ହୋମ୍‌ କ୍ୱାରାଣ୍ଟାଇନ୍‌ର ଅର୍ଥ ପାରିବାରିକ ପୁନର୍ମିଳନ ନୁହେଁ: ବାଗ୍‌ଚୀ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ସରକାର ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତିମାନଙ୍କ ପାଇଁ ଗ୍ରାମାଞ୍ଚଳରେ ସଂଗରୋଧର ବ୍ୟବସ୍ଥା କରିଥିଲେ। ହେଲେ ସହରାଞ୍ଚଳରେ ସେଭଳି ବ୍ୟବସ୍ଥା କରିବା ସମ୍ଭବ ନୁହେଁ। ଏହାଛଡ଼ା ଅନେକ ବ୍ୟକ୍ତିଙ୍କର ନିଜ ଘରେ ଅଲଗା ଘରେ ରହିବାର ସ୍ଥାନ ରହିଛି। ସାମର୍ଥ ମଧ୍ୟ ରହିଛି। ଏଥିପାଇଁ ସରକାର ସହରାଞ୍ଚଳରେ ହୋମ୍‌ କ୍ୱାରାଣ୍ଟାଇନ୍‌ର ଅନୁମତି ପ୍ରଦାନ କରିଥିଲେ। ଏବେ ଅନ୍ୟ ସହରରୁ ଅନେକ ଲୋକ ଆମ ସହରକୁ ଫେରୁଛନ୍ତି। ହେଲେ ହୋମ୍‌ କ୍ୱାରାଣ୍ଟାଇନ୍‌ର ଅର୍ଥ ପାରିବାରିକ ପୁନର୍ମିଳନ ନୁହେଁ। ଆପଣଙ୍କୁ ଅଧିକ ମାତ୍ରାରେ ସାବଧାନ ରହିବାକୁ ପଡ଼ିବ। ଏହି ସମୟରେ ନିର୍ଦ୍ଧିଷ୍ଟ ଦିଗ ପ୍ରତି ଧ୍ୟାନ ଦିଅନ୍ତୁ

୧- ସାଙ୍ଗ, ସାଥୀ, କୁଟୁମ୍ବଙ୍କ ସାଙ୍ଗରେ ଦେଖା ହୁଅନ୍ତୁ ନାହିଁ
୨- ଭିନ୍ନ ପ୍ରକୋଷ୍ଠ ସହ ଅଲଗା ବାଥରୁମ୍‌, ମୁକ୍ତ ପବନରେ ରୁହନ୍ତୁ
ର୍‌୩-ବୟସ୍କ, ଗର୍ଭବତୀ, ଶିଶୁ, ଅସୁସ୍ଥ ବ୍ୟକ୍ତିଙ୍କଠାରୁ ଦୂରରେ ରହିବେ
୪- କୋଠରୀ ବାହାର ଘର ଭିତରେ ବୁଲାବୁଲି କରିବେ ନାହିଁ
୫-ଘର ଭିତର ସାମାଜିକ ଧାର୍ମିକ ଅନୁଷ୍ଠାନରେ ଭାଗ ନେବେ ନାହିଁ। ସାବୁନ୍‌, ସାନିଟାଇଜ୍‌ରେ ହାତ ବାରମ୍ବାର ସଫା କରିବେ
୬-ଥାଳି, ଗିନାଠାରୁ ଆରମ୍ଭ କରି ବ୍ୟବହାର କରୁଥିବା ତଉଲିଆ ଅଲଗା ରହିବ
୭- ସବୁବେଳେ ମାସ୍କ ପିନ୍ଧି ରହିବେ। ମାସ୍କ ବଦଳାଉଥିବେ ଏବଂ କାଚି ସଫାକରି ବ୍ୟବହାର କରିବେ
୮- ପରିବାରର ମାତ୍ର ଜଣେ ନିର୍ଦ୍ଦିଷ୍ଟ ବ୍ୟକ୍ତି ଦେଖାଶୁଣା କରିବେ
୯- ବ୍ୟବହାର କରିଥିବା ଲୁଗାପଟା, ବିଛଣା ଗ୍ଲୋଭ୍ସ ପିନ୍ଧି ଛୁଇଁବେ। ଗ୍ଲୋଭ୍ସ ବ୍ୟବହାର ପରେ ହାତକୁ ସାବୁନରେ ଧୁଅନ୍ତୁ


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?