ବଜାରରେ ହୋଣ୍ଡାର ଅଲ୍‌ ନ୍ୟୁ ଏନ୍‌ଏକ୍ସ୫୦୦

ନୂଆଦିଲ୍ଲୀ,୨୨।୧: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ପ୍ରାଇଭେଟ୍‌ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ଏନଏକ୍ସ୫୦୦’(ଆଡଭେଞ୍ଜର ଟୁରର ମଡେଲ)ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ଏଚ୍‌ଏମ୍‌ଏସ୍‌ଆଇର ପରିଚାଳନା ନିର୍ଦ୍ଦେଶକ, ସଭାପତି ତଥା ସିଇଓ ସୁସୁମୁ ଓଟାନି କହିଛନ୍ତି, କମ୍ପାନୀର ବହୁ ପ୍ରତୀକ୍ଷିତ ଏନ୍‌ଏକ୍ସ୫୦୦କୁ ଆମେ ଗର୍ବର ସହ ଭାରତରେ ଉନ୍ମୋଚନକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଏହି ଆଧୁନିକ ଷ୍ଟ୍ରିଟ୍‌ ଆଡଭେଞ୍ଚର ମୋଟରସାଇକେଲର ଅଭିନବତା ପ୍ରତି ଆମର ଅତୁଟ ପ୍ରତିବଦ୍ଧତାର ପ୍ରମାଣ ଏବଂ ପୁରୁଣା ଗାଡ଼ି ଚାଳନା ରୋମାଞ୍ଚ ପ୍ରଦାନ କରୁଛି। ଏହାର କ୍ରସ୍‌ଓଭର ଡିଜାଇନ, ପ୍ରିମିୟମ ପ୍ରଯୁକ୍ତି ଏବଂ ଜୀବନ୍ତ ଟ୍ବିନ-ସିଲିଣ୍ଡର ଇଞ୍ଜିନ ସହିତ ଏନଏକ୍ସ ୫୦୦ ଗ୍ରାହକଙ୍କ ବାଇକ୍‌ ଚାଳନା ଅନୁଭୂତିକୁ ବଦଳାଇବ ଏବଂ ଦୁଇଚକିଆରେ ଦୁଃସାହସିକ ମନୋଭାବ ପାଳନ କରିବାକୁ ଯାଉଛି।

ସେହିଭଳି ଏଚ୍‌ଏମ୍‌ଏସ୍‌ଆଇର ନିର୍ଦ୍ଦେଶକ (ସେଲ୍ସ ଆଣ୍ଡ ମାର୍କେଟିଂ) ଯୋଗେଶ ମାଥୁର କହିଛନ୍ତି, ଆମେ ନିଶ୍ଚିତ ଯେ ଏନ୍‌ଏକ୍ସ ୫୦୦ ଭାରତରେ ଏଡିଭି ଗ୍ରାହକମାନଙ୍କୁ ଉତ୍ସାହିତ କରିବ। ଏନ୍‌ଏକ୍ସ୫୦୦ ପାଇଁ ବୁକିଂ ବର୍ତ୍ତମାନ ଆମର ପ୍ରିମିୟମ ବିଗ୍‌ୱିଙ୍ଗ ଡିଲରଶିପ୍‌ଗୁଡିକରେ ଖୋଲା ରହିଛି ଏବଂ ଆସନ୍ତା ମାସରୁ ଏହାର ଡେଲିଭରି ଆରମ୍ଭ ହେବ। ଉଲ୍ଲେଖଯୋଗ୍ୟ, ହୋଣ୍ଡା ଏନ୍‌ଏକ୍ସ୫୦୦କୁ ଡେଲି କ୍ରସ୍‌ଓଭର ଡିଜାଇନ ପ୍ରଦାନ କରାଯାଇଥିବା ବେଳେ ଉକ୍ତ ମଡେଲ ତିନିଟି ଆକର୍ଷଣୀୟ କଲର (ରଙ୍ଗ) ସ୍କିମ୍‌ ଗ୍ରାଣ୍ଡ୍‌ ପ୍ରିକ୍ସ ରେଡ୍‌, ମ୍ୟାଟ୍‌ ଗନପାଉଡର ବ୍ଲାକ୍‌ ମେଟାଲିକ୍‌ ଓ ପର୍ଲ ହରାଇଜନ୍‌ ହ୍ବାଇଟ୍‌ କଲରରେ ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri