ଘରୋଇ ହେୟାର ମାସ୍କ

ଦହିରେ କେଶ ମୂଳକୁ ଭଲଭାବେ ମସାଜ କରନ୍ତୁ। ଦହି ଶୁଖିଗଲା ପରେ ସାମ୍ପୁ କରାଇ ନିଅନ୍ତୁ।
ରାତିରେ ମେଥିକୁ ଭିଜାଇ ସକାଳେ ତା’ର ପେଷ୍ଟ ତିଆରି କରନ୍ତୁ। ଏହି ପେଷ୍ଟକୁ କେଶ ମୂଳରେ ଲଗାଇ ଶୁଖିବା ପରେ ଭଲଭାବେ ଧୋଇ ନିଅନ୍ତୁ।
୨ଟି ପାଚିଲା କଦଳୀ, ୨ଟି ଅଣ୍ଡା ଓ ୩ ଚାମଚ ମହୁ ଓ ଅଲିଭ୍‌ ଅଏଲ ମିଶାଇ ମୁଣ୍ଡରେ ଲଗାନ୍ତୁ। ଏହି ହେୟାର ମାସ୍କକୁ ଲଗାଇବାର ୧ ଘଣ୍ଟା ପରେ କେଶକୁ ସାମ୍ପୁ କରି ଦିଅନ୍ତୁ।
ଅଣ୍ଡାରେ ଅଲିଭ ଅଏଲ ଲଗାଇ ମୁଣ୍ଡରେ ଲଗାନ୍ତୁ। କିଛି ସମୟ ପରେ ସାମ୍ପୁ କରି ଦିଅନ୍ତୁ, କେଶ ଝଡ଼ିବା କମ୍‌ ହୋଇଯିବ।
କେଶ ଦୋମୁହାଁ ହୋଇ ଯାଉଥିଲେ ୧ ଚାମଚ ବାଦାମ ତେଲରେ ଗୋଟିଏ ଅଣ୍ଡାର ଧଳା ଅଂଶକୁ ମିଶାଇ କେଶ ମୂଳରୁ ଶେଷଯାଏ ଲଗାନ୍ତୁ। ୧ଘଣ୍ଟା ପରେ ଧୋଇ ଦିଅନ୍ତୁ।
୨-୩ଟି ପାଚିଲା କଦଳୀକୁ ପେଷ୍ଟ କରି ତାକୁ ଷ୍ଟିମ୍‌ କରି କେଶରେ ମାସ୍କ ଭଳି ଲଗାନ୍ତୁ ଓ ୧୫ ମିନିଟ୍‌ ପରେ ଧୋଇ ଦିଅନ୍ତୁ। କେଶର ଉଜ୍ଜ୍ୱଳତା ବୃଦ୍ଧି ପାଇବ।
ନଡିଆ ତେଲରେ ଲେମ୍ବୁ ମିଶାଇ ଲଗାଇବାର ୧ ଘଣ୍ଟା ପରେ ଧୋଇ ଦିଅନ୍ତୁ। କେଶ ମଜଭୁତ ହେବ। ଅଲିଭ ଅଏଲ ଏବଂ ସୋରିଷ ତେଲକୁ ମିଶାଇ କେଶରେ ଲଗାଇଲେ କେଶ ମଜଭୁତ ହୁଏ।
କ୍ଷୀର ଓ ମହୁକୁ ସମାନ ମାତ୍ରାରେ ମିଶାଇ କେଶ ମୂଳରେ ମସାଜ କରି ୨୫ମିନିଟ ପରେ ଧୋଇ ଦିଅନ୍ତୁ। ଅଣ୍ଡାର ହଳଦିଆ ଅଂଶରେ ଦହି ମିଶାଇ କେଶରେ ଲଗାଇବାର ୧୫ ମିନିଟ୍‌ ପରେ ସାମ୍ପୁ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କୋଲେଷ୍ଟରଲସ୍ତର କମାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ପ୍ରତିଦିନ ସକାଳେ ଅଧା କପ୍‌ ଗାଜର ରସ ପିଇଲେ ଅନେକ ଉପକାର ମିଳିଥାଏ। ଗାଜର ରସ କୋଲେଷ୍ଟରଲସ୍ତର ହ୍ରାସ କରିଥାଏ। ଫଳରେ ହାର୍ଟ ଆଟାକ୍‌ ସମସ୍ୟାରୁ...

ୟୁଥ୍‌ ଫ୍ୟାଶନ ଛତା

ବର୍ଷା ହେଲେ ସବୁଠୁ ଆଗ ଖୋଜାପଡ଼େ ଛତା। କିନ୍ତୁ ବର୍ତ୍ତମାନ ଛତା କେବଳ ବର୍ଷାରୁ ସୁରକ୍ଷା ଦେବାରେ ସୀମିତ ହୋଇ ରହିନାହିଁ। କାରଣ ଏବେ ମାର୍କେଟରେ...

ଦୃଷ୍ଟିଶକ୍ତି ବୃଦ୍ଧି କରେ ଗାଜର

ଗାଜର ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଥାଏ। ଏହାସହ କର୍କଟ ପରି ରୋଗରୁ ରକ୍ଷା କରିଥାଏ। ଗାଜରରେ ପୋଷକ ତତ୍ତ୍ବ, ଭିଟାମିନ-ଏ ଏବଂ...

ଉଚ୍ଚ ରକ୍ତଚାପ ଦୂର କରେ ସଙ୍ଗୀତ

ଉଚ୍ଚ ରକ୍ତଚାପ ବା ହାଇପର୍‌ ଟେନସନ୍‌ ଏକ ଗମ୍ଭୀର ରୋଗ। ରକ୍ତଚାପ ବୃଦ୍ଧି ହେଲେ ହୃଦ୍‌ରୋଗ, କିଡ୍‌ନୀ ସମ୍ଯଯା, ଷ୍ଟ୍ରୋକ୍‌ ଏବଂ ଅନେକ ଗମ୍ଭୀର ରୋଗର...

କ୍ୟାନ୍‌ସର ଟ୍ୟୁମର ଚିହ୍ନଟର ନୂଆ ଉପାୟ

କଥାରେ ଅଛି- ‘କ୍ୟାନ୍‌ସର ନୋ ଆନ୍‌ସର’। ହେଲେ ବର୍ତ୍ତମାନର ଉନ୍ନତ ଜ୍ଞାନକୌଶଳ ବିଶିଷ୍ଟ ଚିକିତ୍ସା ପ୍ରଣାଳୀରେ କ୍ୟାନ୍‌ସରକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ଚିହ୍ନଟ କରାଯାଇ ତାହାର ଚିକିତ୍ସା...

ଶୀତ ଦିନେ ଉଜ୍ଜ୍ୱଳ ତ୍ୱଚା ଚାହୁଁଥିଲେ ….

ସୌନ୍ଦର୍ଯ୍ୟକୁ ନେଇ ପ୍ରାୟ ଅଧିକାଂଶ ଲୋକ ବେଶ୍‌ ଚିନ୍ତିତ। ଏକ ସୁନ୍ଦର ତ୍ୱଚା ପାଇବା ଲାଗି ସମସ୍ତଙ୍କର ଇଚ୍ଛା ଥାଏ। ଏ ନେଇ ବଜାରରେ ମିଳୁଥିବା...

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…

ବ୍ୟସ୍ତ ବହୁଳ ଜୀବନରେ ଏବେ କେତେକଙ୍କଠାରେ ଉଚ୍ଚ ରକ୍ତଚାପ ଦେଖାଯାଉଛି। ତେବେ ଏହାକୁ ସହଜରେ ଦୂରେଇ ହେବ। ଆୟୁର୍ବେଦରେ ଉଲ୍ଲେଖ ରହିଛି ପ୍ରତିଦିନ ସକାଳେ ଚାମୁଚେ...

କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ଦେଖାଦେଉଛି ଏସବୁ ଲକ୍ଷଣ

ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି । ସଂକ୍ରମଣ କମୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଉଥିବା ଲକ୍ଷ୍ୟ କରାଯାଇଛି। କିନ୍ତୁ କରୋନାରୁ...

Advertisement
Archives

Model This Week