ଶରୀରର ଓଜନ କମ୍ କରିବା ପାଇଁ.. ..

ଆଜିକାଲି ଅଧିକାଂଶ ଲୋକଙ୍କ ପାଖରେ ଏକ ମୁଖ୍ୟ ସମସ୍ୟା ହୋଇ ଦେଖା ଦେଇଛି ମେଦବହୁଳତା । ଆଉ ଏହାକୁ କମାଇବାକୁ ଲୋକେ ଜିମ୍ ଯିବାଠାରୁ ଆରମ୍ଭ କରି ଶହ ଶହ ଟଙ୍କା ଖର୍ଚ୍ଚ ବି କରୁଛନ୍ତି । କିନ୍ତୁ ଘରୋଇ ଉପାୟରେ ଏହାକୁ ସହଜରେ କେମିତି କମାଇ ହେବ ଆସନ୍ତୁ ଜାଣିବା ।
ବ୍ୟସ୍ତ ବହୁଳ ଜୀବନରେ ଆମକୁ ସମୟ ନ ଥାଏ ଘରେ ଖାଦ୍ୟ ପ୍ରସ୍ତୁତ କରି ଖାଇବା । ହେଲେ ଏହା ଭୁଲ୍ । ଘରେ ନିଜେ ଖାଦ୍ୟ ପ୍ରସ୍ତୁତ କରି ଖାଇଲେ ହିଁ ମେଦବହୁଳତାରୁ ମୁକ୍ତି ମିଳିବ । ଖାଦ୍ୟ ପ୍ରସ୍ତୁତ କରିବା ସମୟରେ ୧୦୦ କ୍ୟାଲୋରୀ କମ୍ ହୋଇଥାଏ ବୋଲି କୁହାଯାଏ । ସେହିପରି ଯେଉଁମାନେ ନିତିଦିନ ଅଟା ଚକଟନ୍ତି ସେମାନଙ୍କର ୫୦ କ୍ୟାଲୋରୀ କମ୍ ହୋଇଥାଏ ବୋଲି କୁହାଯାଏ । ଯାହା ସହଜରେ ମେଦବହୁଳତାକୁ ଦୂରେଇ ଦିଏ । ଖାଲି ସେତିକି ନୁହେଁ କୁହାଯାଏ ଯେ ଘରେ ବାସନ ଧୋଇବା ଦ୍ୱାରା ୧୨୫ କ୍ୟାଲୋରୀ ଖର୍ଚ୍ଚ ହୋଇଥାଏ । ଏହା ମଧ୍ୟ ଶରୀରର ଓଜନ କମ୍ କରିବାରେ ସହାୟକ ହୋଇଥାଏ । ସେହିପରି ଯଦି ଜଣେ ବ୍ୟକ୍ତି ଅତିକମ୍‌ରେ ୨୦ ମିନିଟ୍ ଘର ପୋଛନ୍ତି ତେବେ ୧୫୦ କ୍ୟାଲୋରୀ ବର୍ନ ହୋଇଥାଏ । ନିଜ ଲୁଗାପଟା ଧୋଇଲେ ବା ଅନ୍ୟମାନଙ୍କର ବି ଧୋଇଲେ ଦିନକୁ ୧୩୦ କ୍ୟାଲୋରୀ ଖର୍ଚ୍ଚ ହୋଇଥାଏ ବୋଲି କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଝୁମୁକା ଫ୍ୟାଶନ: ଜାଣନ୍ତୁ ଲାଟେଷ୍ଟ ଡିଜାଇନ

ଏହା ଏକ ପ୍ରକାର କ୍ଲାସିକ୍‌ ଇୟର ରିଂ, ଯାହାର ଚାହିଦା ମହିଳାମାନଙ୍କ ଗହଣରେ ପୂର୍ବରୁ ଥିଲା ଆଉ ଏବେ ବି ଅଛି। କହିବାକୁ ଗଲେ, ଭାରତୀୟ...

ପିଲାଙ୍କୁ ଗଢ଼ନ୍ତୁ ଏମିତି

ପିଲାଙ୍କୁ ଲାଳନପାଳନ କରି ଭଲ ମଣିଷ କରିବାକୁ ହେଲେ ଛୋଟବେଳରୁ ହିଁ ସବୁ ଦିଗକୁ ଦୃଷ୍ଟି ଦେବାକୁ ହେବ। ତେବେ ଏନେଇ ଜାଣି ରଖନ୍ତୁ କିଛି...

ଘରକରଣା

ତରକାରି ଅଧିକ ରାଗ ହୋଇଥିଲେ ସେଥିରେ ତୁରନ୍ତ କିଛି ଘିଅ କିମ୍ବା ବଟର ମିଶାଇ ଦିଅନ୍ତୁ। ତରକାରିରେ କ୍ରିମ୍‌ କିମ୍ବା ଦହି ମିଶାଇ ଦେଲେ ତା’ର...

ଧୂମପାନ ଓ ନାରୀ

ଆଜି ବିଶ୍ୱ ତମାଖୁ ବର୍ଜନ ଦିବସ। ଏହି ପରିପ୍ରେକ୍ଷୀରେ ଏହା ନାରୀମାନଙ୍କ ପାଇଁ ମଧ୍ୟ ଗୁରୁତ୍ୱ ବହନ କରେ। କାରଣ କେବଳ ଯିଏ ଧୂମପାନ କରିଥାଏ...

ସ୍ବାସ୍ଥ୍ୟପୋକାରୀ ତ୍ରିଫଳା: ବଢ଼ାଇଥାଏ ରୋଗ ପ୍ରତିରୋଧକ କ୍ଷମତା

ତ୍ରିଫଳା, ୩ଟି ଫଳର ସମାହାର। ହରିଡ଼ା, ଅଁଳା ଏବଂ ବାହାଡ଼ା। ଏହା ସ୍ବାସ୍ଥ୍ୟ ପାଇଁ ବହୁତ ଉପକାରୀ। ବିଭିନ୍ନ ରୋଗରୁ ଉପସମ ପାଇଁ ଏହାର ବ୍ୟବହାର...

ସ୍ବାସ୍ଥ୍ୟ ପାଇଁ ହିତକର ସାଇକେଲିଂ

ଯାତାୟାତ ଲାଗି ସାଇକେଲ ସ୍ବାସ୍ଥ୍ୟ ପାଇଁ ହିତକର । ଆଜିକାଲିର ଲାଇଫ୍‌ ଷ୍ଟାଇଲ୍‌ ଓ ଖାଦ୍ୟପେୟ ଦିନକୁ ଦିନ ଲୋକଙ୍କୁ ରୁଗ୍ଣ କରିଦେଉଛି। ଅଧିକ ଫ୍ୟାଟ୍‌...

ସେଓ ଖିରି

ଆବଶ୍ୟକ ସାମଗ୍ରୀ: ମଧ୍ୟମ ଆକାରର ଅଧା କିଲୋଗ୍ରାମ ସେଓ, କ୍ଷୀର ୧ ଲିଟର, ଚିନି ୧୦୦ ଗ୍ରାମ୍‌, ଛୋଟ ଛୋଟ କଟା ହୋଇଥିବା କାଜୁ ୨...

ରୋଗ ଚିହ୍ନଟର ନୂଆ ଉପାୟ

ଆମକୁ କୌଣସି ରୋଗ ହେଲେ ଡାକ୍ତର ଉକ୍ତ ରୋଗର ଲକ୍ଷଣ ବିଷୟରେ ପ୍ରଥମେ ଭଲ ଭାବରେ ଅବଗତ ହୋଇଥାଆନ୍ତି ଏବଂ ତାହାକୁ ତର୍ଜମା କରି ଚିକିତ୍ସା...

Advertisement
Archives

Model This Week