Posted inଖେଳ

ଭାରତୀୟ ପୁରୁଷ ହକି ଦଳର ଅଧିନାୟକଙ୍କୁ କୋରନା

ନୂଆଦିଲ୍ଲୀ, ୭ା୮(ପି.ଟି.)-ଭାରତୀୟ ପୁରୁଷ ହକି ଦଳର ଅଧିନାୟକ ମନପ୍ରୀତ ସିଂ ଓ ଅନ୍ୟ ୩ଜଣ ଖେଳାଳି କରୋନା ପଜିଟିଭ୍‌ ବୋଲି ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ତରଫରୁ ଶୁକ୍ରବାର ସୂଚନା ଦିଆଯାଇଛି। ବେଙ୍ଗାଲୁରୁରେ ଏକ ଜାତୀୟ କ୍ୟାମ୍ପ ପୂର୍ବରୁ ଖେଳାଳିମାନଙ୍କର କୋଭିଡ୍‌-୧୯ ଟେଷ୍ଟ ହୋଇଥିଲା। ମନପ୍ରୀତଙ୍କ ବ୍ୟତୀତ ମହାମାରୀ ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ଅନ୍ୟ ଖେଳାଳିମାନେ ହେଲେ ଡିଫେଣ୍ଡର ସୁରେନ୍ଦର କୁମାର, ଜସକରନ ସିଂ ଏବଂ ଡ୍ରାଗ୍‌ ଫ୍ଲିକର ବରୁଣ କୁମାର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତୀ ମୃତ୍ୟୁକୁ ନେଇ କ୍ରିକେଟ ଜଗତ ସ୍ତବ୍ଧ

ତିରୁଭାନନ୍ତପୁରମ,୪।୬: ଏକ ଗର୍ଭିଣୀ ହାତୀକୁ ବାଣ ଭର୍ତ୍ତି ସପୁରୀ ଖୁଆଇ ହତ୍ୟା କରିବା ଭଳି ଏକ ହୃଦୟବିଦାରକ ଘଟଣା ସମଗ୍ର ଦେଶରେ ଆଲୋଡନ ସୃଷ୍ଟି କରିଛି।...

ଅର୍ଜୁନ ପୁରସ୍କାର ପାଇଁ ଦୂତୀ ଚାନ୍ଦଙ୍କ ନାମ ସୁପାରିସ

ନୂଆଦିଲ୍ଲୀ, ୧ା୫ (ପି.ଟି.)-ଆଥ୍‌ଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ  (ଏଏଫ୍‌ଆଇ) ତରଫରୁ ମଙ୍ଗଳବାର ସମ୍ମାନଜନକ ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ପାଇଁ ଷ୍ଟାର ଜାଭେଲିନ ଥ୍ରୋୟର ନୀରଜ...

ଓ୍ବିଲିୟମସନଙ୍କ ବିଶ୍ୱକପ୍‌ ରେକର୍ଡ

ଲଡର୍‌ସ,୧୪।୭(ପିଟି)- ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ରବିବାର ସ୍ବତନ୍ତ୍ର ବିଶ୍ୱକପ୍‌ ରେକର୍ଡର ଅଧିକାରୀ ହୋଇଛନ୍ତି। ଏଠାରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ଫାଇନାଲ ମ୍ୟାଚ୍‌ରେ ୩୦ ରନ୍‌ର...

ମିକ୍ସଡ୍‌ ଡବଲ୍ସ: ବାରବୋରା- ରାଜୀବ ଚାମ୍ପିୟନ

ମେଲବୋର୍ନ,୨୧।୨: ଅଷ୍ଟ୍ରେଲିଆନ ଓପନ ମିକ୍ସଡ ଡବଲ୍ସ ଇଭେଣ୍ଟରେ ଏଥର ଚେକ୍‌ ଗଣରାଜ୍ୟର ବାରବୋରା କ୍ରେଜ୍‌ସିକୋଭା ଓ ଆମେରିକାର ରାଜୀବ ରାମ ଚାମ୍ପିୟନ ହୋଇଛନ୍ତି। ଶନିବାର ଅନୁଷ୍ଠିତ...

ଟୁର୍‌ ଡି ଫ୍ରାନ୍ସରୁ ଓହରିଲେ ଗତଥରର ଚାମ୍ପିୟନ ଇଗାନ ବେର୍ନାଲ

ଗ୍ରେନୋବଲ(ଫ୍ରାନ୍ସ), ୧୭।୯(ଏପି): ଫ୍ରାନ୍ସରେ ପ୍ରତିବର୍ଷ ଆୟୋଜିତ ହେଉଥିବା ବହୁ ପର୍ଯ୍ୟାୟ ବିଶିଷ୍ଟ ପୁରୁଷ ସାଇକେଲ ରେସ୍‌ ଟୁର୍‌ ଡି ଫ୍ରାନ୍ସରୁ ଓହରିଯାଇଛନ୍ତି ଗତଥରର ଚାମ୍ପିୟନ ଇଗାନ...

ଦୁର୍ଘଟଣା ପରେ କୋମାରେ ଏହି କ୍ରିକେଟର୍‌

କାବୁଲ, ୩।୧୦: ଏକ ମର୍ମନ୍ତୁଦ ଦୁର୍ଘଟଣାର ସମ୍ମୁଖୀନ ହେବା ପରେ ଆଫଗାନିସ୍ତାନ କ୍ରିକେଟ୍‌ ଦଳର ବ୍ୟାଟ୍ସମ୍ୟାନ ନାଜିବ ତର୍କାଇ କୋମାକୁ ଚାଲିଯାଇଛନ୍ତି। ଏହି ଦୁର୍ଘଟଣା ପରେ...

ଶାହିଦ୍‌ ଆଫ୍ରିଦଙ୍କ ଆରୋଗ୍ୟ କାମନା କଲେ ଗମ୍ଭୀର

ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଲରାଉଣ୍ଡର ଶାହିଦ ଆଫ୍ରିଦି ଏବଂ ଭାରତୀୟ ଖେଳାଳି ଗୌତମ ଗମ୍ଭୀରଙ୍କ ମଧ୍ୟରେ ମତଭେଦ ସମସ୍ତଙ୍କୁ ଜଣା। କ୍ରିକେଟ ପଡିଆରେ ହେଉ...

ଗୋଥାମଙ୍କୁ ୮ ଉଇକେଟ; ତାମିଲନାଡୁକୁ ହରାଇଲା କର୍ନାଟକ

ଡିଣ୍ଡିଗୁଲ,୧୩।୧୨(ପି.ଟି.)- ଅଫ୍‌ ସ୍ପିନର କେ. ଗୋଥାମଙ୍କ ୮ ଉଇକେଟ ସଫଳତା ଯୋଗୁ କର୍ନାଟକ ୨୬ ରନ୍‌ରେ ତାମିଲନାଡୁକୁ ପରାସ୍ତ କରିଛି। ପ୍ରଥମ ଇନିଂସ୍‌ରେ ୨୯ ରନ୍‌ର...

Play 250+ Trending Games
Archives

Model This Week

Why Dharitri