ଅନେକ ସମସ୍ୟାର ସମାଧାନ କରେ ଗୁଜୁରାତି

ପ୍ରାୟ ସମସ୍ତଙ୍କ ଘରେ ଗୁଜୁରାତିର ବ୍ୟବହାର କରାଯାଉଥିବା ଦେଖାଯାଏ । କିନ୍ତୁ ଏହାର ଔଷଧୀୟ ଗୁଣ ସମ୍ପର୍କରେ ସମସ୍ତଙ୍କୁ ଜଣା ନ ଥାଏ । ଏହା ହଜମ ଶକ୍ତି ବୃଦ୍ଧି କରିବା ସହ ଶରୀରରେ କୋଲେଷ୍ଟରଲ ସ୍ତର କମ୍ କରିଥାଏ ବୋଲି କୁହାଯାଏ । ଏହା ସିଷ୍ଟୋଲିକ ଓ ଡାଇଷ୍ଟୋଲିକ୍ କମ୍ କରିବାରେ ସହାୟକ ହୋଇଥାଏ । ବ୍ଲଡପ୍ରେସରରେ ଏହାର ପ୍ରଭାବ ବି ରହିଛି । ଏହାର ପାଉଡର ଖାଇଲେ ଏହା ଶରୀରର ଚର୍ବି ଅଂଶ କମ୍ କରିଥାଏ । ନିୟମିତ ଗୁଜୁରାତି ଖାଇଲେ ଏହା ଶରୀର ପାଇଁ କ୍ଷତିକାରକ ନୁହେଁ ବୋଲି ଏକ ଗବେଷଣାରୁ ଜଣାପଡିଛି ।
-ଗୁଜୁରାତି ତେଲର ବାମ୍ଫ ନେଲେ ସର୍ଦ୍ଦି, କାଶ ଓ ହୃଦ ସମସ୍ୟା ଦେଖାଦେଇ ନ ଥାଏ ।
-ନିୟମିତ ଗୁଜୁରାତି ଚା’ରେ ବ୍ୟବହାର କଲେ ହୃଦରୋଗ ଓ ଉଚ୍ଚ ରକ୍ତଚାପ ସମସ୍ୟା ଦୂର ହୋଇଥାଏ ।
-ଖାଇବା ପରେ ନିୟମିତ ଗୁଜୁରାତି ଚୋବାଇ ଖାଇଲେ ଏସିଡିଟି ସମସ୍ୟା ଦୂର ହୋଇଥାଏ ।
-ହଜମ ସମସ୍ୟା ଥିଲେ ପ୍ରତିଦିନ ସକାଳେ ଗୁଜୁରାତି ଚା’ ପିଇଲେ ଉପକାର ମିଳିଥାଏ ।
-ଯେଉଁମାନଙ୍କର ପାଟିରୁ ଦୁର୍ଗନ୍ଧ ବାହାରୁଥାଏ ସେମାନେ ନିୟମିତ ଗୁଜୁରାତି ଖାଇଲେ ଭଲ ।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

ଦିଲ୍ଲୀପ ରାୟଙ୍କ ନିର୍ବାଚନୀ ମାମଲା ଚାଲିବ: ହାଇକୋର୍ଟ

ଭୁବନେଶ୍ୱର,୬।୨: ହାଇକୋର୍ଟରେ ରାଉଲକେଲା ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ହୋଇଛି। ବିଧାୟକ ଶାରଦା ନାୟକଙ୍କ ବିରୋଧରେ ୩ ମାମଲାକୁ  ହାଇକୋର୍ଟ ଖାରଜ କରିଛନ୍ତି । ଅନ୍ୟପକ୍ଷେ, ୩…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri