ଖରାଦିନେ ସ୍କିନ୍‌ ଆଲର୍ଜିର ଘରୋଇ ଚିକିତ୍ସା

ଖରାଦିନେ ଝାଳ ବୋହିବା ସହ କେତେକଙ୍କଠାରେ ବିଭିନ୍ନ ପ୍ରକାର ସ୍କିନ୍‌ ଆଲର୍ଜି ସମସ୍ୟା ଦେଖାଯାଇଥାଏ। କାହାର ଘିମିରି ବାହାରେ ତ କାହା ଶରୀରରେ ନାଲି ନାଲି ଦାଗ ଦେଖାଯାଏ ପୁଣି କାହାର ଦେହ କୁଣ୍ଡାଇ ହୁଏ। ଏହିସବୁ ସମସ୍ୟାରୁ ରକ୍ଷା ପାଇବା ପାଇଁ କେହି କେହି ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ଖାଇଥାନ୍ତି ତ ଆଉ କିଏ ବଜାରରେ ମିଳୁଥିବା ବିଭିନ୍ନ ପ୍ରକାରର କ୍ରିମ ଆଣି ଲଗାଇଥାନ୍ତି; ଯେଉଁଥିପାଇଁ ଅନେକ ଟଙ୍କା ଖର୍ଚ୍ଚ ହୁଏ। କିନ୍ତୁ ଜାଣନ୍ତି କି, ଏମିତି କିଛି ସହଜ ଘରୋଇ ଉପାୟ ରହିଛି; ଯାହାକୁ ଟ୍ରାଏ କରି ଏହିସବୁ ସ୍କିନ୍‌ ଆଲର୍ଜିରୁ ସୁବିଧାରେ ମୁକ୍ତି ପାଇହେବ।

ଯେମିତି କି: * ସତେଜ ଆଲୋଭେରାରୁ ଖଣ୍ଡେ ଆଣି ତା’ ଭିତରର ଲାଳ ଅଂଶକୁ କାଢି ସ୍କିନ୍‌ର ଯେଉଁ ଅଂଶରେ ଆଲର୍ଜି ହୋଇଛି ସେଠାରେ ଲଗାଇବେ ଓ କିଛି ସମୟ ପରେ ଧୋଇଦେବେ। ଏମିତି କିଛିଦିନ କଲେ ଦେଖିବେ ଆଲର୍ଜି ସମସ୍ୟା କମିଯିବ।

* ଖରାଦିନେ ସ୍କିନ୍‌ରେ ଦେଖାଯାଉଥିବା ଆଲର୍ଜି ସ୍ଥାନରେ ବରଫ ଖଣ୍ଡ(ସୂତା କପଡ଼ାରେ ଗୁଡ଼ାଇ)କୁ ଧୀରେ ଧୀରେ ମାଲିସ୍‌ କଲେ ବି କେତେକାଂଶରେ ମୁକ୍ତି ମିଳେ।

* ନଡ଼ିଆ ତେଲରେ କିଛି କର୍ପୂରକୁ ଗୁଣ୍ଡ କରି ପକାଇବେ। ପରେ ସେହି ମିଶ୍ରଣକୁ ପ୍ରଭାବିତ ହୋଇଥିବା ସ୍ଥାନରେ ଦିନକୁ ଦୁଇଥର ଲଗାଇଲେ ସ୍କିନ୍‌ ରାଶେଶ୍‌ ସମସ୍ୟାରୁ କେତେକାଂଶରେ ମୁକ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

୨୨ ଅଗଷ୍ଟରୁ ସକ୍ରିୟ ହେବ ବୁଧ-କେତୁଙ୍କ ‘ଜଡତ୍ୱ ଯୋଗ’: ଏହି ୪ ରାଶି ଉପରେ ପଡ଼ିବ ନକାରାତ୍ମକ ପ୍ରଭାବ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ବା ‘ଗୋଚର’କୁ ବେଶ ଗୁରୁତ୍ୱ ଦିଆଯାଏ। ଗ୍ରହମାନଙ୍କ ସ୍ଥିତିରେ ପରିବର୍ତ୍ତନ ହେଲେ ଏହାର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ ବୋଲି…

ସେପ୍ଟେମ୍ବର ୧ରେ ବୁଧ-ଗୁରୁ-ମଙ୍ଗଳଙ୍କ ମହାଚଳନ: ସୁନା ଥାଳିରେ ଖାଇବେ ଏହି ୫ ରାଶି!

ଗଣିତ ଜ୍ୟୋତିଷ ଗଣନା ଏବଂ ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ୧ ସେପ୍ଟେମ୍ବର ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ଦିନ ହେବ। ଏହି ଦିନ ଅନେକ ଗ୍ରହ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri