ସମଲୀଙ୍ଗି ସମ୍ପର୍କ: ପରିବାର ପକ୍ଷରୁ ଅଭିଯୋଗ ପରେ ସାଥି ଗିରଫ

ହରଭଙ୍ଗା,୬।୧୦(ଡି.ଏନ୍‌.ଏ.): ଜଣେ ନାବାଳିକାଙ୍କ ସହ ସମଲୀଙ୍ଗି ସମ୍ପର୍କ ରଖିଥିବା ଅଭିଯୋଗରେ ପୁରୁଣାକଟକ ଅଞ୍ଚଳର ଜଣେ ଯୁବତୀଙ୍କୁ କନ୍ଧମାଳ ଜିଲା ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଥାନା ଅଞ୍ଚଳର ଜଣେ ଯୁବତୀ ନିଜ ଅଞ୍ଚଳର ଏକ ନାବାଳିକାଙ୍କ ସହ ସମଲିଙ୍ଗୀ ସମ୍ପର୍କରେ ଥିଲେ। ନାବାଳିକାର ପରିବାର ଏ କଥା ଜାଣିବା ପରେ ଝିଅକୁ ନେଇ କନ୍ଧମାଳ ଜିଲା ଖଜୁରୀପଡା ଥାନା ଅଞ୍ଚଳରେ ରହୁଥିବା ମାଉସୀ ଘରେ ଛାଡି ଆସିଥିଲେ । ହେଲେ ଖବରପାଇ ଯୁବତୀ ଜଣଙ୍କ ନାବାଳିକା ମାଉସୀ ଘରକୁ ଯାଇ କୌଶଳ କ୍ରମେ ତାଙ୍କୁ ସେଠାରୁ ଅପହରଣ କରି ନେଇଥିଲେ। ପରିବାର ଲୋକ ଏ ଘଟଣା ଜାଣିବା ପରେ ଯୁବତୀଙ୍କ ନାମରେ ଖଜୁରୀପଡା ଥାନାରେ ଏକ ଅପହରଣ ମାମଲା ରୁଜୁ କରିଥିଲେ। ଖଜୁରୀପଡା ଥାନା ପୋଲିସ ଏ ମାମଲାରେ ତଦନ୍ତ କରି ଗତ ରବିବାର ଦିନ କନ୍ଧମାଳ ଜିଲା ଚକାପାଦ ଅଞ୍ଚଳରୁ ନାବାଳିକାଙ୍କୁ ଉଦ୍ଧାର କରିବା ସହ ଯୁବତୀଙ୍କୁ ଗିରଫ କରିଥିଲା। ସୋମବାର ଯୁବତୀଙ୍କୁ କୋର୍ଟଚାଲାଣ କରାଯାଇଥିବା ଜଣାପଡିଛି l


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି, ଭାଜପା ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର

କାମାକ୍ଷାନଗର, ୨୦।୪(ଡି.ଏନ୍‌.ଏ.)- ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ମଝିରେ  ମାତ୍ର ୩ ଦିନ ଥିବାବେଳେ ପ୍ରାର୍ଥୀମାନେ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। ରାଜ୍ୟ ରାଜନୀତିର ପ୍ରମୁଖ ଦଳ...

ଜିଲାସ୍ତରୀୟ ନିଯୁକ୍ତି ମେଳାରେ ୮୧ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି

ବାଲେଶ୍ୱର ଅଫିସ, ୧୭।୧୦-ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଏବଂ ବାଲେଶ୍ୱର ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଗୁରୁବାର ସ୍ଥାନୀୟ ବ୍ରିଟ୍‌ କଲ୍ୟାଣ ମଣ୍ଡପଠାରେ ଜିଲାସ୍ତରୀୟ ନିଯୁକ୍ତି...

୩୨ ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ, ୩।୧୦: ଖୋର୍ଦ୍ଧା ଅବକାରୀ ବିଭାଗର କର୍ମଚାରୀମାନେ ବଡ଼ବେରଣା ଗଁାରୁ ଗୁରୁବାର ପୂର୍ବାହ୍ନରେ ଚଢ଼ାଉକରି ୩୨ ଗା୍ରମ ବ୍ରାଉନସୁଗାର ଜବତ କରିଛନ୍ତି। ଏହି ଘଟଣାରେ...

ଟୋକନ ଥାଇ ମଧ୍ୟ ପଞ୍ଚାୟତ ବାହାର ଛାତ୍ରୀଛାତ୍ରଙ୍କୁ ମିଳୁନି ଚାଉଳ

ବୈପାରିଗୁଡା,୫।୪(ଡି.ଏନ୍.ଏ.): କରୋନା ମୁକାବିଲା ପାଇଁ ରାଜ୍ୟରେ ସମସ୍ତ ବିଦ୍ୟାଳୟ ଛୁଟି ଘୋଷଣା କରାଯାଇଛି। ମଙ୍ଗଳ ବିଭାଗ ଦ୍ଵାରା ପରିଚାଳିତ ଆବସିକ ବିଦ୍ୟାଳୟ ଗୁଡ଼ିକ ମଧ୍ୟ ବନ୍ଦ...

କାର ଦୁର୍ଘଟଣାଗ୍ରସ୍ତ: ଅଳ୍ପକେ ବର୍ତ୍ତିଲେ ୩ ଯାତ୍ରୀ

ଜହ୍ନାପଙ୍କ, ୬।୬ (ଡି.ଏନ.ଏ): ବୌଦ୍ଧ-ବଲାଙ୍ଗୀର ଜାତୀୟ ରାଜପଥ ନଂ. ୫୭ର ଜହ୍ନାପଙ୍କ ଫାଣ୍ଡି ନିକଟରେ ଗୁରୁବାର ସକାଳ ପ୍ରାୟ ୭ଟା ବେଳେ ଏକ କାର (ନଂ.ଓଡି୧୭ଏଚ/୬୬୭୭)...

ଝିଆରୀ ହତ୍ୟାକାରୀ ଦାଦା ଗିରଫ

ନୟାଗଡ଼ ଅଫିସ/ଦଶପଲ୍ଲା,୧ା୬(ଡି.ଏନ୍‌.ଏ.): ଝିଆରୀ ହତ୍ୟା ଅଭିଯୋଗରେ ନୟାଗଡ଼ ଜିଲା ଦଶପଲ୍ଲା ପୋଲିସ ସୋମବାର ଦାଦା ବିପିନ ବିହାରୀ ଦାସ(୩୮)ଙ୍କୁ ଗିରଫ କରିଛି । ଏଥିସହ ହତ୍ୟାରେ...

ଶହଶହ ହେକ୍ଟର ଚାଷଜମିରେ ମାଡ଼ିଗଲା ଲୁଣାଜୁଆର : ପଥରବନ୍ଧ ନିର୍ମାଣ ଦାବି

କାକଟପୁର,୩୧।୧୦(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ଉପକୂଳ ଉଦୟକଣିଠାରେ ଅଶାନ୍ତ ସମୁଦ୍ର ବୁଧବାର ରାତିରେ କୂଳଲଙ୍ଘି ସ୍ଥଳଭାଗକୁ ମାଡ଼ିଆସିଥିଲା। ଅସ୍ତରଙ୍ଗ ବ୍ଲକ ଶିଶୁଅ ପଞ୍ଚାୟତର ଉଦୟକଣି, ଛେନୁ,...

ପୂର୍ବତନ ନଗରପାଳଙ୍କ ଶବାଧାରରେ କାନ୍ଧ ଦେଲେ ମନ୍ତ୍ରୀ

ଆଠଗଡ଼,୨।୧୧(ସ୍ବ.ପ୍ର.): ମୃତଦେହକୁ କାନ୍ଧ ଦେଲେ ଖାଉଟି କଲ୍ୟାଣ ଏବଂ ସମବାୟ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ। ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦର ପୂର୍ବତନ ନଗରପାଳ...

Advertisement
Archives

Model This Week