‘ଓଡ଼ିଶାରେ ରାଷ୍ଟ୍ରପତି ପହଞ୍ଚିବା ଅତ୍ୟନ୍ତ ଆନନ୍ଦଦାୟକ’

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୀ ରହିବା ଅତ୍ୟନ୍ତ ଆନନ୍ଦଦାୟକ ଅଟେ। ତାଙ୍କୁ ଓଡ଼ିଶାକୁ ସ୍ବାଗତ କରି ଏକ ମନୋରମ ତଥା ସ୍ମରଣୀୟ ରହିବାକୁ କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

ଜିଲାସ୍ତରୀୟ ପ୍ରେରଣା ଉତ୍ସବ, ସରାଙ୍ଗ ନବୋଦୟ ବିଦ୍ୟାଳୟ…

ପରଜଙ୍ଗ,୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସରାଙ୍ଗ ସ୍ଥିତ ପିଏମଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ସୋମବାର ଜିଲାସ୍ତରୀୟ ପ୍ରେରଣା ଉତ୍ସବ ପାଳିତ ହୋଇଯାଇଛି ।…

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri