ୍ତି।

ସୂଚନା ମୁତାବକ, ରାଷ୍ଟ୍ରପତି ୨୪ ତାରିଖ ଦିନ ମଧ୍ୟାନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠାରେ ପୂଜାଚ୍ଚନା କରିବା ପରେ ଅନ୍ୟ କାର୍ଯ୍ୟକ୍ରମ ଯୋଗଦେବେ । ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri