Posted inଜାତୀୟ

ଆକ୍ସନ ମୁଡରେ ସ୍ବରାଷ୍ଟ ମନ୍ତ୍ରଣାଳୟ: ରାହୁଲ ଭଟ୍ଟ ହତ୍ୟାକାଣ୍ଡର ଯାଞ୍ଚ କରିପାରେ ଏନ୍‌ଆଇଏ

ନୂଆଦିଲ୍ଲୀ,୧୩।୫: ଜମ୍ମୁ-କଶ୍ମୀରରେ କଶ୍ମୀର ପଣ୍ଡିତ ତଥା ତହସିଲ କାର୍ଯ୍ୟାଳୟରେ ରାଜସ୍ବ ବିଭାଗରେ କାର୍ଯ୍ୟକରୁଥିବା ରାହୁଲ ଭଟ୍ଟଙ୍କ ହତ୍ୟା ଘଟଣାରେ ସ୍ବରାଷ୍ଟ ମନ୍ତ୍ରଣାଳୟ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାର ଯାଞ୍ଚ ଏନ୍‌ଆଇଏକୁ ହସ୍ତାନ୍ତର କରାଯିବ ବୋଲି ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ଆତଙ୍କବାଦୀମାନେ ବଡଗାମର ଚାଡୁରାରେ ଥିବା ତହସିଲ କାର୍ଯ୍ୟାଳୟ ଭିତରକୁ ପଶି ରାଜସ୍ବ ବିଭାଗରେ କାର୍ଯ୍ୟ କରୁଥିବା କଶ୍ମୀର ପଣ୍ଡିତ ରାହୁଲ ଭଟ୍ଟଙ୍କ ଉପରେ ଗୁଳି ଚଳାଇଥିଲେ। ଏହାପରେ ସେମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ରାହୁଲଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପଟେଟ ଦୋଷୀଙ୍କୁ ଫାଶୀ ଦଣ୍ଡ ମିଳୁ ବୋଲି ରାହୁଲଙ୍କ ମା’ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଗ୍ୟାସ୍‌ ଚାମ୍ବରରେ ପରିଣତ କରି ମା’,୨ ଝିଅଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୩।୫: ଦିଲ୍ଲୀର ବସନ୍ତ ବିହାର ଅଞ୍ଚଳରେ ଜଣେ ୫୫ ବର୍ଷୀୟ ମହିଳା ଓ ତାଙ୍କର ୩୦ ଓ ୨୬ ବର୍ଷର ଦୁଇ ଝିଅ ସେମାନଙ୍କ ଘରେ...

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ: ମୋଦିଙ୍କ ନିକଟତର ହେଲେ ମିଳିବ ଲାଭ

ମୁମ୍ବାଇ,୨୦।୬: ଶିବସେନା ବିଧାୟକ ପ୍ରତାପ ସରନାୟକ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଛନ୍ତି। ଏହା ଏକ ସାଧାରଣ ଚିଠି ନୁହେଁ ବରଂ ଏକ...

ରାଜଯୋଗିନୀ ହୃଦୟମୋହିନୀଙ୍କ ପରଲୋକ

ମାଉଣ୍ଟଆବୁ,୧୧।୩: ରାଜସ୍ଥାନର ମାଉଣ୍ଟଆବୁଠାରେ ଥିବା ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ ପ୍ରଶାସିକା ରାଜଯୋଗିନୀ ହୃଦୟମୋହିନୀଙ୍କର ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩...

ଇନ୍ଦିରା ଗାନ୍ଧୀଙ୍କୁ ଅଯୋଗ୍ୟ ରାୟ ସାହସିକତାପୂର୍ଣ୍ଣ ଥିଲା:ସିଜେଆଇ

ନୂଆଦିଲ୍ଲୀ, ୧୨ା୯: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ଅଯୋଗ୍ୟ ଘୋଷଣା କରି ଆଲ୍ଲାହବାଦ୍‌ ହାଇକୋର୍ଟ ୧୯୭୫ ମସିହାରେ ଦେଇଥିବା ରାୟ ସାହସିକତାପୂର୍ଣ୍ଣ ଥିଲା ବୋଲି...

ଦୁର୍ନୀତି ପର୍ଦ୍ଦାଫାସରୁ ଖବରଦାତାଙ୍କୁ ହତ୍ୟା

ହାଇଦ୍ରାବାଦ,୯ା୮: ନିଲମ୍ବିତ କନଷ୍ଟେବଳ ସ୍କ୍ରୁଡ୍ରାଇଭର ଭୁସି ଜଣେ ଖବରଦାତାଙ୍କୁ ହତ୍ୟା କରିଛନ୍ତି। ଆନ୍ଧ୍ରପ୍ରଦେଶର କୁର୍ନୋଲ ଜିଲାରେ ରବିବାର ରାତିରେ ଏହି ଘଟଣା ଘଟିଛି। ମୃତକ କେଶବ...

ବିବାଦୀୟ ଟିପ୍ପଣୀ ଦେଇ ଚର୍ଚ୍ଚାରେ ବାଘେଲା

ନୂଆଦିଲ୍ଲୀ,୩।୧୦: ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲା ଏକ ବିବାଦୀୟ ଟିପ୍ପଣୀ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ସେ କହିଛନ୍ତି ବିନାୟକ ଦାମୋଦର ସାଭରକର ମାହାତ୍ମା ଗାନ୍ଧୀଙ୍କ ହତ୍ୟା...

ପୁଣି ଫେରିଲା କଟକଣା, ମାସ୍କ ନ ପିନ୍ଧିଲେ ୫୦୦ ଟଙ୍କା ଜରିମାନା…

ନୂଆଦିଲ୍ଲୀ, ୨୦।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଦିଲ୍ଲୀରେ ସଂକ୍ରମଣ ହାର ପ୍ରତି ଦିନ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ଦିଲ୍ଲୀ...

ବଳାତ୍କାରୀଙ୍କୁ ଗଛରେ ବାନ୍ଧି ପିଟି ପିଟି ମାରିଦେଲେ ମହିଳା

ଅଗ୍ରତାଲା,୧୭।୩: ଏକ ମହିଳା ଗୋଷ୍ଠୀ ଜଣେ ୪୬ ବର୍ଷୀୟ ବଳାତ୍କାର ଅଭିଯୁକ୍ତଙ୍କୁ ଗଛରେ ବାନ୍ଧି ପିଟି ପିଟି ହତ୍ୟା କରିଛନ୍ତି। ଏଭଳି ଘଟଣା ବୁଧବାର ତ୍ରିପୁରାର...

Advertisement
Archives

Model This Week