ସାଇନସ୍‌ର ଘରୋଇ ଉପଚାର

ସାଇନସ୍‌ ହେଉଛି ଏକ ଶ୍ୱାସଜନିତ ସମସ୍ୟା। ସାଧାରଣତଃ ବ୍ୟାକ୍ଟେରିଆ, ଫଙ୍ଗଲ୍‌ ଇନ୍‌ଫେକ୍‌ଶନ, ନାକରେ ହାଡ଼ ବଢ଼ି ତେଢ଼ା ହୋଇଯିବା ଦ୍ୱାରା ଏପରି ସମସ୍ୟା ଦେଖାଦେଇଥାଏ। ଅନ୍ୟପକ୍ଷରେ ଥଣ୍ଡା ପବନ, ଧୂଳି, ଧୂଅଁା ସଂସ୍ପର୍ଶରେ ଆସିଲେ ଏହି ସମସ୍ୟା ଆହୁରି ବଢ଼ିଯାଏ। ମୁଣ୍ଡ ପ୍ରବଳ ଦରଜ ହେବା, ଜ୍ୱର ଆସିବା, ନାକରେ କଫ ଆସିବା ଏବଂ ଦାନ୍ତ ଦରଜ ହେବା ଆଦି ଏହାର ପ୍ରମୁଖ ଲକ୍ଷଣ। ତେବେ ଏପରି କେତୋଟି ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ସାଇନସ୍‌ ସମସ୍ୟାରୁ କେତେକାଂଶରେ ଉପଶମ ମିଳିଥାଏ। ପୋଦିନା, ଲେମ୍ବୁରସ ଏବଂ ଲବଙ୍ଗ ତେଲକୁ ମିଶାଇ ଉଷୁମ କରନ୍ତୁ। ଏହି ମିଶ୍ରଣକୁ କପାଳ ଏବଂ ନାକରେ ମାଲିସ୍‌ କଲେ ସାଇନସ୍‌ରୁ ଆରାମ ମିଳେ। ଅଦା, ତୁଳସୀ, ଲବଙ୍ଗ, ଅଳେଇଚ ମିଶ୍ରିତ ଚା’ ପିଇଲେ ଏଥିରୁ କେତେକାଂଶରେ ଉପଶମ ଲାଗିଥାଏ। ଟମାଟୋ, ରସୁଣ ପେଷ୍ଟ କରି ସେଥିରେ ଅଳ୍ପ ଲୁଣ ଏବଂ ଗୋଲମରିଚ ଗୁଣ୍ଡ ମିଶାନ୍ତୁ। ଏଗୁଡ଼ିକୁ ଉଷୁମ ପାଣିରେ ମିଶାଇ ସୁପ୍‌ ଆକାରରେ ପିଅନ୍ତୁ। ଏହାଦ୍ୱାରା ସାଇନସ୍‌ ସମସ୍ୟାରୁ କେତେକାଂଶରେ ଆରାମ ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri