ଆମେରିକାର ମିଡଟମର୍‌ସ ଫଳ:ଭାରତୀୟ ବଂଶୋଦ୍ଭବ ରଚିଲେ ଇତିହାସ

ନ୍ୟୁୟର୍କ,୧୧।୧୧: ଆମେରିକାର ମିଡଟମର୍‌ସରେ ଭାରତୀୟ-ଆମେରିକୀୟ ମହିଳା ନାବିଲା ସୟଦ ଇତିହାସ ସୃଷ୍ଟି କରିଛନ୍ତି। ଏହି ନିର୍ବାଚନ ଜିତିବାରେ ନାବିଲା ସର୍ବକନିଷ୍ଠ ମହିଳା ହୋଇପାରିଛନ୍ତି। ନାବିଲା ସୟିଦଙ୍କୁ ମାତ୍ର ୨୩ ବର୍ଷ ବୟସ। ସେ ଆମେରିକାର ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ରିପବ୍ଲିକାନ ପ୍ରତିଦ୍ୱନ୍ଦ୍ୱୀ କ୍ରିସ ବୋଷଙ୍କୁ ପରାସ୍ତ କରିଛନ୍ତି। ଇଲିନୋଇସ ସାଧାରଣ ନିର୍ବାଚନ ୫୧ତମ ଜିଲା ପାଇଁ ନାବିଲା ୫୨.୩ ପ୍ରତିଶତ ଭୋଟ ପାଇଛନ୍ତି।
ସେ ଏହି ବିଜୟର ଖୁସିକୁ ସୋସିଆଲ ମିଡିଆରେ ଶେୟାର କରିଥିଲେ। ତାଙ୍କ ଟୁଇଟର୍‌ ନାବିଲା ଲେଖିଛନ୍ତି, ମୋର ନାମ ନାବିଲା ସୟଦ। ମୁଁ ଜଣେ ୨୩ ବର୍ଷୀୟା ମୁସଲମାନ ଭାରତୀୟ-ଆମେରିକୀୟ ଯୁବତୀ। ରିପବ୍ଲିକାନ ଦ୍ୱାରା ଆୟୋଜିତ ଏକ ସହରୀ ସଂସ୍ଥା ପାଇଁ ଏକ ନିର୍ବାଚନରେ ଆମେ ଜିତିଛୁ। ଜାନୁଆରୀରେ ମୁଁ ଇଲିନୋଇସ ସାଧାରଣ ସଭାର କନିଷ୍ଠ ସଦସ୍ୟ ହେବି।


Enter your email to get our daily news in your inbox.

All Right Reserved By Dharitri.Com

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?