ସମଲିଙ୍ଗୀ ବିବାହକୁ ଚର୍ଚ୍ଚର ନା

କ୍ୟାଥୋଲିକ୍‌ ଚର୍ଚ୍ଚ ସମଲିଙ୍ଗୀ ବିବାହ କରିଥିବା ଯୋଡ଼ିଙ୍କୁ ଆଶୀର୍ବାଦ ଦେବନାହିଁ ବୋଲି ସୋମବାର ଭାଟିକାନ ଘୋଷଣା କରିଛି। ଭଗବାନ ପାପକୁ ଆଶୀର୍ବାଦ ଦେଇପାରିବେ ନାହିଁ ବୋଲି କୁହାଯାଇଛି। ଭାଟିକାନ୍‌ର ଧର୍ମୀୟ କାର୍ଯ୍ୟାଳୟ ପକ୍ଷରୁ ଏକ ବିବୃତିରେ କ୍ୟାଥୋଲିକ୍‌ ପାଦ୍ରୀ ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେଇପାରିବେ କି ନା ସେ ନେଇ ପ୍ରଶ୍ନ କରିଥିଲେ। ପୋପ୍‌ ଫ୍ରାନ୍ସିସ୍‌ଙ୍କ ଅନୁମୋଦନରେ ଆସିଥିବା ଏହାର ଉତ୍ତର ନା ରହିଥିଲା। ନୂତନ ଜୀବନ ସୃଷ୍ଟି ପାଇଁ ପୁରୁଷ ଏବଂ ମହିଳାଙ୍କ ମଧ୍ୟରେ ବିବାହ ଈଶ୍ୱରଙ୍କ ଯୋଜନାର ଏକ ଅଂଶ। ସମଲିଙ୍ଗୀଙ୍କୁ ସମ୍ମାନ ଦିଆଯିବା ଆବଶ୍ୟକ। କିନ୍ତୁ ସେମାନେ ଈଶ୍ୱରଙ୍କ ଉକ୍ତ ଯୋଜନାର ଅଂଶ ହୋଇ ନ ଥିବାରୁ ସେମାନଙ୍କ ବିବାହକୁ ଚର୍ଚ୍ଚ ଦ୍ୱାରା ଆଶୀର୍ବାଦ କରାଯାଇପାରିବ ନାହିଁ ବୋଲି ଉକ୍ତ ଡକ୍ୟୁମେଣ୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭।୫: ଓଡ଼ିଶା ବିଧାନସଭାର ଶ୍ରେଷ୍ଠ ବିଧାୟକଙ୍କ ଚୟନ ପାଇଁ କମିଟି ଗଠନ ହୋଇଛି। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ୬ ଜଣ ସଦସ୍ୟଙ୍କୁ ନେଇ ଏହି କମିଟି ଗଠନ କରାଯାଇଛି।…

ଭାରତରେ କରୋନାଠାରୁ ବିପଜ୍ଜନକ ‘ଇବୋଲା’ ଭାଇରସର ଏଣ୍ଟ୍ରି! ଆଫ୍ରିକାରୁ ଫେରିଥିବା ୨୮ ବର୍ଷୀୟ ମହିଳା ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୭।୫: ଆଫ୍ରିକାରେ ବ୍ୟାପିବା ପରେ ଏବେ ଭାରତରେ ଇବୋଲା ଭାଇରସ ମାମଲା ଦେଖାଯାଇଛି। ଉଗାଣ୍ଡାରୁ ଫେରିଥିବା ଜଣେ ମହିଳାଙ୍କଠାରେ ଇବୋଲା ଭାଇରସ ଲକ୍ଷଣ। ଏନେଇ କେନ୍ଦ୍ର…

OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର…

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ ଓ ସରକାରଙ୍କ ଗୃହ ବିଭାଗ ଦ୍ୱାରା OUSSSCକୁ ଚିଠି ଲେଖାଯାଇଛି।…

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ ସହ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri