Posted inଜାତୀୟ

ଜମ୍ମୁ-କଶ୍ମୀରରେ ଧରାପଡ଼ିଥିବା ଆତଙ୍କବାଦୀ ଥିଲେ ଭାଜପା ଆଇଟି ସେଲ୍‌ ମୁଖ୍ୟ

ଶ୍ରୀନଗର,୩ା୭: ଜମ୍ମୁ-କଶ୍ମୀରର ରେଆସି ଅଞ୍ଚଳରେ ଧରାପଡ଼ିଥିବା ଜଣେ ଆତଙ୍କବାଦୀ ଭାଜପାର ଆଇଟି ସେଲ୍‌ ମୁଖ୍ୟ ଥିଲେ ବୋଲି ଜଣାପଡ଼ିଛି। ଅଲିବ୍‌ ହୁସେନ୍‌ ଶାହାଙ୍କୁ ଗ୍ରାମବାସୀମାନେ ରବିବାର କାବୁ କରିଥିଲେ। ଅନ୍‌ଲାଇନ୍‌ ସଦସ୍ୟତା ପ୍ରଦାନ ବେଳେ ସମ୍ପୃକ୍ତ ବ୍ୟକ୍ତିଙ୍କ ପୃଷ୍ଠଭୂମି ଯାଞ୍ଚ କରାଯାଉ ନ ଥିବାରୁ ଏପରି ହୋଇଥିବା ଭାଜପା ପକ୍ଷରୁ କୁହାଯାଇଛି।

ଅଲିବ୍‌ ହୁସେନ୍‌ ଶାହା ହେଉଛନ୍ତି ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି)ର ଜଣେ ସକ୍ରିୟ ସଦସ୍ୟ। ଏହି ଓ୍ବାଣ୍ଟେଡ୍‌ ଆତଙ୍କବାଦୀ ଜଣକ ଭାଜପାର ମଧ୍ୟ ସକ୍ରିୟ ସଦସ୍ୟ। ଭାଜପା ତାଙ୍କୁ ଜମ୍ମୁ ଅଞ୍ଚଳର ଦଳୀୟ ସଂଖ୍ୟାଲଘୁ ମୋର୍ଚ୍ଚା ସୋସିଆଲ ମିଡିଆ ଇନ୍‌ଚାର୍ଜ କରିଥିଲା। ତଲିବ ହୁସେନ ଓ ତାଙ୍କର ଜଣେ ସହଯୋଗୀଙ୍କୁ ରେଆସି ଅଞ୍ଚଳରେ ଗ୍ରାମବାସୀମାନେ ଧରିଛନ୍ତି। ଉଭୟଙ୍କଠାରୁ ଦୁଇଟି ଏକେ ରାଇଫଲ, ଅନେକ ଗ୍ରେନେଡ୍‌ ଓ ଅନ୍ୟ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ସ୍ଥାନୀୟ ଲୋକେ ଦୁହିଁଙ୍କୁ କାବୁ କରିବା ପରେ ପୋଲିସ ଜିମା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?