ବଜାରରେ ହୋଣ୍ଡାର ଆକ୍ଟିଭା ୧୨୫

ଭୁବନେଶ୍ୱର,୨୪।୧୨:ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ନ୍ୟୁ ୨୦୨୫ ଆକ୍ଟିଭା ୧୨୫ (ହୋଣ୍ଡାର ଆକ୍ଟିଭା ୧୨୫)’ ର ଅନାବରଣ ନିକଟରେ ହୋଇଯାଇଛି।

ଏ ସମ୍ପର୍କରେ ଏଚ୍‌ଏମ୍‌ଏସ୍‌ଆଇର ଏମଡି/ପରିଚାଳନା ନିର୍ଦ୍ଦେଶକ, ସଭାପତି ତଥା ସିଇଓ ସୁଟୁସୁମୁ ଓଟାନୀ କହିଛନ୍ତି, ଆମେ ଅତ୍ୟନ୍ତ ଉଲ୍ଲସିତ ସହିତ ଆମର ନୂତନ ଓବିଡି୨ବି ନିୟାମକ ଅନୁରୂପ ଆକ୍ଟିଭା ୧୨୫ର ଶୁଭାରମ୍ଭ କରି ବେଶ ଉତ୍ସାହିତ ଅଛୁ। ଏପରିକି ଏହି ଅଧୁନାତନ ମଡ଼େଲଗୁଡ଼ିକର ପ୍ରଦର୍ଶନ ଗ୍ରାହକମାନଙ୍କ ସନୁଷ୍ଟୀକରଣ ପ୍ରତି ଆମର ବନବଦ୍ଧତାକୁ ଉପସ୍ଥାପିତ କରୁଛି। ଏଥିରେ ଟିଏଫଟି ଡିସପ୍ଲେ ତଥା ବ୍ଲୁଟୁଥ୍‌ ସଂଯୋଗୀକରଣ ଏବଂ ୧୨୫ ସିସି ସ୍କୁଟର ବିଭାଗ ଗୁଡ଼ିକୁ ନେଇ ଆମର ଲକ୍ଷ୍ୟ ହେଉଛି ଭାରତର ଗ୍ରାହକମାନଙ୍କ ଚାଳନାର ଅଭିଜ୍ଞତାକୁ ପୁନଃ-ନିର୍ଦ୍ଧାରଣ କରିବା। ସେହିଭଳି ଏଚ୍‌ଏମ୍‌ଏସଆଇର ନିର୍ଦ୍ଦେଶକ (ସେଲ୍‌ସ ଆଣ୍ଡ ମାର୍କେଟିଙ୍ଗ) ଯୋଗେଶ ମାଥୁର କହିଛନ୍ତି, ହୋଣ୍ଡାର ଆକ୍ଟିଭା ୧୨୫ ସବୁବେଳେ ଗ୍ରାହକଙ୍କ ଦ୍ୱାରା ଆଦୃତ ହୋଇଛି ଏବଂ ବର୍ତ୍ତମାନର ଅଧୁନାତନ ଡିଜାଇନକୁ ନେଇ ବ୍ରାଣ୍ଡ ସୁଗମତା ଏବଂ ଷ୍ଟାଇଲର ପରିଭାଷାକୁ ପୁନର୍ବାର ବୃଦ୍ଧି କରିପାରିଛି। ଏପରିକି ବ୍ଲୁଟୁଥ୍‌ ନାଭିଗେଶନ, ସ୍ବର ସହଯୋଗ ତଥା ୟୁଏସବି ଟାଇପ-ସି ଚାର୍ଜିଙ୍ଗ ପୋର୍ଟକୁ ନେଇ ଏହା ଆଜିର କୌଶଳରେ ଦକ୍ଷ ଚାଳକମାନଙ୍କ ଦାବିକୁ ଆହୁରି ଅଧିକ ବିସ୍ତାରିତ କରିବାରେ ସହାୟକ ହୋଇପାରିବ।

ଆମେ ଦୃଢ଼ ନିଶ୍ଚିତ ଯେ ଏହି ନୂତନ ଆକ୍ଟିଭା ୧୨୫ ବ୍ୟବସ୍ଥିତ ଭାବେ ଆଜିର ଯୁବବର୍ଗଙ୍କ ମଧ୍ୟରେ ପ୍ରିମିୟମ ଗୁଣବତ୍ତା ସହିତ ୧୨୫ସିସି ମୋଟୋରସାଇକେଲ ବିଭାଗରେ ପୁନଃନିର୍ଦ୍ଧାରଣ କରିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

Gen-Zଙ୍କ ପାଇଁ ବଡ଼ ପଦକ୍ଷେପ ନେଲା RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି…

ଟି-୨୦ର ନୂଆ ‘ରେକର୍ଡ କିଙ୍ଗ୍‌’ ହେବେ ବୈଭବ ସୂର୍ଯ୍ୟବଂଶୀ! ଖେଳାଳିଙ୍କ ବିସ୍ଫୋରକ ବୟାନକୁ ନେଇ ହଲଚଲ

ନୂଆଦିଲ୍ଲୀ, ୬।୮: ଜୋସ ବଟଲର ଟି-୨୦ କ୍ରିକେଟ ଇତିହାସର ସବୁଠାରୁ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି। ୱେଲ୍ସ ଫାୟାର ବିପକ୍ଷ ମ୍ୟାଚରେ ମାଞ୍ଚେଷ୍ଟର ସୁପର ଜାୟାଣ୍ଟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri